ମା’ଙ୍କୁ ନେଇ ଘଟଗାଁ ତାରିଣୀଙ୍କ ଦର୍ଶନ ପାଇଁ ଯାଇଥିଲେ: ପୁଅ ଆଖି ଆଗରେ ଚାଲିଗଲା ମା’ଙ୍କ ଜୀବନ

ଆନନ୍ଦପୁର,୧୩।୧(ସୁଶାନ୍ତ କୁମାର ସାହୁ): ୨୦ ନଂ ଜାତୀୟ ରାଜପଥ ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ଖଲଣା ଛକ ନିକଟରେ ମଙ୍ଗଳବାର ଦୁର୍ଘଟଣାରେ ଜଣେ ମହିଳାଙ୍କ ମତ୍ୟୁ ଘଟିଛି। ମୃତ ମହିଳା (ଝରଣା ସାହୁ )ଙ୍କ ଘର ଯାଜପୁର ଜିଲା ପାଣିକୋଇଲି ବଡ଼ଚଣା ଅଞ୍ଚଳରେ ବୋଲି ଜଣା ପଡ଼ିଛି। ସେ ତାଙ୍କ ପୁଅ ସହ ବାଇକ୍‌ରେ ଆସି ମା ତାରିଣୀଙ୍କ ଦର୍ଶନ ସାରି ଫେରୁଥିଲେ। ହଟାତ୍‌ ବାଇକରୁ ଖସି ପଡ଼ିଯିବା ପରେ ପଛପଟୁ ଆସୁଥିବା ଏକ ଟ୍ରକଟି ଚଢ଼ି ଯାଇଥିଲା। ସଙ୍ଗେ ସଙ୍ଗେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଘଟଣା ସ୍ଥଳରେ ସାଇଁକୂଳ ଫାଣ୍ଡି କର୍ମଚାରୀ ସୁରେଶ କୁମାର ମାଝୀ ପହଞ୍ଚି ଟ୍ରକ ଟିକୁ ଜବଦ କରି ରାମଚନ୍ଦ୍ର ପୁର ପୋଲିସକୁ ଜିମା ଦେଇଥିବା ବେଳେ ରାମଚନ୍ଦ୍ରପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣା ପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖାମେନେଇଙ୍କ ସମର୍ଥନରେ ଟ୍ରମ୍ପ-ନେତାନ୍ୟାହୁଙ୍କ ପୋଷ୍ଟର ଜାଳିଲେ ମେହବୁବା ମୁଫତି

ନୂଆଦିଲ୍ଲୀ,୪।୩: ଭାରତରେ ଅନେକ ମୁସଲିମ ସଂଗଠନ ଏବଂ ରାଜନୈତିକ ଦଳ ଇରାନ ଉପରେ ଇସ୍ରାଏଲୀ ଏବଂ ଆମେରିକୀୟ ଆକ୍ରମଣର ପ୍ରତିବାଦ କରୁଛନ୍ତି। ଦେଶର ବିଭିନ୍ନ ରାଜ୍ୟରେ ପ୍ରତିବାଦ…

ହୋଲିରେ ଅଘଟଣ, ଦୁଇ ବାଇକ ମୁହାଁମୁହିଁ ଧକ୍କାରେ….

ସୁନ୍ଦରଗଡ,୪।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଭଷ୍ମା ଥାନା ଅନ୍ତର୍ଗତ ଶରଧାପାଲି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ଅପରାହ୍ନରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା…

ହୁତୁହୁତୁ ହେଇ ଜଳୁଛି କୋରାପୁଟର ମାଉଣ୍ଟେନ ପାହାଡ଼

କୋରାପୁଟ,୪।୩(ଅମିତାଭ ବେହେରା ): ବୁଧବାର ଅପରାହ୍ନରେ କୋରାପୁଟ ସହରର ଉପକଣ୍ଠରେ ଥିବା ମାଉଣ୍ଟେନ ପାହାଡ଼ରେ ନିଆଁ । ହୁତୁହୁତୁ ହୋଇ ଜଳୁଥିବା ବେଳେ କେହି ନିଆଁ ଲଗାଇ…

ଇରାନର ପରବର୍ତ୍ତୀ ସର୍ବୋଚ୍ଚ ନେତାଙ୍କୁ ଇସ୍ରାଏଲର ହତ୍ୟା ଧମକ, ପଦ ସମ୍ଭାଳିବା ପୂର୍ବରୁ ଟାର୍ଗେଟ

ନୂଆଦିଲ୍ଲୀ,୪।୩:ଆମେରିକା-ଇସ୍ରାଏଲ ଆକ୍ରମଣରେ ପ୍ରାଣ ହରାଇଥିବା ଅଲି ଖାମେନେଇଙ୍କ ପୁଅ ମୋଜତାବା ଖାମେନେଇ ପରବର୍ତ୍ତୀ ସର୍ବୋଚ୍ଚ ନେତା ହେବାକୁ ଯାଉଛନ୍ତି। ତେବେ ଏହା ପରେ ବର୍ତ୍ତମାନ ତାଙ୍କୁ ହତ୍ୟା…

ସେମିଫାଇନାଲ୍‌ ପୂର୍ବରୁ ସିଦ୍ଧିବିନାୟକଙ୍କ ଶରଣ ପଶିଲେ ଭାରତୀୟ ଖେଳାଳି

ମୁମ୍ବାଇ,୪।୩: ୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ ମ୍ୟାଚ ପୂର୍ବରୁ, ଭାରତୀୟ କ୍ରିକେଟ ଦଳର କିଛି ଖେଳାଳି ମୁମ୍ବାଇର ପ୍ରସିଦ୍ଧ ସିଦ୍ଧିବିନାୟକ ମନ୍ଦିରକୁ ଆଶୀର୍ବାଦ ନେବାକୁ ଯାଇଥିଲେ। ମାର୍ଚ୍ଚ…

ଇରାନର ଧମକ ପରେ ଟ୍ରମ୍ପଙ୍କ ପାଲଟା ଆକ୍ରମଣ, ହୋର୍ମୁଜକୁ ନେଇ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୪।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଜାରି ରହିଛି । ଏହି ସମୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ହୋର୍ମୁଜ୍ ଷ୍ଟ୍ରେଟକୁ ବନ୍ଦ କରିବାର ଧମକ ସମ୍ପର୍କରେ ଏକ…

ଜଳିଲା କାଏମା ପାହାଡ: ନିଆଁ ଲଗାଇ ଚାଲିଗଲେ ଦୃର୍ବୁତ୍ତ ବନ ବିଭାଗର ଦାୟିତ୍ୱ ଉପରେ ଉଠିଲା ପ୍ରଶ

ଧର୍ମଶାଳା,୪।୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକର ଐତିହାସିକ କାଏମା ପାହାଡରେ କେହି ଦୃର୍ବୁତ୍ତ ନିଆଁ ଲଗାଇ ଦେବା ଫଳରେ ଦୀର୍ଘ ସମୟ ଧରି ପାହାଡରେ…

ରକ୍ତରେ ହୋଲି ଖେଳିଲେ ସ୍ବାମୀ, ପ୍ରେମିକ ସହ ରହୁଥିବା ବେଳେ ସ୍ତ୍ରୀକୁ ହାଣି ହତ୍ୟା

ଲକ୍ଷ୍ନୌ,୪।୩: ଉତ୍ତର ପ୍ରଦେଶର ଶାହଜାହାନପୁର ଜିଲାରେ ଜଣେ ସ୍ୱାମୀ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି । ପ୍ରେମିକ ସହିତ ରହୁଥିବା ବେଳେ ସ୍ବାମୀ ଯାଇ ହତ୍ୟା କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri