Posted inଜାତୀୟ

ମର୍ମନ୍ତୁଦ ଦୁର୍ଘଟଣା, ୮ ମୃତ

ଲକ୍ଷ୍ନୌ,୪।୧୦: ବାରଣାସୀର ସୁରହି ଗ୍ରାମରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର୍‌ ଏବଂ ଟ୍ରକ୍‌ ମଧ୍ୟରେ ଧକ୍କା ହେବା ଫଳରେ ୮ ଜଣଙ୍କର ମୃତ୍ୟୁ ହୋଇଛି। ସମସ୍ତ ମୃତକ ପିଲିଭିତ ବାସିନ୍ଦା ବୋଲି ଚିହ୍ନଟ କରାଯାଇଛି। ସୂଚନାନୁସାରେ, ସମସ୍ତେ ବାରଣାସୀକୁ ଦର୍ଶନ ଏବଂ ପୂଜା ପାଇଁ ଆସିଥିଲେ ଏବଂ ପୂଜା ସାରି ଘରକୁ ଫେରୁଥିଲେ। ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି।

ବାରାଣାସୀ-ଲକ୍ଷ୍ନୌ ରାଜପଥରେ ସୁରହି ଗ୍ରାମରେ ଦ୍ରୁତ ଗତିରେ ଯାଉଥିବା କାର୍‌ଟି ଏକ ଟ୍ରକ୍‌କୁ ଧକ୍କା ଦେଇଥିଲା। କାର୍‌ରେ ଥିବା ଲୋକ କାଶୀ ବିଶ୍ୱନାଥ ଦର୍ଶନ କରି ଫେରୁଥିଲେ। ଏହି ଘଟଣା ସକାଳ ପ୍ରାୟ ୪ଟା ବେଳେ ଘଟିଥିବା କୁହାଯାଉଛି। ସମସ୍ତଙ୍କ ପରିବାର ସଦସ୍ୟଙ୍କୁ ସୂଚନା ଦିଆଯାଇଛି। ତେବେ ଜଣେ ଆଠ ବର୍ଷର ଶିଶୁ ଏହି ଦୁର୍ଘଟଣାରୁ ବଞ୍ଚିଯାଇଛନ୍ତି। ଯାହାର ଅବସ୍ଥା ଗୁରୁତର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଏମ୍‌କେସିଜି ଚିକିତ୍ସକଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜର ସ୍ନାୟୁ ଶଲ୍ୟ ବିଭାଗ ମୁଖ୍ୟ ଚିକିତ୍ସକଙ୍କ ସମେତ ଅନ୍ୟସମସ୍ତ ଚିକିତ୍ସକଙ୍କୁ ଖେମୁଣ୍ଡି ଓକିଲ ସଂଘ…

କାଳବୈଶାଖୀ ତାଣ୍ଡବ: ଅନ୍ଧାରରେ ୪ଗାଁ

ଗଞ୍ଜାମ,୯।୬(ବିଦ୍ୟାଧର ସାହୁ): କାଳବୈଶାଖୀ ପ୍ରଭାବରେ ଝଡତୋଫାନ ଘଟି ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମରେ କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି। ଝଡ଼ତୋଫାନ ବର୍ଷା ଯୋଗୁ ଅଞ୍ଚଳର…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri