ଡାବୁଲୁମାହାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ଜଣେ ନାବାଳକଙ୍କ ଜୀବନ, ୨ ଗୁରୁତର

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ୫୯ ନଂ ଜାତୀୟ ରାଜପଥର ଡାବୁଲୁମାହାଠାରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଦୁଇ ଗୁରୁତରଙ୍କୁ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ଜଣେ ସୁସ୍ଥ ଅଛନ୍ତି।

ପ୍ରକାଶ ଯେ, ବାଇକ ନଂ (ଓଡି ୧୨ ଇ -୬୪୮୬ ସିମନବାଡି ଅଞ୍ଚଳରୁ ସୁଲୁମାହା ଗ୍ରାମକୁ ଫେରୁଥିବା ବେଳେ ଦାରିଙ୍ଗବାଡିରୁ ସିମନବାଡି ଅଭିମୁଖେ ବୁଲେଟ ନଂ (ଓଡି ୦୭ଏସି-୭୫୭୬)ଟି ଯାଉଥିଲା। ଉକ୍ତ ୨ ବାଇକ ମୁହାଁମୁହିଁ ଧକ୍କା ହେବା ଯୋଗୁ ସୁଲୁମାହା ଗ୍ରାମର ଜଣେ ନାବାଳକ ଛାତ୍ର ଯାକ୍ୟୁସ ପ୍ରଧାନଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଖବର ପାଇ ଦାରିଙ୍ଗବାଡି ଆଇଆଇସି ଅଶୋକ କୁମାର ହାଁସଦା ପହଞ୍ଚି ମୃତଦେହ ଜବତ କରିବା ସହ ୨ ବାଇକ ଜବତ କରି ଅଧିକ ତଦନ୍ତ କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ମା’ ରାମଚଣ୍ଡୀ ମହୋତ୍ସବର ଦ୍ୱିତୀୟ ସଂଧ୍ୟା: ଦର୍ଶକଙ୍କ ମନ ମୋହିଲା ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ୍‌ର ନୃତ୍ୟ 

ଗଞ୍ଜାମ, ୭।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମ ନିକଟରେ ତିନିଦିନ ଧରି ହେବାକୁ ଥିବା ମାଁ ରାମଚଣ୍ଡୀ ମହୋତ୍ସବର ଶୁକ୍ରବାର ଶୁଭାରମ୍ଭ…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri