ବଲାଙ୍ଗୀର-ସୋନପୁର ରାସ୍ତାରେ ଦୁର୍ଘଟଣା: ବାଇକ ଆରୋହୀଙ୍କ ମୃତ୍ୟୁ, ରାସ୍ତାରୋକ

ବଲାଙ୍ଗୀର,୨୧।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସୋନପୁର ଏନଏଚ ୫୭ର ରଣ୍ଡା ଗ୍ରାମ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି। ପିକଅପ ଭ୍ୟାନର ଧକ୍କାରେ କୁଲେରବାହାଲି ଗ୍ରାମର ଯୁବକ ଜଗଦୀଶ ମଟାରିଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଦୁର୍ଘଟଣା ଘଟାଇ ପିକଅପ ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛି।ଘଟଣାକୁ ନେଇ ଉତ୍ତ୍ୟକ୍ତ ଲୋକେ କ୍ଷତିପୂରଣ ଦାବିରେ ରାସ୍ତାରୋକ କରିଛନ୍ତି। ପୁଇଁତଳା ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା ଜାରି ରଖିଥିବା ବେଳେ ତହସିଲଦାର ମଧ୍ୟ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ ପାଇଁ ଚେଷ୍ଟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ଜଳାଶୟ ମାଟି କାମକୁ ନେଇ କଂଗ୍ରେସ – ବିଜେଡି ମୁହାଁମୁହିଁ: ପୌର ପରିଷଦ ଅଧ୍ୟକ୍ଷା, କାଉନସିଲର ପହଞ୍ଚିବା ପରେ ହଙ୍ଗାମା

ବଲାଙ୍ଗୀର, ୬।୬( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର କରଙ୍ଗାକଟା ଓ ନରସିଂହ ବନ୍ଧ ଆଡିରେ ଶନିବାର ସକାଳେ କଂଗ୍ରେସ ଓ ବିଜେଡି ମୁହାଁମୁହିଁ ହୋଇଛନ୍ତି। ବିଜେଡି…

ଭୟଙ୍କର ଦୁର୍ଘଟଣା :ବସ୍ ସହ ଲୁହାପଥର ବୋଝେଇ ଟ୍ରେଲର ଧକ୍କା

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଯୋଡା ଥାନା ଅନ୍ତର୍ଗତ ଏନ୍‌ଏଚ୍–୫୨୦ର ଲହଣ୍ଡା ନିକଟସ୍ଥ ରେଳୱେ ଅଣ୍ଡରପାସ୍‌ରେ ଏକ ଟ୍ରେଲର ଓ ଯାତ୍ରୀବାହୀ ବସ୍‌ ମଧ୍ୟରେ ଧକ୍କା…

୭୯ ଥର ରକ୍ତଦାନ କରି ସୃଷ୍ଟି କଲେ ରେକର୍ଡ: ଜନ୍ମଦିନରେ ବଞ୍ଚାଇଲେ ଶିଶୁର ଜୀବନ

ଭଞ୍ଜନଗର, ୬।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳର ଜଣାଶୁଣା ରକ୍ତଦାତା ତଥା ସାମାଜିକ କର୍ମୀ ଜୟକୃଷ୍ଣ ପଟ୍ଟନାୟକ ୭୯ ଥର ରକ୍ତଦାନ କରି ଭଞ୍ଜନଗର…

SBI ପକ୍ଷରୁ ଟଙ୍କା ବଦଳ ମେଳା, ଚିରାଫଟା ନୋଟ୍‌ ଦେଇ ନେଇପାରିବେ ଏତିକି ଟଙ୍କା…

ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଷ୍ଟେଟ୍‌ବ୍ୟାଙ୍କ ଅଫ ଇଣ୍ଡିଆ ପକ୍ଷରୁ ଶନିବାର ବ୍ୟାଙ୍କ ସମ୍ମୁଖରେ କଏନ୍‌ ଏବଂ କାଗଜ ଟଙ୍କା ବଦଳ ମେଳା ଅନୁଷ୍ଠିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri