୨ କାର୍‌, ୫ ବାଇକ୍‌ ଉପରେ ମାଡ଼ିଗଲା ଟ୍ରକ୍‌

କଟକ ଅଫିସ,୧୦ା୧୨: ଜଗତପୁର ଖଇରା ପୋଲ ନିକଟରେ ଶନିବାର ସନ୍ଧ୍ୟାରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ୨ କାର୍‌ ଏବଂ ୫ଟି ବାଇକ୍‌ ଉପରେ ଏକ ଟ୍ରକ୍‌ ମାଡ଼ିଯିବାରୁ ୭ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଏସ୍‌ସିବି ସ୍ଥାନାନ୍ତର କରାଯାଇଛି।

ସୂଚନାଯୋଗ୍ୟ, ଟ୍ରକ୍‌ଟି କେନ୍ଦ୍ରାପଡ଼ା ଆଡ଼ୁ କଟକ ଆସୁଥିଲା। ଏହି ସମୟରେ ଖଇରା ପୋଲ ନିକଟରେ ୨ କାର୍‌ ଏବଂ ୫ ବାଇକ୍‌କୁ ଧକ୍କା ଦେଇ ଏକ ଫଳ ଦୋକାନ ଭିତରକୁ ପଶି ଯାଇଥିଲା। ଫଳରେ ଟ୍ରକ୍‌ ତଳେ ଗାଡ଼ିଗୁଡ଼ିକ ଚାପି ହୋଇଯାଇଲା। ଏଥିମଧ୍ୟରୁ ୭ ଜଣଙ୍କୁ ଉଦ୍ଧାର କରାଯାଇ କଟକ ମେଡିକାଲ ପଠାଯାଇଥିବା ବେଳେ ଅନ୍ୟମାନଙ୍କ ଉଦ୍ଧାର କାର୍ଯ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

ପ୍ରଥମଥର ପାଇଁ ଅନୁଷ୍ଠିତ ହେବ ସାମାଜିକ ଅପେରା ଟୁର୍ନାମେଣ୍ଟ: ବୈଠକରେ ବଡ଼ ନିଷ୍ପତ୍ତି, ଏହି ଦିନ କରାଯିବା ନେଇ…

ଗଞ୍ଜାମ,୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ପ୍ରଥମଥର ପାଇଁ ସାମାଜିକ ଅପେରା ନାଟକ ଟୁର୍ନାମେଣ୍ଟର ଆୟୋଜନ ହେବାକୁ ଯାଉଛି । ଏଥିପାଇଁ ଝାରେଡି ରାଧାଗୋବିନ୍ଦପୁର…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ନଡ଼ିଆ ଗଛରୁ ବାଘୁଆ ମହୁମାଛି ବାହାରି ହଠାତ କଲା ଆକ୍ରମଣ: ବୃଦ୍ଧ ଗୁରୁତର, ୪ ଯୁବକ…

ମୋହନା,୬।୪:(ମନ୍ମଥ ମିଶ୍ର): ବାଘୁଆ ମହୁମାଛି ଆକ୍ରମଣରେ ୪ ଆହତ ଜଣେ ବୃଦ୍ଧ ଗୁରୁତର। ଏଭଳି ଘଟଣା ଘଟିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ପାଣିଗଣ୍ଡା ଗାଁରେ।…

ଓଡ଼ିଆ ପକ୍ଷରେ କ୍ୟାମ୍ପସ ସଫେଇ: ଓଡ଼ିଆ ଅସ୍ମିତା ଉପରେ ସଚେତନ କରାଇବା ଲକ୍ଷ୍ୟ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ): ଓଡ଼ିଆ ପକ୍ଷ ଅବସରରେ ସୋମବାର ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସଫେଇ କାର୍ଯ୍ୟକ୍ରମ ହୋଇଥିଲା। ଅଧକ୍ଷ ବିଭାସ କୁମାର ଦାସଙ୍କ…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri