ପୂଜାଛୁଟି ପରେ  ଗାଡ଼ିରେ ସାଙ୍ଗକୁ ବସାଇ ସ୍କୁଲ ଯାଉଥିଲେ ନାବାଳକ: ପିଟିଦେଲା ବୋଲେରୋ

ତୁମୁଡିବନ୍ଧ,୨୧।୧୦(ଦୀପକ କୁମାର ପରା ସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧର ବାହାଲପଦା ଛକଠାରେ ସମୋବାର ପୂର୍ବାହ୍ନରେ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଓ ବାଇକ୍‌ ମୁହାଁ ମୁହିଁ ହେବା ଫଳରେ ୨ଜଣ ବାଇକ୍‌ ଅରୋହି ଗୁରୁତର ହୋଇଛନ୍ତି। ସେମାନଙ୍କୁ  ତୁମୁଡିବନ୍ଧ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଯାଇ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।
ସେମାନେ ହେଲେ କୋଟଗଡ ବ୍ଲକ ପକାରୀ ପଞ୍ଚାୟତର ସିଦୁର ପାଦେରି ଗ୍ରାମର ପିଣ୍ଟୁ ପ୍ରଧାନ(୧୫)ଓ ସଙ୍ଗୀତା ପ୍ରଧାନ(୧୩)।
ସୂଚନା ଅନୁସାରେ ପିଣ୍ଟୁ ଓ ସଙ୍ଗୀତା କୋଟଗଡ଼ ଉଚ୍ଚ ବିଦ୍ୟାଳୟରେ ପାଠ ପଢୁଛନ୍ତି। ଦଶହରା ଛୁଟି ସରିବା ପରେ ନିଜ ଘରୁ କୋଟଗଡ଼ ଉଚ୍ଚ ବିଦ୍ୟାଳୟକୁ ନିଜ କକା ମୋଟର ସାଇକେଲ ଓଡି-୧୨ଇ-୩୧୪୧ ରେ ଯାଉଥିବା ବେଳେ ତୁମୁଡିବନ୍ଧଠାରୁ ମୁନୀ ଗୁଡ଼ାକୁ ସଂଯୋଗ କରୁଥିବା ୫ନମ୍ବର ରାଜ୍ୟ ରାଜ ପଥର ବାହାଲ ପଦା ଛକଠାରେ ବାଇକକୁ ବୋଲେରୋ ପିଟିଥିଲାା। ଘଟଣାଳରେ ୩ଜଣ ବାଇକ ଅରୋହି ପଡ଼ିଯାଇଥିଲେ। ଛକରେ ଥିବା ଲୋକମାନେ ଦୌଡ଼ି ଯାଇ ଉଠାଇ ତୁମୁଡିବନ୍ଧ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ୩ ଜଣଙ୍କ ମଧ୍ୟରୁ ୨ଜଣ ଗୁରୁତର  ଆହତ ହେେଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ଅଗ୍ନିକାଣ୍ଡ: ଚାଲିଗଲା ୪ ଜୀବନ, ଗାଁରେ ଶୋକାକୁଳ

ଯାଜପୁର,୧୧।୮: ଦୀପାବଳିର ଆଲୋକରେ ସାରା ଦୁନିଆ ଝଲସୁଥିବା ବେଳେ ଯାଜପୁର ଜିଲା ବାଲିଚନ୍ଦ୍ରପୁର ଅଞ୍ଚଳରେ ଘଟିଛି ଏକ ଛାତିଥରା ଘଟଣା। ଏହା ସାରା ଅଞ୍ଚଳକୁ ସ୍ତବ୍ଧ କରିଦେଇଛି।…

ଦୀପାବଳି ପାଇଁ ଯାଉଥିଲେ ଗାଁକୁ, ବାଟରେ ଘଟିଲା ଦୁର୍ଘଟଣା, ଆଉ ତା’ପରେ…

ଦିଗପହଣ୍ଡି,୮।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ପଞ୍ଚାୟତ ଆଦିକନ୍ଦପୁର ଗ୍ରାମର ମନୋଜ କୁମାର ଗୌଡ଼ ନାମକ ଜଣେ ଯୁବକ ରବିବାର ଏକ ଅଟୋ…

ରାଷ୍ଟ୍ରପତି, ଉପରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି, ଦୀପାବଳିରେ ଦେଲେ…

ନୂଆଦିଲ୍ଲୀ,୮।୧୧: ଦୀପାବଳି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ…

ଦୀପାବଳିରେ କୁଡୁମି ସମାଜର ଗୋଠ ପୂଜା, ଧିଙ୍ଗୁଆନ ପର୍ବ

କାଳିଆପାଣି,୮।୧୧: ଦୀପାବଳି ଅବସରରେ କୁଡୁମି ସମାଜର ଗୋଠପୂଜା ଏବଂ ଧିଙ୍ଗୁଆନ ପର୍ବ ରବିବାର ଅନୁଷ୍ଠିତ ହୋଇଯାଇଛି । କୁଡୁମି ସମାଜ ନିଜ ପାରମ୍ପରିକ ରୀତି ନୀତିକୁ ବିଶ୍ୱାସ…

ମହିଳା କର୍ମଚାରୀଙ୍କୁ ଏହି ଗିଫ୍ଟ ଦେଲେ କେଏଲ୍‌ ରାହୁଲ, ଚାରିଆଡୁ ପ୍ରଶଂସା

ନୂଆଦିଲ୍ଲୀ,୮।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆରେ ବ୍ୟାଟିଂରେ ଚମତ୍କାର କରିବା ସହ ମଇଦାନ ବାହାରେ ନିଜର ମହାନତା ଦେଖାଇଛନ୍ତି ଭାରତୀୟ ୱିକେଟ୍‌କିପର ବ୍ୟାଟର କେଏଲ୍‌ ରାହୁଲ ।…

ମର୍ମନ୍ତୁଦ ଦୁର୍ଘଟଣା: ଦୀପାବଳିରେ ଲିଭିଗଲା ୩ ଜୀବନ

ନୟାଗଡ଼/ଦଶପଲ୍ଲା,୮।୧୧(ଲୋକନାଥ ମିଶ୍ର/ପ୍ରକାଶ ପାଣି): ଆଲୋକର ପର୍ବ ‘ଦୀପାବଳି’ ପାଇଁ ଗାଁରୁ ସହର ସବୁଠି ଉତ୍ସବମୁଖର। ଏହି ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ନୟାଗଡ଼…

ପେଟବ୍ୟଥା-ବାନ୍ତି….. ଦୀପାବଳିରେ ଗୁପଚୁପ ଖାଇ ୧୦୦ରୁ ଅଧିକ ଅସୁସ୍ଥ

ଲକ୍ଷ୍ନୌ,୮।୧୧: ଦୀପାବଳି ପର୍ବର ଖୁସି ଭିତରେ ଉତ୍ତରପ୍ରଦେଶର ସିଦ୍ଧାର୍ଥନଗର ଜିଲାରେ ଖାଦ୍ୟ ବିଷକ୍ରିୟାର ଏକ ବଡ଼ ଘଟଣା ସାମ୍ନାକୁ ଆସିଛି। ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ…

ରେଳ ଧାରଣାରେ ଦମ୍ପତିଙ୍କ ଝଗଡ଼ା ନେଲା ୩ ଜୀବନ, ବଞ୍ଚାଇବାକୁ ଯାଇ ଟ୍ରେନ୍‌ ଧକ୍କାରେ…

ଜୟପୁର,୮ା୧୧: ରାଜସ୍ଥାନର ବିକାନେର ଜିଲାରେ ରବିବାର ଏକ ଦୁଃଖଦ ରେଳ ଦୁର୍ଘଟଣା ଘଟିଛି । ରେଳ ଧାରଣାରେ ଝଗଡ଼ା କରୁଥିବା ଏକ ଦମ୍ପତିଙ୍କୁ ବଞ୍ଚାଇବାକୁ ଯାଇ ଟ୍ରେନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?