ଶୌଚ ହେବାକୁ ଯାଇ ଆଉ ଫେରିଲେନି ଢାବା କର୍ମଚାରୀ

ପାଟଣା,୨୨।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ମୁମ୍ବାଇ- କୋଲକାତା ଜାତୀୟ ରାଜପଥର ହାତିବାରୀ ନିକଟରେ ବୁଧବାର ଅଜଣା ଟ୍ରକ୍‌ ଧକ୍କାରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ତୁରୁମୁଙ୍ଗା ଥାନା ଯାମଦା ଗ୍ରାମର ସନ୍ତୋଷ ନାଏକ।
ସୂଚନାଯୋଗ୍ୟ, ସନ୍ତୋଷ ତୁରୁମୁଙ୍ଗାର ହାତୀବାରୀଠାରେ ଥିବା ଏକ ଢାବାରେ ମିସ୍ତ୍ରୀ ଭାବେ କାମ କରୁଥିଲେ। ସକାଳୁ ଶୌଚ ହେବାକୁ ଯାଉଥିବା ସମୟରେ ଏକ ଟ୍ରକ୍‌ ଧକ୍କା ଦେଇଥିଲା। ଦୁର୍ଘଟଣା ଘଟାଇ ଟ୍ରକ୍‌ଟି ଫେରାର ହୋଇଯାଇଛି। ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବ୍ୟବଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଶୀତ କମିଲା: ତାପମାତ୍ରା ୧୨ ଡିଗ୍ରୀ, ଘନ କୁହୁଡ଼ି

ଦାରିଙ୍ଗବାଡ଼ି,୨୦।୧୧(ଡି.ଏନ୍‌.ଏ)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଳକ ଅଞ୍ଚଳରେ ଗତ ୩ ଦିନ ହେଲା ତାପମାତ୍ରା ୯.୫ରୁ ବୃଦ୍ଧି ପାଇ ୧୨ ଡିଗ୍ରୀରେ ରହିଛି। ଫଳରେ ଶୀତ...

ବେଆଇନ ଜମିରେ ନିର୍ମିତ ହୋଇଛି ନବୀନ ନିବାସ

ବ୍ରହ୍ମପୁର ଅଫିସ୍‌,୨୯ା୪-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସସ୍ଥାନ ନବୀନ ନିବାସ ଜମିକୁ ନେଇ ବିବାଦ ଦେଖାଦେଇଛି। ଭାରତୀୟ ବିକାଶ ପରିଷଦ ପକ୍ଷରୁ ରାଜ୍ୟ ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ...

ଗଞ୍ଜେଇ ବୋଝେଇ ପିକ୍‌ଅପ୍‌ ଜବତ: ଡ୍ରାଇଭର ଗିରଫ

କଣ୍ଟାମାଳ ,୨୭।୮(ଡି.ଏନ୍‌.ଏ.) : ବୌଦ୍ଧ ଜିଲା କଣ୍ଟାମାଳ ଥାନା ବୋରିଗୁଭା ଛକରେ ମଙ୍ଗଳବାର ଏକ ଗଞ୍ଜେଇ ବୋଝେଇ ପିକ୍‌ଅପ ଭ୍ୟାନକୁ ପୋଲିସ ଜବତ କରିଛିି। ଗାଡ଼ି...

ଶିକ୍ଷୟିତ୍ରୀଙ୍କୁ ହାଣିଲେ ଦୁର୍ବୃତ୍ତ: ସ୍ବାମୀ, ଝିଅ ଗୁରୁତର

ଧର୍ମଶାଳା,୬ା୭(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ମିର୍ଜାପୁର ପଞ୍ଚାୟତ ସାରଙ୍ଗକିରଣ ଗାଁରେ ରବିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଜଣେ ଶିକ୍ଷୟିତ୍ରୀଙ୍କୁ ହତ୍ୟା କରିବା ସହ ତାଙ୍କ...

ଧୂପକାଠି ଫ୍ୟାକ୍ଟ୍ରି ନାଁରେ ୩ ଲକ୍ଷ ଠକେଇ

ଦିଗପହଣ୍ଡି,୨୦ା୯(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ବମକେଇ ଗଁାରେ ଧୂପକାଠି ଫ୍ୟାକ୍ଟ୍ରି ପ୍ରତିଷ୍ଠା କରାଇ ଦେବା ନଁାରେ ଜଗନ୍ନାଥ ପ୍ରଧାନଙ୍କଠାରୁ ବ୍ରହ୍ମପୁର ସହରର ଜଣେ ବ୍ୟକ୍ତି ପ୍ରାୟ ୩...

ଗେଷ୍ଟ୍‌ ହାଉସ୍‌ରୁ ୨ ଚୋରଙ୍କୁ ଧରିଲା ପୋଲିସ

ଧାମନଗର,୧୦।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗରସ୍ଥିତ ଖାନକା ପରିସରରେ ଥିବା ଏକ ଗେଷ୍ଟ୍‌ହାଉସ୍‌ରେ ୧୦ଦିନ ଧରି ରହିଆସୁଥିବା ଦୁଇ ଚାଉଳ ଚୋରଙ୍କୁ ଝାରସୁଗୁଡ଼ା ଆର୍‌ପିଏଫ୍‌ ପୋଲିସ ସୋମବାର...

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଗୋଟିଏ ପରିବାରର ୩ ଜୀବନ

ତିର୍ତ୍ତୋଲ, ୬ା୧୦(ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲାରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ତିର୍ତ୍ତୋଲ ଥାନା ବଣିତୋ ଗଁ।ରେ ବିଦ୍ୟୁତ୍‌ ଆଘାତରେ ଗୋଟିଏ ପରିବାରର ୩ ଜଣଙ୍କ...

ପାଗ ବିଗାଡ଼ିଦେଲା ବିଜ୍ଞାନ କେନ୍ଦ୍ରର ସବୁ ଆୟୋଜନ: ସୂର୍ଯ୍ୟୋପରାଗ ଦେଖିବାରୁ ଛାତ୍ରୀଛାତ୍ର ବଞ୍ଚିତ

ଢେଙ୍କାନାଳ ଅଫିସ,୨୭ା୧୨- ଢେଙ୍କାନାଳ ଜିଲା ବିଜ୍ଞାନକେନ୍ଦ୍ରରେ ସମସ୍ତ ବ୍ୟବସ୍ଥା ସତ୍ତ୍ୱେ ଗୁରୁବାର ମେଘୁଆପାଗ ଯୋଗୁ ଆସିଥିବା ସ୍କୁଲ, କଲେଜ ଛାତ୍ରୀଛାତ୍ର ଟେଲିସ୍କୋପ୍‌ ଯୋଗେ ସୂର୍ଯ୍ୟୋପରାଗ ଦେଖିବାରୁ...

Advertisement
Archives

Model This Week