ଶୌଚ ହେବାକୁ ଯାଇ ଆଉ ଫେରିଲେନି ଢାବା କର୍ମଚାରୀ

ପାଟଣା,୨୨।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ମୁମ୍ବାଇ- କୋଲକାତା ଜାତୀୟ ରାଜପଥର ହାତିବାରୀ ନିକଟରେ ବୁଧବାର ଅଜଣା ଟ୍ରକ୍‌ ଧକ୍କାରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ତୁରୁମୁଙ୍ଗା ଥାନା ଯାମଦା ଗ୍ରାମର ସନ୍ତୋଷ ନାଏକ।
ସୂଚନାଯୋଗ୍ୟ, ସନ୍ତୋଷ ତୁରୁମୁଙ୍ଗାର ହାତୀବାରୀଠାରେ ଥିବା ଏକ ଢାବାରେ ମିସ୍ତ୍ରୀ ଭାବେ କାମ କରୁଥିଲେ। ସକାଳୁ ଶୌଚ ହେବାକୁ ଯାଉଥିବା ସମୟରେ ଏକ ଟ୍ରକ୍‌ ଧକ୍କା ଦେଇଥିଲା। ଦୁର୍ଘଟଣା ଘଟାଇ ଟ୍ରକ୍‌ଟି ଫେରାର ହୋଇଯାଇଛି। ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବ୍ୟବଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୋରଙ୍କ ପାଇଁ ଦୁର୍ଘଟଣା : ୩ ମୃତ

ହେମଗିର,୨।୫(ଡି.ଏନ୍‌.ଏ.): ଚୋରଙ୍କ ପାଇଁ ଦୁର୍ଘଟଣା । ଦୁର୍ଘଟଣାରେ ଜଣେ ଚୋର ସମେତ ୩ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ଅନ୍ୟ ଦୁଇ ଜଣ ରାସ୍ତା ନିର୍ମମାଣକାରୀ...

ଟିକ୍‌ଟକ୍‌ ଶୁଟିଂ ବେଳେ ଦୁର୍ଘଟଣା : ଭିଣୋଇ ମୃତ, ଶାଳକ ଗୁରୁତର

ବ୍ରହ୍ମପୁର ଅଫିସ,୧୬ା୧-୧୬ନଂ. ଜାତୀୟ ରାଜପଥ ଖଜୁରିଆ ବାଇପାସ ନିକଟରେ ବୁଧବାର ସନ୍ଧ୍ୟାରେ ଟିକ୍‌ଟକ୍‌ ଶୁଟିଂ କରୁଥିବା ବେଳେ ଦୁର୍ଘଟଣା ଘଟିଛି। ବାଇକ୍‌ରେ ବସି ୨ ଜଣ...

‘୨୦୨୩ ଡିସେମ୍ବରରେ ସରିବ କାନପୁର ଡ୍ୟାମ୍‌ କାମ’

ଯୋଡ଼ା/କେନ୍ଦୁଝର,୨୩।୪ (ଡି.ଏନ.ଏ./ସ୍ବ.ପ୍ର.) ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ କେନ୍ଦୁଝର ଜିଲାର କାନ୍‌ପୁର ଜଳସେଚନ ଡ୍ୟାମ୍‌ର ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ ହୋଇଛି। ୨୦୨୩ ଡିସେମ୍ବର ସୁଦ୍ଧା ଡ୍ୟାମ୍‌ ନିର୍ମାଣ କାର୍ଯ୍ୟ...

ହାଇଓ୍ବା-ବାଇକ୍‌ ମୁହାଁମୁହିଁ: ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ହିଞ୍ଜିଳିକାଟୁ,୧୮ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପିତ୍ତଳ ଛକ ଜାତୀୟ ରାଜପଥ ନଂ ୫୯ରେ ଶନିବାର ଅପରାହ୍ନରେ ହାଇଓ୍ବା ସହ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ...

ସୁରଟରୁ ୫୦ପ୍ରବାସୀଙ୍କୁ ଗଞ୍ଜାମ ଆଣି ଆସୁଥିବା ବସ୍‌ ନାଗପୁରରେ ଓଲଟିଲା: ୨ ଆହତ

ଛତ୍ରପୁର/ପୁରୁଷୋତ୍ତମପୁର,୩ା୫(ଡି.ଏନ୍‌.ଏ.): ସୁରଟରୁ ୫୦ ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ଗଞ୍ଜାମ ଆସୁଥିବା ବସ୍‌ ରବିବାର ସକାଳେ ମହାରାଷ୍ଟ୍ରର ନାଗପୁରଠାରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ...

ମେଡିକାଲରୁ ଉଭାନ ରୋଗୀଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର,୧୪।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାର ମେଡିସିନ (ପୁରୁଷ) ଓ୍ବାର୍ଡରୁ ବୁଧବାର ରାତିରେ ନିଖୋଜ ହୋଇଯାଇଥିବା ଜଣେ ରୋଗୀଙ୍କ ମୃତଦେହ ମେଡିକାଲଠାରୁ ପ୍ରାୟ ଅଧ କିଲୋମିଟର...

କୁଆଖାଇ ନଦୀବନ୍ଧ ସଂଲଗ୍ନ ରାସ୍ତା ଜବରଦଖଲକୁ ବିରୋଧ: ହାଇକୋର୍ଟରେ ଜନସ୍ବାର୍ଥ ମାମଲ

କଟକ ଅଫିସ, ୨୧ା୯: କୁଆଖାଇ ନଦୀବନ୍ଧ ସଂଲଗ୍ନ ମଞ୍ଚେଶ୍ୱରଠାରୁ କାନପୁର ରାସ୍ତାର ଦକ୍ଷିଣ ପାର୍ଶ୍ୱକୁ ବେଆଇନ ଭାବେ ଜବରଦଖଲ କରାଯାଇଛି। ଏହାକୁ ବିରୋଧ କରି ଶୁକ୍ରବାର...

ବାରିମୂଳ ଆଶ୍ରମରେ ଇଡିର ନୋଟିସ, ଜବତ ଜମିରେ ସର୍ବସାଧାରଣଙ୍କ ଯାତାୟାତ ମନା

କେନ୍ଦ୍ରାପଡ଼ା ଅଫିସ/ଡେରାବିଶ, ୨୮।୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ବାରିମୂଳ ଆଶ୍ରମ ମୁଖ୍ୟ ସାରଥି ଓରଫ ସନ୍ତୋଷ ରାଉଳ ଗତ ୨୫ ତାରିଖରେ ଜେଲରୁ ସର୍ତ୍ତମୂଳକ ଜାମିନ୍‌ରେ ମୁକୁଳିଛନ୍ତି।...

Advertisement
Archives

Model This Week