ମାନସିକ ବିକାରଗ୍ରସ୍ତ ଯୁବକଙ୍କୁ ଧକ୍କା ଦେଲା ଟ୍ରକ୍‌

ପାଟଣା,୧୮।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର ପାଟଣା ବାଇପାସ ନିକଟରେ ଶୁକ୍ରବାର ପୂର୍ବାହ୍ନରେ ଦୁର୍ଘଟଣା ଘଟିଛି। ଏକ ୧୪ ଚକିଆ ଟ୍ରକ ଧକ୍କାରେ ଜଣେ ୧୯ ବର୍ଷୀୟ ମାନସିକ ବିକାରଗ୍ରସ୍ତ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି କପୁଣ୍ଡି ପଞ୍ଚାୟତ ଚୁଟିଆପଶି ଗ୍ରାମର କପିଳ ଦାସଙ୍କ ପୁଅ ସମିର ।
ସୂଚନା ଅନୁଯାୟୀ, ସମିର ରାସ୍ତା ପାର ହେଉଥିବା ବେଳେ ଢେଙ୍କିକୋଟ ପାର୍ଶ୍ୱରୁ କରଞ୍ଜିଆ ଆଡ଼କୁ ଯାଉଥିବା ଏକ ୧୪ ଚକିଆ ଟ୍ରକ ତାଙ୍କ ଉପରେ ଚଢି ଯାଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ସମିରଙ୍କ ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ଡ୍ରାଇଭର ଥାନାରେ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ପାଟଣା ଥାନାଧିକାରୀ ରାଜେନ୍ଦ୍ର ଓ୍ବାଇଁ ସଦଳବଳ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରିବା ସହ ମୃତ ଦେହକୁ ବ୍ୟବଚ୍ଛେଦ ପାଇଁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri