ସମ୍ବଲପୁର,୩୧ା୩(ବ୍ୟୁରୋ): ସମ୍ବଲପୁର ଜିଲାରେ ହୋଲିରେ ଏକ ଅଘଟଣ ଘଟିଛି। ଶାସନ ଥାନା ନୂଅଁାମୁଣ୍ଡା ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଦୁଇ ଯୁବକଙ୍କ ଜୀବନ ଯାଇଛି। ସେମାନେ ହେଲେ ପରମାଣପୁର ଗ୍ରାମର ଚିଣ୍ଟୁ ସାହୁ (୨୪) ଓ ଦୁଲ୍ଲଭ ମରେଇ (୨୩)।
ପରମାଣପୁରର ଏକ ଗ୍ୟାରେଜରେ କାମ କରୁଥିବା ଦୁଇସାଙ୍ଗ ଦୁଲ୍ଲଭ ଓ ଚିଣ୍ଟୁ ସୋମବାର ହୋଲି ଖେଳିବାକୁ ନୂଅଁାମୁଣ୍ଡା ଗ୍ରାମକୁ ଯାଇଥିଲେ। ସେଠାରୁ ବାଇକ୍ (ଓଡି୧୫ଜି-୪୪୯୨)ରେ ନିଜ ଗ୍ରାମ ପରମାଣପୁର ଫେରୁଥିବାବେଳେ ସମ୍ମୁଖରୁ ଆସୁଥିବା ଟ୍ରେଲର (ଓଡି୨୩କେ-୮୨୧୫) ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ୭୮/୨୧ରେ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରିଛି। ଦୁର୍ଘଟଣା ଘଟାଇଥିବା ଟ୍ରେଲରକୁ ପୋଲିସ ଜବତ କରିବା ସହ ଡ୍ରାଇଭରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।
Posted inଆମ ଜିଲା ଖବର, ସମ୍ବଲପୁର View All

ଖବର ପ୍ରକାଶ ପରେ ହିତାଧିକାରୀଙ୍କୁ ମିଳିଲା ଗହମ
ବୁଗୁଡ଼ା,୧୫ା୧୦(ଡି.ଏନ୍.ଏ.): ଖାଦ୍ୟ ସୁରକ୍ଷା ଯୋଜନା ମାଧ୍ୟମରେ ରାଶନ କାର୍ଡଧାରୀଙ୍କୁ ଖାଦ୍ୟ ସାମଗ୍ରୀ ଯୋଗାଇ ଦିଆ ଯାଉଥିବା ବେଳେ କିଛି ସରକାରୀ ବାବୁଙ୍କ ବାଟମାରଣା ନୀତି ଯୋଗୁ...

ଚୋରା ଦେଶୀ ମଦ ସହ ବାଇକ ଜବତ, ୨ ଗିରଫ
ବଇଣ୍ଡା,୨୭।୮(ଡି.ଏନ.ଏ.)-ଠାକୁରଗଡ଼ ଥାନା ନାକିଚି ରୋଡ ଛକ ନିକଟରେ ମଙ୍ଗଳବାର ସକାଳେ ପୋଲିସ ଚଢାଉ କରି ୧୫ ଲିଟର ଦେଶୀ ମଦ ଜବତ କରିବା ସହ ୨...

ସିଏମ୍ସି ପାଇଁ କୋହଳ ନିୟମ
କଟକ ଅଫିସ,୨୩ା୬:ମୋଟର ଯାନ ଆଇନ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରୁଛି କଟକ ମହାନଗର ନିଗମ( ସିଏମ୍ସି)। ସିଏମ୍ସି ପକ୍ଷରୁ ଚାଲୁଥିବା ଆମ୍ବୁଲାନ୍ସ ଦୀର୍ଘ ୯ବର୍ଷ ହେବ...

ଅପରାଧ ରୋକାଯିବା ଉପରେ ଗୁରୁତ୍ୱ
କଟକ ଅଫିସ, ୨୯ା୭: କଟକସ୍ଥିତ ପୋଲିସ ମୁଖ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ନେଇ ଡିଜିପି ଅଭୟ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ବୁଧବାର ଏକ ସମୀକ୍ଷା ବୈଠକ କରିଛନ୍ତି।...

ମଜୁରିଆଙ୍କ ସମସ୍ୟା ନେଇ ଜିଲାପାଳଙ୍କୁ ଭେଟିଲେ ଅରିନ୍ଦମ୍
କଟକ ଅଫିସ,୨୭ା୪: ଲକ୍ଡାଉନ ସମୟରେ ଆର୍ଥିକ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମଜୁରିଆ ଶ୍ରେଣୀର ଲୋକେ। ସେମାନଙ୍କର ରୋଜଗାର ନ ଥିବାରୁ ଆର୍ଥିକ ମେରୁଦଣ୍ଡ ଦୁର୍ବଳ ହୋଇଗଲାଣି।...

ମେଡିକାଲ ପାଇଁ ସ୍ପଟ୍ ଆଡମିଶନ
ଭୁବନେଶ୍ୱର,୩।୮(ବ୍ୟୁରୋ): ଖାଲିଥିବା ମେଡିକାଲ ଓ ଡେଣ୍ଟାଲ କଲେଜ ପାଇଁ ସ୍ପଟ୍ ଆଡମିଶନ ହେବ। ରବିବାରଠାରୁ ୩ ଦିନ ଧରି ଏହି ସ୍ପଟ୍ ଆଡମିଶନ ଚାଲିବ। ବର୍ତ୍ତମାନ...

୧୭୮ବର୍ଷର ଚିତ୍ତଲପୁର ରାମଲୀଳା: ଭାଇଚାରା ବଞ୍ଚାଇଛି ପରମ୍ପରା
(ସୁଶାନ୍ତ କୁମାର ପତି) ସାତମାଇଲ, ୧।୫- ଆଧୁନିକତାର ମାୟାଜାଲରେ ମଳିନ ପଡ଼ିଲାଣି ପୁରାତନ ସଂସ୍କୃତି। ପୁରୁଣା ପରମ୍ପରାକୁ ବଞ୍ଚାଇ ରଖିବାକୁ ଆଉ ଆଗଭର ହେଉନାହାନ୍ତି ଯୁବପିଢ଼ି।...

ବ୍ରହ୍ମପୁର ରେଳ ଷ୍ଟେସନରେ ଖୋଲିଲା ସଂରକ୍ଷିତ ଟିକଟ୍ ବୁକିଂ କାଉଣ୍ଟର: ଜୁନ ପହିଲାରୁ ବ୍ରହ୍ମପୁର ଦେଇ ଚାଲିବ ୨ ଟ୍ରେନ
ବ୍ରହ୍ମପୁର ଅଫିସ,୨୨ା୫-ବ୍ରହ୍ମପୁର ରେଳଷ୍ଟେସନ ପରିସରରେ ଥିବା ସଂରକ୍ଷିତ ଟିକଟ କାଉଣ୍ଟର(ରିଜର୍ଭେସନ ଟିକଟ କାଉଣ୍ଟର) ଶୁକ୍ରବାରଠାରୁ ପୁଣି ଖୋଲିଛି। ରେଳ ବିଭାଗ ପକ୍ଷରୁ ଜୁନ ପହିଲାରୁ ଟ୍ରେନ...