ମା’ର ଆଖି ଆଗରେ ଝିଅକୁ ଚାପି ଦେଲା ବସ୍‌,

ଭୁବନେଶ୍ବର ୧୨।୨: ରାସ୍ତା ପାର ହେଉଥିବା ବେଳେ ଯୁବତୀଙ୍କୁ ଚାପିଦେଲା ବସ୍‌। ଏଭଳି ଅଭାବନୀୟ ଘଟଣାଘଟିଛି ଭୁବନେଶ୍ବର ଖଣ୍ଡଗିରି ଛକ ନିକଟରେ। ଘଟଣାସ୍ଥଳରେ ଯୁବତୀଙ୍କ ମୃତ୍ୟୁ ଘଟିଛି ।

ସୂଚନାଯୋଗ୍ୟ, ଭୁବନେଶ୍ବର ଖଣ୍ଡଗିରି ଛକ ନିକଟରେ ମା-ଝିଅ ରାସ୍ତା ପାର ହେଉଥିବା ବେଳେ ଏକ ବାଇକ୍‌ ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଯୁବତୀ ଜଣଙ୍କ ରାସ୍ତାରେ ତଳେ ପଡିଯାଇଥିଲେ । ସେହି ସମୟରେ ଆସୁଥିବା ଏକ ସ୍କୁଲ ବସ୍‌ ଯୁବତୀଙ୍କ ଉପରେ ଚଢିଯାଇଥିଲା । ଦୁର୍ଘଟଣାସ୍ଥଳରେ ଝିଅଙ୍କ ମୃତ୍ୟୁ ଘଟିଛି । ଘଟଣାସ୍ଥଳରେ ଖଣ୍ଡଗିରି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା ମଣ୍ଡପରେ ପୂର୍ବତନ ବିଧାୟକ, ଯୁବଗୋଷ୍ଠୀଙ୍କୁ ଭେଟି…

ଗଞ୍ଜାମ,୧୭ା୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସାହିରେ ଧୂମ୍‌ଧାମରେ ଚାଲିଛି ଅଗ୍ର୍ୟ ପୂଜ୍ୟ ଗଜାନନଙ୍କ ପୂଜା। ଆକର୍ଷଣୀୟ ମେଢ଼ ଅତ୍ୟାଧୁନିକ ଆଲୋକ ମାଳାରେ ସହର ଝଲସି ଉଠୁଛି।…

ହୃଦ୍‌ଘାତରେ ଚାଲିଗଲା ପୂର୍ବତନ ସରପଞ୍ଚଙ୍କ ଜୀବନ

ଭବାନୀପାଟଣା,୧୭ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ରାଜପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଶିବ ପ୍ରସାଦ ଭୋଇ (୬୩)ଙ୍କ ବୁଧବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ନିଜ…

ଝଡ଼ବାତ୍ୟାକୁ ରୋକିବ ଲୁଣା ହେନ୍ତାଳ ଜଙ୍ଗଲ, ୧୯୯୯ ମହାବାତ୍ୟାରେ…

ମହାକାଳପଡ଼ା,୧୭ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗର ଉପକୂଳ କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟ ଅଞ୍ଚଳ ଭାବେ ଜଣାଶୁଣା। ଏହି ଉପକୂଳବର୍ତ୍ତୀ ନଦୀ ସମୁଦ୍ର ଧାରେ ଧାରେ ପ୍ରାକୃତିକ…

ଫୁଲ ତୋଳିବାକୁ ଯାଇଥିଲେ ଆଦିତ୍ୟ, ଛାତରୁ ଖସି ଚାଲିଗଲା ଜୀବନ

ନୀଳଗିରି,୧୭।୯(ପ୍ରଶାନ୍ତ କୁମାର ବିଶ୍ବାଳ): ପୂଜା ପାଇଁ ଫୁଲ ତୋଳିବାକୁ ଯାଇଥିବା ବେଳେ ଘଟିଗଲା ଏକ ବଡ ଅଘଟଣ । ଛାତ ଉପରୁ ଖସିପଡ଼ି ଚାଲିଗଲା ଜୀବନ। ବାଲେଶ୍ୱର…

ପିଏମ ମୋଦିଙ୍କ ଜନ୍ମଦିନରେ ରାହୁଲଙ୍କ ଶୁଭେଚ୍ଛା, ବିଜୟ କହିଲେ- ମଜବୁତ ଭାରତ ପାଇଁ…

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ବିଭିନ୍ନ ରାଜନୈତିକ ନେତାଙ୍କ ପକ୍ଷରୁ ଶୁଭେଚ୍ଛାର ସୁଅ ଛୁଟିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ୍ସରେ ପୋଷ୍ଟ…

୧୦୦% ଟାରିଫ ଧମକରେ ନଇଁବନି ଭାରତ! ଟ୍ରମ୍ପଙ୍କୁ ଦେଲା କଡ଼ା ଜବାବ, କହିଲା…

ନୂଆଦିଲ୍ଲୀ, ୧୭।୯: ରୁଷିଆ ଓ ଇରାନ ବିରୋଧରେ ନୂଆ ପ୍ରତିବନ୍ଧକ ବ୍ୟବସ୍ଥା ସମ୍ପର୍କିତ ଆମେରିକୀୟ ଆଇନକୁ ନେଇ ଭାରତ ସତର୍କ ନଜର ରଖିଛି। ଆମେରିକାର ସଂସଦରେ ଏ…

ଏସିଆ କପ୍‌ ପରେ ହଠାତ୍‌ ଇସ୍ତଫା ଦେଲେ ଅଧିନାୟକ, ନିଷ୍ପତ୍ତିରେ ବୋର୍ଡ ଚକିତ

ଢାକା: ବାଂଲାଦେଶ ମହିଳା କ୍ରିକେଟ ଦଳରେ ହଠାତ୍‌ ହଲଚଲ ସୃଷ୍ଟି ହୋଇଛି। ଏସିଆ କପ୍‌ ୨୦୨୬ ଶେଷ ହେବା ପରେ ନିଗାର ସୁଲତାନା ଟି-୨୦ ଦଳର ଅଧିନାୟକ…

ଗଜକେସରୀ ଯୋଗ: ଅକ୍ଟୋବର ଆରମ୍ଭରୁ ୩ ରାଶିକୁ ମିଳିବ ବମ୍ଫର ଫାଇଦା, ମାଲାମାଲ ହେବା ସହ ଚାକିରିରେ ବଡ଼ ପ୍ରମୋଶନ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗଜକେସରୀ ଯୋଗକୁ ଅତ୍ୟନ୍ତ ଶୁଭ ଓ ପ୍ରଭାବଶାଳୀ ଯୋଗ ଭାବେ ମାନ୍ୟତା ଦିଆଯାଏ। ଜ୍ୟୋତିଷୀୟ ବିଶ୍ୱାସ ଅନୁସାରେ, ଏହି ଯୋଗ ଶକ୍ତି, ମାନ-ସମ୍ମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?