ବୋଲେରୋ ଧକ୍କାରେ ସ୍କୁଟି ଆରୋହୀ ମୃତ: ରାଜପଥ ଅବରୋଧ

ପାଟଣା,୧୯।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ମୁମ୍ବାଇ- କୋଲକାତା ଜାତୀୟ ରାଜପଥ ନିହ୍ନୁଆଁ ଛକ ନିକଟରେ ବୁଧବାର ସକାଳେ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ସ୍କୁଟି ଆରୋହୀଙ୍କୁ ଧକ୍କା ଦେଇ ଫେରାର ହୋଇ ଯାଇଥିବା ବେଳେ ତାଙ୍କୁ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ପାଟଣା ବ୍ଲକ ତୁରୁମୁଙ୍ଗା ଗାଁର ନାଗେଶ୍ୱର ସାହୁ(୫୫)। ଉତ୍ତ୍ୟକ୍ତ ଲୋକେ ବ୍ୟାରିକେଡ, ହମ୍ବସ ନିର୍ମାଣ ସହ କ୍ଷତିପୂରଣ ଦାବିରେ ୪୯ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଫଳରେ ରାଜପଥର ଉଭୟ ପାର୍ଶ୍ୱରେ ଶହ ଶହ ସଂଖ୍ୟକ ଯାତ୍ରୀବାହୀ ବସ୍‌ ସମେତ ମାଲବାହୀ ଗାଡ଼ି ଅଟକି ରହିଛି। ଘଟଣାସ୍ଥଳରେ ତୁରୁମୁଙ୍ଗା ଥାନାଧିକାରୀ ମଦନମୋହନ ନାଏକ ସଦଳବଳ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ: କାଲିଠୁ ୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ଗଭୀର ଅବପାତ ମଙ୍ଗଳବାର ବାରିପଦାଠାରୁ ୧୦ କି.ମି.…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ…

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

ତାରାତାରିଣୀଙ୍କ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: ଓଡିଶାବାସୀଙ୍କ କଲେ ମଙ୍ଗଳକାମନା,ମନ୍ଦିରର ପୂର୍ଣ୍ଣାଙ୍ଗ ବିକାଶ ପାଇଁ…

ପୁରୁଷୋତ୍ତମପୁର, ୨୮।୭(ସବିତା ମିଶ୍ର): ରାଜ୍ୟ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ମଙ୍ଗଳବାର ରାତ୍ରିରେ ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଆରାଧ୍ୟାଦେବୀ ମା’…

ରେମାଳ ନଦୀର ପ୍ରଖର ସୁଅରେ ଭାସିଗଲେ ଯୁବତୀ: ମିଳୁନି ପତ୍ତା, କେଶଦୁରାପାଳ ଗାଁରେ ଶୋକାକୂଳ…

ଆନନ୍ଦପୁର, ୨୮।୭(ସୁଶାନ୍ତ କୁମାର ସାହୁ): ଲଗାଣ ବର୍ଷା ଯୋଗୁ ଫୁଲିଉଠିଥିବା ରେମାଳ ନଦୀରେ ଭାସିଯାଇ ଜଣେ ୨୫ ବର୍ଷୀୟା ଯୁବତୀ ନିଖୋଜ ହୋଇଯାଇଛନ୍ତି। ଘସିପୁରା ବ୍ଲକ୍ ଅନ୍ତର୍ଗତ…

ଲଗାଣ ବର୍ଷା ଯୋଗୁ ଭୁଶୁଡ଼ି ପଡ଼ିଲା ମାଟି କାନ୍ଥ, ଚାଲିଗଲା ୩ ବର୍ଷର ଶିଶୁପୁତ୍ର ଜୀବନ,ଶୋକାକୂଳ…

ରିଆମାଳ, ୨୮।୭(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ କଂସର ଫାଣ୍ଡି ଦୁଧିଆନାଳି ଗ୍ରାମପଞ୍ଚାୟତର ବେଲମୁଣ୍ଡା ଗ୍ରାମରେ ଲଗାଣ ବର୍ଷା ଯୋଗୁ ଘରର କାନ୍ଥ ପଡ଼ି…

ଲଗାଣ ବର୍ଷାରେ ଭାଙ୍ଗିଲା ଫାଫୁଡ଼ିଆ ନାଳ ପୋଲ, ଶାଳପଡ଼ା–ସରେଇଁ ଯାତାୟାତ ଠପ୍,…..

ଆନନ୍ଦପୁର/ବଞ୍ଚୋ ,୨୮।୭(ସୁଶାନ୍ତ କୁମାର ସାହୁ/ପ୍ରଦୋଷ ବିଶ୍ୱାଳ): ଗତ ଦୁଇ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ବନ୍ୟା ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri