୫୦ ଯାତ୍ରୀଙ୍କୁ ନେଇ ବ୍ରିଜ୍‌ ଉପରେ ଯାଉଥିଲା ବସ୍‌: ଧକ୍କା ଦେଲା ଡମ୍ଫର

ଢେଙ୍କାନାଳ,୧୮।୨: ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା କମଗରା ଗାଁ ବ୍ରାହ୍ମଣୀ ନଦୀ ବ୍ରିଜ ଉପରେ ରବିବାର ସକାଳେ  ଦୁର୍ଘଟଣା ଘଟିଛି।
ବ୍ରିଜ ଉପରେ ଯାଉଥିବା ଏକ ଯାତ୍ରୀବାହୀ  ବସ୍‌କୁ ବିପରୀତ ଦିଗରୁ ଆସୁଥିବା ଏକ ଡମ୍ଫର  ଧକ୍କା ଦେଇଥିଲା । ଏଥିରେ ୨ ଜଣ ଯାତ୍ରୀ ଆହତ ହୋଇଛନ୍ତି।
ଗୋପୀନାଥ ନାମକ ଏକ ଘରୋଇ ବସ୍‌ ଟାଟା ମାଇନ୍ସ ଅଞ୍ଚଳରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ବସ୍‌ରେ ୫୦ରୁ ଊର୍ଦ୍ଧ ଯାତ୍ରୀ ଥିଲେ। ବସ୍‌ଟି କମଗରା ଗାଁ ବ୍ରାହ୍ମଣୀ ନଦୀ ବ୍ରିଜ୍‌ ଅତିକ୍ରମ କରୁଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଡମ୍ପରର ଷ୍ଟିୟରିଂ ଛିଡ଼ିଯାଇଥିଲା। ଫଳରେ ଡମ୍ପରଟି ବସ୍‌ଟିକୁ ଗୋଟିଏ ପାର୍ଶ୍ୱରୁ ଧକ୍କା ଦେଇଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ସାପ କାମୁଡ଼ାରେ ତିନି ବର୍ଷର ପୁଅ ମୃତ, ବିଷ କାଢ଼ିବାକୁ ଚେଷ୍ଟା କରି ବାପା ଆହତ

ସୁବର୍ଣ୍ଣପୁର, ୯।୫:: ବିରାମହାରାଜପୁର ଅଞ୍ଚଳର ହିଲୁଙ୍ଗା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ବିଷାକ୍ତ ସାପ କାମୁଡ଼ିରେ ତିନି ବର୍ଷର ବାଳକ ପ୍ରାଣ ହରାଇଛି। ସାଗର...

ବଦଳିଲେ କଂଗ୍ରେସ ଜିଲା ସାଧାରଣ ସମ୍ପାଦକ, ବ୍ଲକ ସଭାପତି

ପାଟଣା,୯ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ନୂତନ କଂଗ୍ରେସ ସଭାପତି ଭାବେ ଭାବେ କୈଳାଶ ଚନ୍ଦ୍ର ବାରିକଙ୍କୁ ଜିଲା କଂଗ୍ରେସ ସଭାପତି ମୋହନ ପରିଡ଼ା...

ପୁରୀରେ ପହଞ୍ଚିଲେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ

ପୁରୀ,୯।୫: ପୁରୀରେ ପହଞ୍ଚିଲେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ। ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ବରରୁ ବାହାରି ପୁରୀରେ ପହଞ୍ଚିଛନ୍ତି। ସେଠାରେ ସେ ମହାପ୍ରଭୁଙ୍କୁ ଦର୍ଶନ କରିବେ।...

ପ୍ରାର୍ଥିପତ୍ର ଦାଖଲ କଲେ ଅରିନ୍ଦମ

ସାଲେପୁର,୯ା୫: ସାଲେପୁରର ଭାଜପା ବିଧାୟକ ପ୍ରାର୍ଥୀ ଅରିନ୍ଦମ ରାୟ ଗୁରୁବାର ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ଆସି ଅରିନ୍ଦମ ଆଜି ତାଙ୍କର...

ସ୍ତ୍ରୀ, ଝିଅଙ୍କୁ ଗୁଳି କରି ହତ୍ୟା କରିବା ପରେ ନିଜକୁ ଗୁଳି କଲେ ବ୍ୟକ୍ତି

ଝାରସୁଗୁଡ଼ା,୯ା୫: ସ୍ତ୍ରୀ ଓ ଝିଅକୁ ଗୁଳି ହତ୍ୟା କରିବା ପରେ ନିଜକୁ ଗୁଳି କରିଛନ୍ତି ଜଣେ ବ୍ୟକ୍ତି। ଏପରି ଦୁଃଖଦ ଘଟଣା ଘଟିଛି ଝାରସୁଗୁଡ଼ା ଜିଲାର...

ଚୋର ପ୍ରାର୍ଥୀଙ୍କୁ ଭୋଟ୍‌ ଦିଅନ୍ତୁନି: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର,୯ା୫: ଗଞ୍ଜାମ ଜିଲା କନିଷିଠାରେ ଗୁରୁବାର ମୁଖ୍ୟମନ୍ତ୍ରୀ ମାରାଥନ ପ୍ରଚାର କରିଛନ୍ତି। ଏଠାରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି, ଆପଣମାନେ ଏତେ...

ଦବିଲା ରାସ୍ତା, ଫସିଲା ସାର ବୋଝେଇ ଟ୍ରକ୍‌

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଆତ୍ମା କାର୍ଯ୍ୟାଳୟ ପରିସରରେ ନବ ନିର୍ମିତ କଂକ୍ରିଟ ରାସ୍ତାରେ ଗୁରୁବାର ଏକ ସାର ବୋଝେଇ...

ଭାଜପାର ପ୍ରଚାର ଜୋରଦାର: ଘରେ ଘରେ ପହଞ୍ଚିଲେ ମାନଗୋବିନ୍ଦ

ଦାରିଙ୍ଗବାଡି, ୯/୫ (ଅରୁଣ ସାହୁ):କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ଭାଜପାର ବିଧାନସଭା ପ୍ରାର୍ଥୀ ମାନଗୋବିନ୍ଦ ପ୍ରଧାନ ନିଜ ପ୍ରଚାର ଜୋରଦାର କରିଛନ୍ତି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri