ଶୁଟିଂ ସାରି ଫେରୁଥିବାବେଳେ ଅଘଟଣ: ଟ୍ରକ୍‌କୁ ପିଟିଲା କାର୍‌, ଜଣେ ମୃତ

କଟକ,୧୯।୬(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଜିଲା ତ୍ରିଶୁଳିଆ କାଜିପାଟଣା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ଟ୍ରକ୍‌କୁ ପିଟିଦେଇଛି କାର୍‌। ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବାବେଳେ ୪ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ କଟକ ଏସସିବିରେ ଭର୍ତ୍ତି କରାଯାଇଛି।
ସୂଚନାଯୋଗ୍ୟ, ମଙ୍ଗଳବାର ବିଳମ୍ବିତ ରାତିରେ ସିରିଏଲ ଶୁଟିଂ ସାରି କାରରେ କିଛି କଳାକାର ଘରକୁ ଫେରୁଥିଲେ। ଏହି ସମୟରେ ଉପରେ ବୀପରିତ ଦିଗରୁ ଆସୁଥିବା ଟ୍ରକ ସହ କାର୍‌ର ମୁହାଁମୁହିଁ ଧକ୍କା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ: ଜଣାପଡୁନି କାରଣ ଚିନ୍ତାରେ…

ଭୁବନେଶ୍ୱର,୧।୨: ଜାତୀୟ ପ୍ରାଣୀଉଦ୍ୟାନ ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ ଘଟିଛି। ଜାନୁଆରୀ ୨୩ରୁ ୩୦ ମଧ୍ୟରେ ମୋଟ ୫ କୁମ୍ଭୀରଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।…

Budget 2026: ବଜେଟ୍‌ରେ ମଧ୍ୟବିତ୍ତଙ୍କ ପାଇଁ ବଡ଼ ଘୋଷଣା! ବଢିବ ଚାକିରି…

ନୂଆଦିଲ୍ଲୀ,୧।୨: ୨୦୨୬ ମସିହାର କେନ୍ଦ୍ରୀୟ ବଜେଟ ପାଖେଇ ଆସୁଥିବାରୁ, ସାରା ଦେଶର ଅର୍ଥନୀତିଜ୍ଞମାନେ ସରକାରଙ୍କ ସମ୍ଭାବ୍ୟ ପ୍ରାଥମିକତା ଉପରେ ସେମାନଙ୍କର ମତାମତ ପ୍ରଦାନ କରୁଛନ୍ତି। ବିଶେଷଜ୍ଞମାନେ ବିଶ୍ୱାସ…

New Rules 1 February 2026: ବଜେଟ ପୂର୍ବରୁ ସିଗାରେଟଠାରୁ LPG ପର୍ଯ୍ୟନ୍ତ ବଢିଲା ଏସବୁର ଦର

ନୂଆଦିଲ୍ଲୀ,୧।୨: ପ୍ରତି ମାସରେ, ପ୍ରତ୍ୟେକ ମାସର ପ୍ରଥମ ତାରିଖରେ କିଛି ପରିବର୍ତ୍ତନ ଘଟେ, ଯାହା ସିଧାସଳଖ ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଇଥାଏ। ରବିବାର ଅର୍ଥାତ…

ଇତିହାସ ରଚିବେ ସୀତାରାମନ୍‌, ଶସ୍ତା ହୋଇପାରେ ଏସବୁ ଜିନିଷ!

ନୂଆଦିଲ୍‌ଲୀ,୧।୨: କୋଟି କୋଟି ଦେଶବାସୀଙ୍କ ଅପେକ୍ଷାର ଅନ୍ତ ଘଟିଛି। ଆଜି ସଂସଦରେ ଦେଶର ବାର୍ଷିକ ଖର୍ଚ୍ଚ ଖୋଲିବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସକାଳ ୧୧ଟାରେ ଲୋକ ସଭାରେ…

Union Budget 2026-27: ପ୍ରଥମଥର ରବିବାର ବଜେଟ ଭାଷଣ, ସୀତାରାମନ୍‌ଙ୍କ ୯ମ ବଜେଟ

ନୂଆଦିଲ୍ଲୀ,୧।୨: ରବିବାର ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ କେନ୍ଦ୍ରୀୟ ବଜେଟ ଉପସ୍ଥାପିତ ହେବ। ଇତିହାସରେ ପ୍ରଥମ ଥର ପାଇଁ, ଅର୍ଥମନ୍ତ୍ରୀଙ୍କ ବଜେଟ ଭାଷଣ ରବିବାର ପ୍ରଦାନ…

ଜଙ୍ଗଲରେ ଲୁଚିଥିଲେ ସିପୁ: ଏନକାଉଣ୍ଟର କଲା ପୋଲିସ

ଭୁବନେଶ୍ୱର,୧।୨: କେନ୍ଦୁଝର ବଡ଼ବିଲରେ ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଡକାୟତ ସିପୁ କୁମାରଙ୍କୁ ଏନକାଉଣ୍ଟର କଲା ବଡ଼ବିଲ ପୋଲିସ। ଓଡ଼ିଶା-ଝାଡ଼ଖଣ୍ଡ ସିମା ଟାଙ୍କୁରା ଜଙ୍ଗଳରେ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି।…

Budget 2026: ରବିବାର ଛୁଟି ବାତିଲ! ବଜେଟ ସହିତ ଖୋଲିବ ଶେୟାର ବଜାର

ନୂଆଦିଲ୍ଲୀ,୧।୨: ରବିବାର ଦେଶର ସାଧାରଣ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଏହା ରବିବାର। ସାଧାରଣତଃ, ଶନିବାର ଏବଂ ରବିବାର ଷ୍ଟକ ବଜାର ବନ୍ଦ ରହିଥାଏ, କିନ୍ତୁ ଏହି…

ଏକେଶ୍ୱରବାଦ ଧର୍ମ

ଗ୍ରାୟତ୍ରୀ ସିଂହ ଗତ କଲ୍ୟାଣ ପାଇଁ ମହିମା ଧର୍ମ ହେଉଛି ଅନନ୍ୟ। ସତ୍‌ ମାର୍ଗରେ ଯିବା ପାଇଁ ମହିମା ସ୍ବାମୀ ବିଶ୍ୱର ସମସ୍ତ ଜନ ସମାଜକୁ ଆହ୍ବାନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri