IIT କ୍ୟାମ୍ପସରେ ଦୁର୍ଘଟଣା, ସ୍କୁଟିରେ ଆସୁଥିବା ବେଳେ ଡିଭାଇଡରରେ…

ଖୋର୍ଦ୍ଧା,୧୩।୧(ପ୍ରଭାତ ପାଣିଗ୍ରାହୀ): ଭୁବନେଶ୍ୱର ଆଇଆଇଟିରେ ମର୍ମନ୍ତୁଦ ଦୁର୍ଘଟଣା । ଡିଭାଇଡରରେ ସ୍କୁଟି ପିଟି ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଥିବା ସୂଚନା ରହିଛି । ମୃତକ ହେଲେ ପିଏଚଡି ଛାତ୍ର ଶଙ୍ଖ ଶୁଭ୍ର ଚକ୍ରବର୍ତ୍ତୀ । ସାଙ୍ଗରେ ଥିବା ଶକ୍ତି ଶ୍ରୀବାସ୍ତବ ଗୁରୁତର ହୋଇଥିବା ବେଳେ ତାଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ଜଟଣୀ ପୋଲିସ ଘଟଣାସ୍ଥଳରେ ତଦନ୍ତ କରୁଛି । ତେବେ ଏହି ଦୁର୍ଘଟଣା ସୋମବାର ବିଳମ୍ବିତ ରାତିର ବୋଲି ଜଣାପଡିଛି । ହେଲେ କେଉଁ ପରିସ୍ଥିତିରେ ହେଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri