କାଲି ଯାଉଥିଲେ ୨ ସାଙ୍ଗ, ଆଜି ଜଣଙ୍କ ଆଖିଆଗରେ ଚାଲିଗଲେ ଆଉଜଣେ

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର ଗୋକର୍ଣ୍ଣପୁର ଗ୍ରାମ ନିକଟରେ ଶନିବାର ଅପରାହ୍ନରେ ଦୁର୍ଘଟଣା ଘଟିଥିଲା। ପିକଅପ ଭ୍ୟାନ (ନଂ. ଓଡ଼ି ୦୭ ଏଏସ ୨୮୫୭) ଧକ୍କାରେ ବ୍ରହ୍ମପୁର ସଦର ଥାନା ରୋହି ଗାଁର ସ୍କୁଟି ଚାଳକ ସନ୍ତୋଷ ସେଠୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଦିଗପହଣ୍ଡି ପୋଲିସ ଥାନା ମାମଲା (ନଂ.୪୮୫/୨୪) ଅନୁଯାୟୀ ରବିବାର ସକାଳେ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି। ଶନିବାର ଅପରାହ୍ନରେ ପିକଅପ ଭ୍ୟାନଟି ବିପରୀତ ଦିଗରୁ ଆସୁଥିବା ସ୍କୁଟି(ନଂ.ଓଡି ୦୭ ଏଏ – ୯୦୧୫) କୁ ଧକ୍କା ଦେବାରୁ ସ୍କୁଟିରେ ଯାଉଥିବା ସନ୍ତୋଷ ଏବଂ ତାଙ୍କ ସାଙ୍ଗ ରିଙ୍କୁ ଜେନା ଗୁରୁତର ଆହାତ ହୋଇଥିଲେ। ଉଭୟଙ୍କୁ ଉଦ୍ଧାର ପରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ପ୍ରାଥମିକ ଚିକିତ୍ସାପରେ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଉଭୟଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସନ୍ତୋଷଙ୍କ ମୃତ୍ୟୁ ଘଟିଥିଲା ମୃତଦେହ ଗାଁରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ମଧ୍ୟରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି। ପୋଲିସ ଦୁର୍ଘଟଣା ଗସ୍ତ ପିକଅପ ଭ୍ୟାନ ଏବଂ ସ୍କୁଟି କୁ ଜବତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri