ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ ଆସୁଥିବା ବେଳେ ବ୍ୟାଙ୍କ ଅଫ ବରୋଦା ଛକଠାରେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ ତାଙ୍କୁ ଧକ୍କା ଦେଇଥିଲା। ଯାହା ଫଳରେ ତାଙ୍କର ଆଣ୍ଠୁରେ ଗଭୀର ଆଘାତ ଲାଗିଥିଲା। ଖବରପାଇ ଚନ୍ଦାହାଣ୍ଡି ତହସିଲଦାର ସହଦେ କୁଟ୍ରୁକା ଏବଂ ତହସିଲ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରି ଚନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଡ଼ଃ ସୁକାନ୍ତ ସାହୁ ତାଙ୍କ ପ୍ରାଥମିକ ଚିକିତ୍ସା କରିବା ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ନା ଦକ୍ଷିଣ ଆଫ୍ରିକା T20ରେ କେଉଁ ଟିମ ଅଧିକ ମଜଭୁତ? ସୁପର ୮ ମୁକାବିଲା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ଉଭୟ ଲିଗ ପର୍ଯ୍ୟାୟରେ ସେମାନଙ୍କର ଚାରୋଟି ମ୍ୟାଚ ଜିତିବା ପରେ ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୬ ଟି୨୦ ବିଶ୍ୱକପର…

ଲାଇଭ୍‌ ଇଭେଣ୍ଟରେ ଖସିପଡ଼ିଲା ମୃଣାଳଙ୍କ କାନ ଝୁମୁକା: ଆଉ ତା’ପରେ…ଦେଖନ୍ତୁ Video

ଅଭିନେତ୍ରୀ ମୃଣାଲ ଠାକୁର ରୂପରେ ଯେମିତି, ଅଭିନୟରେ ବି ସେମିତି ନିପୂଣ। ଖୁବ୍‌ କମ୍‌ ଦିନରେ ସେ ଦର୍ଶକଙ୍କ ହୃଦୟରେ ରାଜ୍‌ କରିଛନ୍ତି। ସେ ଏବେ ବଲିଉଡ୍‌ର…

ବିବାହ ଭୋଜି ଖାଇ ଫେରିବାବେଳେ ଟ୍ରକ୍‌ ପଛରେ ପିଟିହେଲା କାର୍‌, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକଙ୍କ ସହ…

ଅନୁଗୋଳ,୨୧ା୨(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ମରାତିରା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ସୂଚନା…

IND vs SA ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ଲାଗିଲା ବଡ଼ ଝଟକା, ଆହତ ହେଲେ ଏହି ଖେଳାଳି

ନୂଆଦିଲ୍ଲୀ,୨୧।୨: ଲିଗ ପର୍ଯ୍ୟାୟରେ ସମସ୍ତ ଚାରୋଟି ମ୍ୟାଚ ଜିତି T20 World Cup 2026 ର ସୁପର ୮ପର୍ଯ୍ୟାୟରେ ପହଞ୍ଚିଥିବା ଟିମ ଇଣ୍ଡିଆ, ରବିବାର, ଫେବୃଆରୀ ୨୨ରେ…

ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ମିଳିଲା ୫୮ କେଜି ସୁନା, ଟଙ୍କା…

ଭୁବନେଶ୍ୱର,୨୧।୨: ଗତବର୍ଷ ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ୧୮ କୋଟି ୫୯ ଲକ୍ଷ ୨୩ ହଜାର ଟଙ୍କା ସଂଗ୍ରହ ହୋଇଥିଲା। ଏନେଇ ବିଧାନସଭାରେ ଆଇନ ମନ୍ତ୍ରୀ ପଥ୍ବୀରଜ ହରିଚନ୍ଦନଙ୍କ…

ଯନ୍ତ୍ରୀ-ଠିକାଦାର ମୁହାଁମୁହିଁ: ଜାତିଆଣ ଟିପ୍ପଣୀ ଧମକ ଦେଇ…

ବଲାଙ୍ଗୀର,୨୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାସ୍ତା ଓ କୋଠା ବିଭାଗ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରମାନେ ମୁହାଁମୁହିଁ ହୋଇଛନ୍ତି। ପରସ୍ପର ବିରୋଧରେ ଉଭୟ ପକ୍ଷ ଟାଉନ ଥାନାରେ…

ପାକିସ୍ତାନ କୋଚ ମଧ୍ୟ ବାବର ଆଜମଙ୍କୁ ଅପମାନିତ କଲେ? ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୨: ଶନିବାର ପାକିସ୍ତାନ କ୍ରିକେଟ ଦଳ ସୁପର ୮ରେ ନ୍ୟୁଜିଲାଣ୍ଡ ସହିତ ଖେଳୁଛି। ଦଳ ଗ୍ରୁପ ପର୍ଯ୍ୟାୟରେ ଚାରୋଟି ମ୍ୟାଚ ମଧ୍ୟରୁ ତିନୋଟିରେ ବିଜୟୀ ହୋଇଥିଲା, ତଥାପି…

ଅବକାରୀ ମନ୍ତ୍ରୀଙ୍କ ବଡ଼ ସୂଚନା: ଏଣିକି କାଚ ବୋତଲ ବଦଳରେ ମୋଟା କାଗଜ ଖୋଳରେ ମିଳିବ ମଦ

ଭୁବନେଶ୍ୱର,୨୧ା୨: ଶନିବାର ଗୃହରେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ସୂଚନା ଦେଇଛନ୍ତି। ସନାତନ ମହାକୁଡ଼ଙ୍କ ପ୍ରଶ୍ନର ଉତ୍ତରରେ ଅବକାରୀ ମନ୍ତ୍ରୀ ଉତ୍ତର ରଖି କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri