ଭୁବନେଶ୍ୱର କୋର୍ଟ ସାମ୍ମାରେ ଦୁର୍ଘଟଣା, ମହିଳାଙ୍କ ମୁଣ୍ଡ ଉପରେ ଚଢିଗଲା ଇନୋଭା

ଭୁବନେଶ୍ବର,୨୩।୨: ରାଜଧାନୀ ଭୁବନେଶ୍ବରରେ ସଡ଼କ ଦୁର୍ଘଟଣା । ମହିଳାଙ୍କୁ ଧକ୍କା ଦେଇ ମୁଣ୍ଡ ଉପରେ ଚଢି଼ଗଲା କାର୍ । ଭୁବନେଶ୍ୱର କୋର୍ଟ ସମ୍ମୁଖରେ ଏହି ଦୁର୍ଘଟଣା ହୋଇଛି । ମହିଳାଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ଇନୋଭା କାର୍ ଏହି ଦୁର୍ଘଟଣା ଘଟାଇଥିବା ଜଣାପଡିଛି । ତେବେ ଦୁର୍ଘଟଣା ପରେ କାର୍ ଘଟଣାସ୍ଥଳରୁ ଫେରାର ହୋଇଯାଇଛି ।

ସୂଚନା ଅନୁସାରେ, ମହିଳା ତାଙ୍କ ସ୍ୱାମୀ ଓ ଛୋଟ ପିଲାଙ୍କ ସହ ବାଇକରେ ଯାଇଥିଲା । ସେହି ସମୟରେ କୋର୍ଟ ସାମ୍ନାରେ ଗହଳି ରହିଥିଲା । ଏହି ସମୟରେ ଇନୋଭା କାର୍ ବାଇକକୁ ପଛପଟୁ ଧକ୍କା ଦେଇଥିଲା । ଫଳରେ ମହିଳାଜଣକ ତଳେ ପଡ଼ିଯାଇଥିଲେ । ଏହି ସମୟରେ ଇନୋଭା କାର୍ ତାଙ୍କ ମୁଣ୍ଡ ଉପରେ ଚଢ଼ି ଯାଇଥିଲା । ଏହାପରେ ଦ୍ରୁତଗତିରେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି ।

ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଯାଇଥିଲା । ତେବେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବା ପରେ ଜାମ୍ ହଟିଥିଲା । କେଉଁ ପରିସ୍ଥିତିରେ ଦୁର୍ଘଟଣା ଘଟିଲା ସେନେଇ ପୋଲିସ ତଦନ୍ତ ଆରମ୍ଭ କରିଛି ।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri