ରାସ୍ତାରେ ଗଡ଼ିଲା ମାଛ ପେଟି

ଫୁଲନଖରା,୨୬।୪(ଡି.ଏନ.ଏ.): କଟକ-ଭୁବନେଶ୍ୱର ୧୬ ନଂ ଜାତୀୟ ରାଜପଥ ପାହାଳ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ ମାଛ ବୋଝଇ ଟ୍ରକ ଓଲଟି ପଡିଥିଲା। ଟ୍ରକଟି ଆନ୍ଧ୍ର ପ୍ରଦେଶରୁ ମାଛ ଆଣି କୋଲକାତା ଅଭିମୁଖେ ଯାଉଥିବା ସମୟରେ ପାହାଳ ନିକଟରେ ଓଲଟି ପଡିଥିଲା । ଫଳରେ ଗାଡ଼ିରେ ଥିବା ମାଛ ପେଟି ଗୁଡିକ ରାସ୍ତାରେ ବିଛାଡି ହୋଇ ପଡିଥିଲା। ଏହାକୁ ନେଇ କିଛି ସମୟ ଧରି ଜାତୀୟ ରାଜପଥରେ ଟ୍ରାଫିକ ସମସ୍ୟା ଦେଖାଦେଇଥିଲା ।ଖବର ପାଇ ଘଟଣାସ୍ଥଳରେ ଜାତୀୟ ରାଜପଥ ଟ୍ରାଫିକ ପୋଲିସ ପହଞ୍ଚି ଗାଡିଟିକୁ ରାସ୍ତାପାର୍ଶ୍ୱକୁ ନେବା ସହ ଟ୍ରାଫିକ ସମସ୍ୟା ଦୂର କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri