ବିବାହ ଉତ୍ସବରୁ ଫେରୁଥିବା ବେଳେ ଦୁର୍ଘଟଣା

ଲୋଇସିଂହା,୨୭।୩(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ତଲିଉଡାର ତଳିବନ୍ଧ ନିକଟରେ ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡିବାରୁ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ଏଥିରେ ଥିବା ଅନ୍ୟ ୮ ଯାତ୍ରୀ ଗୁରୁତର ହୋଇଛନ୍ତି। ମୃତକ ହେଲେ ରୋଥ ଗ୍ରାମର ବିମଳା ଭୋଇ(୮୫)। ମୃତଦେହ ବ୍ୟବଚ୍ଛେଦ କରି ପୋଲିସ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।

ସୂଚନାମତେ, ରୋଥ ଓ ବାଦିମୁଣ୍ଡା ଅଞ୍ଚଳର କେତେକ ବ୍ୟକ୍ତି ଦୁଆନାପାଲିକୁ ଏକ ବିବାହ ଉତ୍ସବରେ ଯୋଗଦେବାକୁ ଯାଇଥିଲେ। ବିବାହ ଉତ୍ସବ ସାରି ଅଟୋରେ ଘରକୁ ଫେରୁଥିବା ବେଳେ ବଲାଙ୍ଗୀର-କୁଶଙ୍ଗ ରାସ୍ତାର ତଳିବନ୍ଧ ନିକଟରେ ଗାଡି ଓଲଟି ପଡିଥିଲା। ଅଟୋରେ ବସିଥିବା ସମସ୍ତ ଯାତ୍ରୀ ରାସ୍ତାରେ ଛିଟିକି ପଡି ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ବଲାଙ୍ଗୀର ପଠାଇଥିଲେ । ସେଠାରେ ବିମଳାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

BSF କନଷ୍ଟେବଳ ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ, ଗୃହ ମନ୍ତ୍ରଣାଳୟ ଜାରି କଲା ନୋଟିଫିକେଶନ

ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର ନିଯୁକ୍ତି ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣି ସାଧାରଣ ଡ୍ୟୁଟି କ୍ୟାଡର ସହିତ ଜଡିତ ନିୟମଗୁଡ଼ିକୁ ସଂଶୋଧନ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri