ଜନ୍ମଦିନ ପାଳନ କରିବାକୁ ଯାଉଥିବା ବେଳେ ଦୁର୍ଘଟଣା

କୋକସରା,୨୮ା୩(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ମାଝିଗୁଡା-କୋକସରା ରାସ୍ତାରେ ସୋମବାର ୩ଜଣ ଛାତ୍ରୀ ଏକ ସ୍କୁଟିରେ ଯାଉଥିବା ବେଳେ ଦୁର୍ଘଟଣା ଗ୍ରସ୍ତ ହୋଛନ୍ତି। ଫଳରେ ଜଣେ ଛାତ୍ରଙ୍କ ଗୋଡ ଭାଙ୍ଗି ଗୁରୁତର ହୋଇଛନ୍ତି।

ମିଳିଥିବା ସୂଚନା ମୁତାବକ, ସୋମବାର ଥିଲା ରୁପାଲିଙ୍କ ଜନ୍ମ ଦିନ। ଏନେଇ ରୁପାଲୀ ଏବଂ ସାଙ୍ଗ ତୁଳସୀ ନାଏକ ଓ ଲିପ୍ସା ନାଗ ଏକ ସ୍କୁଟିରେ ଜନ୍ମଦିନ ପାଳନ କରିବାକୁ ମାଝିଗୁଡ଼ା ଯାଉଥିଲେ। ସେତିକିବେଳେ କୋକସରା ଶିବମନ୍ଦିର ପାଖରେ ସ୍କୁଟିଟି ଭାରସାମ୍ୟ ହରାଇ ବୃଦ୍ଧ ଧନସାଇ ଚଣ୍ଡୀ(୬୫)ଙ୍କୁ ଧକ୍କା ଦେଇଥିଲା। ଫଳରେ ଧନସାଇ ମଧ୍ୟ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି କୋକସରା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଛାତ୍ରୀ ରୁପାଲୀଙ୍କ ଗୋ ଭାଙ୍ଗି ଯାଇଛି । ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ବର୍ଷ ହେଲା ଅନ୍ଧାରରେ ଛାତ୍ରାବାସ

ରାଇଘର, ୧୦।୨(ଡି.ଏନ୍‌.ଏ.): ଦୀର୍ଘ ଛଅ ବର୍ଷ ହେଲା ଅନ୍ଧାରରେ ରହୁଛନ୍ତି ଛାତ୍ର। ସେମାନଙ୍କ ପାଖରେ ପହଞ୍ଚି ନାହିଁ ପାଣି, ବିଦ୍ୟୁତ୍‌। ଏଭଳି ସମସ୍ୟା ଦେଖିବାକୁ ମିଳିଛି...

ବିଦ୍ୟାଳୟ ସମ୍ମୁଖରେ ମୁକୁଳା କୂଅ

ତେଲକୋଇ, ୨୭।୨(ଡି.ଏନ.ଏ.): କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅଧୀନରେ ପିଟାନାଳୀ ଠାରେ ଆଦର୍ଶ ବିଦ୍ୟାଳୟ ରହିଛି। ଏହି ବିଦ୍ୟାଳୟରେ ଷଷ୍ଠ ଶ୍ରେଣୀ ଠାରୁ ଦ୍ବାଦଶ ଶ୍ରେଣୀ...

କଟକରେ ଗଳାକାଟି ୩ ଜଣଙ୍କୁ ହତ୍ୟା ଘଟଣା: ନାରାୟଣଙ୍କୁ ଫସାଇ ଦେଇଛି ପୋଲିସ

ନୟାଗଡ଼ ଅଫିସ,୧।୮: କଟକ ସହରରେ ଗତ ୨୩ ଓ ୨୪ ତାରିଖରେ ଫୁଟ୍‌ପାଥ୍‌ରେ ଶୋଇଥିବା ୩ ଜଣ ଲୋକଙ୍କ ଗଳାକାଟିି ହତ୍ୟା ଘଟଣା ସାରା ରାଜ୍ୟରେ...

ଗ୍ୟାରେଜ ଭିତରକୁ ପଶିଗଲା ଟ୍ରକ୍‌, ଚାଳକ ଗୁରୁତର

ପାଟଣା,୨ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ନିହ୍ନୁଆ ଦେଇ ଯାଇଥିବା ୪୯ ନମ୍ବର ମୁମ୍ବାଇ-କୋଲକାତା ଜାତୀୟ ରାଜପଥ ନିହ୍ନୁଆଁ ଛକ ନିକଟରେ ଏକ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ...

କାଳବୈଶାଖୀ ଉଡ଼ାଇ ନେଲା ଛପର:ପଲିଥିନ୍‌ ତଳେ ବିତୁଛି ଜୀବନ

ଉମରକୋଟ, ୯।୬(ଡି.ଏନ୍‌.ଏ.):କାଳବୈଶାଖୀ ଉଡ଼ାଇ ନେଲା ଘର ଛପର। ପଲିଥିନ ତଳେ ମୁଣ୍ଡ ଗୁଞ୍ଜୁଛନ୍ତି ଚାରିପ୍ରାଣୀ। ପୂର୍ବରୁ ଆବାସ ଯୋଜନାରେ ଘରଟିଏ ପାଇଁ ବାରମ୍ବାର ଆବେଦନ କରିଥିଲେ...

ଟ୍ରାକ୍ଟର ଚକାତଳେ ଶ୍ରମିକଙ୍କ ଜୀବନଗଲା

ଦାରିଙ୍ଗବାଡ଼ି,୨୮।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡ଼ାବାଙ୍ଗା ପଞ୍ଚାୟତ ରାଜେନପାଙ୍ଗା ଗ୍ରାମ ନିକଟରେ ଏକ ଟ୍ରାକ୍ଟର ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ଜଣକ...

ଟଳିଲା ବନ୍ୟା, ୫୦ ହଜାର ଲୋକ ଜଳବନ୍ଦୀ

ଭୋଗରାଇ,୨୦।୯(ଡି.ଏନ.ଏ.)-ସୁବର୍ଣ୍ଣରେଖା ଉପରମୁଣ୍ଡରେ ଘନ ଘନ ଲଘୁଚାପ ଜନିତ ବର୍ଷା ଯୋଗୁ ନିମ୍ନ ଅବବାହିକାରେ ବନ୍ୟା ଦେଖାଦେଇଛି। ସୁବର୍ଣ୍ଣରେଖା ଜଳସ୍ତର ସତର୍କ ସୂଚନା ୯.୪୫ମିଟର ତଳେ ପ୍ରବାହିତ...

ଇଣ୍ଡିଆନ ବ୍ୟାଙ୍କରେ ଅଗ୍ନିକାଣ୍ଡ

ବୁଗୁଡ଼ା,୭ା୧(ଡି.ଏନ୍‌.ଏ.)- ବୁଗୁଡ଼ା ଇଣ୍ଡିଆନ ବ୍ୟାଙ୍କ ଶାଖାରେ ଗୁରୁବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ଶର୍ଟସର୍କିଟରୁ ନିଅଁା ଲାଗି ୪ ଲକ୍ଷ ଟଙ୍କାର ଏକ ଜେନେରେଟର ଜଳି...

Advertisement
Archives

Model This Week