ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, ମଙ୍ଗଳବାର ପଡିଆ ଗ୍ରାମର ବୃନ୍ଦାବନ ହନ୍ତାଳଙ୍କପୁଅ ସମୀର ହନ୍ତାଳ (୨୯) ଓ ଦଲ୍ଲୀପଲିମାଙ୍କ ପୁଅ ଦିପକ କୁମାର ଲିମା (୨୮) ଦୁହେଁ ଏକ ବାଇକ ନଂ. ଏପି ୩୧ ସିଏମ ୧୨୨୨ରେ କୌଣସି କାର୍ଯ୍ୟରେ କାଲିମେଳାଅଭିମୁଖେ ଯାଇଥିଲେ।  ଗ୍ରାମକୁ ଫେରୁଥିବା ସମୟରେ କାଲିମେଳାପଡିଆ ମଖ୍ୟରାସ୍ତା ପଡିଆ ନିକଟ କମାରଗୁଡା ଗ୍ରାମ ନିକଟରେ ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇ ଘଟଣାସ୍ଥଳରେ ପଡି ଯାଇଥିଲୋ।
ସ୍ଥାନୀୟଲୋକ ସେଠାରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା କରିଥିଲେ ମଧ୍ୟ ଘଟଣାସ୍ଥଳରେ ଉଭୟଙ୍କ ମତ୍ୟୁ ଘଟିଥିଲା। ଘଟଣା ସମ୍ପର୍କରେ ଖବରପାଇ ପଡିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚିି ଉଭୟଙ୍କ ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ  କାଲିମେଳା ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ। ଏ ସମ୍ବନ୍ଧରେ ଏକ ଦୁର୍ଘଟଣା ଜନିତ ମାମଲା ରୁଜୁ କରି ଏହାର ତଦନ୍ତ ଜାରି ରଖିଛନ୍ତିା  ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରା ଯିବ ବୋଲି ପଡିଆ ପୋଲିସ ପକ୍ଷରୁ ସୂଚନା ମିଳିଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri