ପାଡୁଆରେ ଦୁର୍ଘଟଣା: ୪ ନାବାଳକଙ୍କ ଜୀବନଗଲା

କୋରାପୁଟ,୩।୭(ସ୍ବ.ପ୍ର.): କୋରାପୁଟ ଜିଲା ପାଡୁଆରେ ଗୁରବାର ବିଳମ୍ବିତ ରାତିରେ ଏକ ମୋଟରସାଇକେଲ ଦୁର୍ଘଟଣାରେ ୪ ନାବାଳକଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ସେମାନେ ହେଲେ କୃଷ୍ଣ ହନ୍ତାଳ(୧୪), ଶଶୀକାନ୍ତ ଖିଲ(୧୭), ପଙ୍କଜ ମହାନ୍ତି(୧୪), ଏସ୍‌ ଖରା (୧୪)
ମିଳିଥିବା ସୂଚନାନୁଯାୟୀ, ଉକ୍ତ ୪ ନାବାଳକ ବାଇକ୍‌ (ନଂ.ଏପି ୩୧ ଟିଡବ୍ଲ୍ୟୁ୯୨୭୨) ଯୋଗେ ପାଡୁଆ ଯାଉଥିବାବେଳେ ସ୍ଥାନୀୟ ପୁର୍ତ୍ତବିଭାଗର ଡାକବଙ୍ଗଳା ନିକଟରେ ବାଇକ୍‌ଟି ଭାରସାମ୍ୟ ହରାଇ ଖାଲ ମଧ୍ୟରୁ ଖସିପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ସମସ୍ତଙ୍କ ମୃତ୍ୟୁ ଘଟିଛି। ଖବରପାଇ ଶୁକ୍ରବାର ସକାଳେ ସ୍ଥାନୀୟ ପାଡୁଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ ପାଡୁଆ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିବାବେଳେ ଘଟଣା ସମ୍ପର୍କରେ ଅଧିକ ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

ଆସୁଛି ଆଉ ଏକ ଲଘୁଚାପ: ଆଜିଠୁ ସପ୍ତାହେ ଯାଏ ବର୍ଷା

ଭୁବନେଶ୍ୱର, ୨୧ା୮:ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା…

୧୬.୨ କୋଟିରେ ବିକ୍ରି ହେଲା ମହାତ୍ମା ଗାନ୍ଧୀଙ୍କ ହାତଲେଖା ପାଣ୍ଡୁଲିପି

ନୂଆଦିଲ୍ଲୀ,୨୧।୮(ପି.ଟି.): ସାଫ୍ରୋନ୍‌ଆର୍ଟ ନିଲାମୀ ପ୍ରତିଷ୍ଠାନ ପକ୍ଷରୁ ଆୟୋଜିତ ଏକ ନିଲାମୀରେ ମହାତ୍ମା ଗାନ୍ଧୀଙ୍କ ଦ୍ୱାରା ଲିଖିତ ୬୮୮ଟି ଆତ୍ମଚିନ୍ତନ ଓ ବିଚାର ସମ୍ପର୍କିତ ପାଣ୍ଡୁଲିପି ୧୬ କୋଟି…

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଥୁଆମୂଳ ରାମପୁରରେ ‘ୟୁଭିଏ’ର ସୌଜନ୍ୟମୂଳକ ସାକ୍ଷାତ: ଜେଏମ୍ଏଫ୍ସି ବିଚାରପତିଙ୍କ ସହ ସାମାଜିକ-ଆଇନଗତ ସମସ୍ୟା ଉପରେ…

ଥୁଆମୂଳ ରାମପୁର,୨୦।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଶିକ୍ଷାର ବିକାଶ, ସ୍କୁଲ ଡ୍ରପଆଉଟ୍ ସମସ୍ୟା, ସାମାଜିକ କୁସଂସ୍କାର ଏବଂ ସାଧାରଣ ଲୋକଙ୍କ ନିଶୁଳ୍କ ଆଇନଗତ…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri