ସମ୍ପର୍କୀୟଙ୍କ ଏକ ଦଶାହ କାର୍ଯ୍ୟକୁ ଯିବା ହେଲା କାଳ: ବ୍ରିଜ ତଳକୁ ଖସିଲା …

ଥୁଆମୂଳ ରାମପୁର,୧ା୯ (ଦୁର୍ଗା କୀର୍ତ୍ତି): ସୋମବାର ରାତି ପ୍ରାୟ ସାଢେ ୮ଟାରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ବଡ଼ଛତ୍ରଙ୍ଗ ଗ୍ରାମ ନିକଟ କାନ୍ଦୁଲଭଜା ଡଙ୍ଗର ପାଖ ବ୍ରିଜ ତଳକୁ ଖସି ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଓଡ୍ରି ପେର୍ଗୁନିପଡ଼ାର ବଳାରାମ ଘୋଡିଆ (୨୫)। ସୂଚନା ଅନୁସାରେ ବଳରାମ ଓ ତାଙ୍କ ପରିବାର ଲୋକେ ଜୟପାଟଣା ଥାନା ଅନ୍ତର୍ଗତ ମଙ୍ଗଳପୁର ପାଖ ଛତାବନ୍ଧଗୁଡା ସମ୍ପର୍କୀୟଙ୍କ ଏକ ଦଶାହ କାର୍ଯ୍ୟକୁ ଯାଇ ଫେରୁଥିଲେ। ବଳାରାମ ଓଡି ୧୮-୬୫୫୬ ନମ୍ବରବିଶିଷ୍ଟ ବାଇକ୍‌ରେ ଫେରୁଥିବାବେଳେ ଭାରସାମ୍ୟ ହରାଇ କାନ୍ଦୁଲଭଜା ବ୍ରିଜ ତଳକୁ ଖସି ପଡ଼ିଥିଲେ। ଏଥିରେ ତାଙ୍କ ମୁହଁ ଏବଂ ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ଘଟଣା ସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା। ଖବର ପାଇ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାନ୍ତ ବାର ନ ଖୋଲିବା ପାଇଁ ତେଜିଲା ଦାବି: ଅବକାରୀ ସେକ୍ରେଟାରୀଙ୍କ ନିକଟରେ ଅଭିଯୋଗ

କେସିଙ୍ଗା,୩।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ଓମ୍‌ ନଗର ପଡାରେ ନିଶାନ୍ତ ବାର ଖୋଲିବାକୁ ବହୁ ଚେଷ୍ଟା ଚାଲିଥିବାବେଳେ ଏହାକୁ ବିରୋଧ କରି କେସିଙ୍ଗା ସିଟିଜେନ…

ଭିତରେ ଶୋଇଥିଲେ ପରିବାର, ଲଗାଣ ବର୍ଷାରେ ଭାଙ୍ଗିଲା ଘର, ତା’ପରେ…

ରିଷିଡ଼ା,୩।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହଲ ପଞ୍ଚାୟତ ଅବୁଜବାହଲ ଗ୍ରାମର କଲୋନୀ ପଡାର ନିଳକଣ୍ଠ ଭୋଇଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ…

ଆସୁଛି ସବୁଠାରୁ ବଡ଼ ସଙ୍କଟ! ନୂଆ ଭବିଷ୍ୟବାଣୀକୁ ନେଇ ଥରହର ବିଶ୍ୱ

ବ୍ରାସିଲିଆ,୩।୮: ନିଜକୁ “ଜୀବନ୍ତ ନୋଷ୍ଟ୍ରାଡାମସ” କହୁଥିବା ୩୯ ବର୍ଷୀୟ ବ୍ରାଜିଲର ପାରାଲୋଜିଷ୍ଟ ଆଥୋସ ସାଲୋମ ଏକ ବଡ଼ ଦାବି କରିଛନ୍ତି। ତାଙ୍କ କହିବା ଅନୁଯାୟୀ, ୨୦୨୬ ପାଇଁ…

ଲିଭ୍-ଇନ୍ ପାର୍ଟନରଙ୍କୁ ମଧ୍ୟ ମିଳିବ ପତ୍ନୀଙ୍କ ଭଳି ଅଧିକାର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩।୮: ଲିଭ୍-ଇନରେ ରହୁଥିବା ପାର୍ଟନରକୁ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ସର୍ବୋଚ୍ଚ ଅଦାଲତ କହିଛନ୍ତି ଯେ, ଲିଭ୍-ଇନ୍ ସମ୍ପର୍କରେ ଥିବା ବ୍ୟକ୍ତି ନିଜ…

ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନ୍ସପେକ୍ଟର, ୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ

ସୁନ୍ଦରଗଡ଼/ବଡ ଗାଁ,୩।୮(ଜୟ ନାରାୟଣ ମେଣ୍ଡୁଳି/ ଅଶୋକ ଷଡ଼ଙ୍ଗୀ) : ସୁନ୍ଦରଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO)ର ଟ୍ରାଫିକ୍ ଇନ୍ସପେକ୍ଟରଙ୍କୁ ଧରିଛି ଓଡ଼ିଶା ଭିଜିଲାନ୍ସ ।ମୁକେଶ କୁମାର ମିଶ୍ର…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି, ଏହା ସହ ଗ୍ୟାଷ୍ଟ୍ରିକ ଓ କୋଷ୍ଠକାଠିନ୍ୟ ସମସ୍ୟାକୁ…

ଖଜୁରିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ଆମେ ବିଶେଷଭାବରେ ଜଳଖିଆରେ ବ୍ୟବହାର କରିଥାଉ। ଏହାକୁ ନିୟମିତ ଖାଇଲେ ହଜମ କ୍ରିୟା ଆହୁରି ସକ୍ରିୟ…

କାହିଁକି ଆଉ କିପରି ହୁଏ କିଡ୍‌ନୀ ଡାୟାଲିସିସ୍‌ ଜାଣନ୍ତୁ…

ଡାୟାଲିସିସ୍‌ ହେଉଛି ରାସାୟନିକ ଉପାଦାନଗୁଡ଼ିକର ଏକ ପୃଥକୀକରଣ ପଦ୍ଧତି। କିଡ୍‌ନୀଦ୍ୱୟ କାମ କରିବା ପାଇଁ ଅକ୍ଷମ ହୋଇ ପଡ଼ିଲେ ଡାୟାଲିସିସ୍‌ ପଦ୍ଧତିଟି କିଡ୍‌ନୀ ଭଳି ରକ୍ତ ଛାଣିବା…

ଓଡ଼ିଶା ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା, ତଦନ୍ତ କରିବ କ୍ରାଇମବ୍ରାଞ୍ଚ

କଟକ,୩।୮(ପ୍ରଭୁକଲ୍ୟାଣ ପାଲ୍): ଏମକେସିଜି ମେଡିକାଲ କଲେଜର ପିଜି ଶେଷ ବର୍ଷ ପରୀକ୍ଷା ସମୟରେ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା । ଏହି ମାମାଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri