ଭାରସାମ୍ୟ ହରାଇ ଖାଲରେ ପଡିଲା ବାଇକ୍‌: ଜଣେ ମୃତ ଜଣେ ଗୁରୁତର

ମାଲକାନଗରି,୧୮।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ସଦର ବ୍ଲକ କଲେଜ ଛକ ନିକଟରେ ଏକ ସଡକ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ବାଇକ୍‌ ଖାଲରେ ପଡିବାରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ଜଣକ କସାବାହାଲ ଗ୍ରାମର ସହଦେବ ଗୌଡ ହୋଇଥିବା ବେଳେ ଗୁରୁତର ଜଣକ ଧୁଙ୍ଗିଆପୁଟ ଗ୍ରାମର ଗଣପତି ନାୟକ ବୋଲି ସୁଚନା ମିଳିଛିା
ସୂଚନାଯୋଗ୍ୟ, ଏକ ସିଡି ଡିଲକ୍ସ ବାଇକରେ ଦୁଇଜଣ ଯାଉଥିବା ସମୟରେ ବ୍ଲକ ସଦର ମହକୁମା କଲେଜ ଛକ ନକଟରେ ବାଇକ୍‌ଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ସ୍ଥାନୀୟ ଲୋକେ ଗୁରୁତରଙ୍କୁୁ ମାଥିଲି ଚିକିତ୍ସାଳୟରେ ଭର୍ତ୍ତି କରିଥିବା ବେଳେ ଘଟଣାସ୍ଥଳରେ ହିଁ ଜଣଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟଜଣେ ଗୁରୁତରଙ୍କୁ କୋରାପୁଟ ସହୀଦ ଲଖ୍ମଣ ନାୟକ ମେଡିକାଲ କଲେଜକୁ ସ୍ଥାନାନ୍ତର କରା ଯାଇଛିା


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

କୋଇଡାରେ ଭୟଙ୍କର ଜଳପ୍ରଳୟ: କେର୍କେଟା ସାହିରେ ୫୦ରୁ ଉର୍ଦ୍ଧ୍ୱ ପରିବାର ଜଳବନ୍ଦୀ

ଟେନସା,୧୩ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ଓ୍ବାର୍ନିଂ (Red Warning) ଜାରି କରିଛି ପାଣିପାଗ ବିଭାଗ । ତେବେ…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri