ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛି । ମିଳିଥିବା ସୂଚନା ମୁତାବକ ରମ୍ଭିକଟା ଗ୍ରାମର ରାଜେଶ ନାୟକ (୨୧) ଓ ଜଗନ୍ନାଥ କଂହର ( ୨୨) ଏକ ବାଇକ ଯୋଗେ ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ବଡବନ୍ଧଠରେ ରାତ୩ଟା ବେଳେ ଭାରସାମ୍ୟ ହରାଇ ଏକ ଗଛକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ରାଜେଶର ମୃତ୍ୟୁ ହୋଇଥିବାବେଳେ ଜଗନ୍ନାଥ ଗୁରୁତର ହୋଇଛି । ଖବରପାଇ ପୁରୁଣା କଟକ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ପୁରୁଣା କଟକ ମେଡିକାଲକୁ ଆଣିଥିଲେ। ତେବେ ଗୁରୁତର ଜଗନ୍ନାଥକୁ ବୁର୍ଲା ପଠାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୁମ୍ଭାରକାନି ପମ୍ପରେ ଅସମ୍ଭାଳ ଭିଡ଼: ପୋଲିସ ସାମ୍ନାରେ ନିୟମକୁ ଫୁ’, ବୋତଲ-ଜାର୍‌ରେ ବୋହିନେଲେ…

ଥୁଆମୂଳ ରାମପୁର, ୧୯।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ସ୍ତରରେ ଇରାନ-ଆମେରିକା ଯୁଦ୍ଧକାଳୀନ ସ୍ଥିତି ଯୋଗୁ ସୁଦୂର ଗ୍ରାମାଞ୍ଚଳରେ ଇନ୍ଧନ ସଙ୍କଟ…

ପେଟ୍ରୋଲ-LPG ସଙ୍କଟକୁ ନେଇ ବାବା ଭେଙ୍ଗାଙ୍କ ଭୟଙ୍କର ଭବିଷ୍ୟବାଣୀ; ଆଗକୁ ଆହୁରି ବଢିବ ତେଲଦର!

ନୂଆଦିଲ୍ଲୀ,୧୯।୫: ବିଶ୍ୱ ବର୍ତ୍ତମାନ ଶକ୍ତି ସଙ୍କଟ ସହିତ ଜଡ଼ିତ ହେଉଛି। ଅନେକ ରାଷ୍ଟ୍ର ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର ଅଭାବ ଏବଂ ବୃଦ୍ଧି ପାଉଥିବା ମୁଦ୍ରାସ୍ଫୀତିକୁ ନେଇ…

ଓଡ଼ିଶାକୁ ବଡ଼ ବିପଦ, ଏଲନିନୋ ପ୍ରଭାବରେ ମାଡ଼ି ଆସୁଛି ମହା ପ୍ରଳୟ!

ଭୁବନେଶ୍ୱର,୧୯।୫: ପ୍ରଶାନ୍ତ ମହାସାଗରରେ ଜଳସ୍ତର ଉପରି ଭାଗର ତାପମାତ୍ରା ସ୍ବାଭାବିକଠାରୁ ୨ ଡିଗ୍ରୀ ଅଧିକ ରହିଲେ ଏଲ ନିନୋ ଆକ୍ଟିଭ ହୋଇଥାଏ। ଚଳିତବର୍ଷ ଏହି ତାପମାତ୍ରା ୨.୦…

ନିର୍ଣ୍ଣାୟକ ମୋଡ୍‌ରେ ବାଂଲାଦେଶ-ପାକିସ୍ତାନ ଦ୍ୱିତୀୟ ଟେଷ୍ଟ

ଢାକା,୧୯ା୫: ଘରୋଇ ବାଂଲାଦେଶ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ମଙ୍ଗଳବାର ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଛି। ପ୍ରଥମ ଇନିଂସରେ ବାଂଲାଦେଶ ୨୭୮ ରନ କରିଥିବା…

ଯୌତୁକ  ନିର୍ଯ୍ୟାତନା ସହି ନ ପାରି ବିଷ ପିଇ ଦେଲେ ମହିଳା: ମୃତଦେହ ଜବତ

ଦିଗପହଣ୍ଡି ,୧୯|୫(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣା ଙ୍କ ଝିଅ ଉଷାରାଣୀ ମହାରଣା…

ସାଲିମା ମହିଳା ହକି ଦଳର ଅଧିନାୟିକା

ନୂଆଦିଲ୍ଲୀ,୧୮ା୫:ଆସନ୍ତା ଅଷ୍ଟ୍ରେଲିଆ ଟୁର୍‌ ପାଇଁ ପୁରୁଖା ମିଡ୍‌ଫିଲ୍ଡର ସାଲିମା ଟେଟେ ଭାରତୀୟ ମହିଳା ହକି ଦଳର ଅଧିନାୟିକା ମନୋନୀତ ହୋଇଛନ୍ତି। ଡିଫେଣ୍ଡର ଲାଲ୍‌ଥାଣ୍ଟଲୁଆଙ୍ଗିଙ୍କୁ ପ୍ରଥମ ଥର ଦଳରେ…

ପୁରୁଷୋତ୍ତମପୁର କୋର୍ଟର ୩୪ତମ ପ୍ରତିଷ୍ଠା ଦିବସ: ବାର-ବେଞ୍ଚ ମଧ୍ୟରେ ସମନ୍ୱୟ ରଖି କାର୍ଯ୍ୟ କରିବାକୁ …

ପୁରୁଷୋତ୍ତମପୁର, ୧୯।୫ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋର୍ଟର ୩୪ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ଓକିଲ ସଂଘ ସଭାପତି ପ୍ରକାଶଚନ୍ଦ୍ର ତ୍ରୀପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।…

ସୌମ୍ୟ ହତ୍ୟା ମାମଲା: ଆଉ ୨ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୧୯।୫: ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ମଙ୍ଗଳବାର ଆଉ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। କ୍ରାଇମବ୍ରାଞ୍ଚ ଟିମ୍‌ ନୟାଗଡ଼ ରଣପୁର ଅଞ୍ଚଳରେ ଚଢାଉ କରି ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri