ଘରକୁ ଫେରୁଥିବା ବେଳେ ଦୁର୍ଘଟଣା: ବାପାଙ୍କ ଜୀବନଗଲା, ପୁଅ ଗୁରୁତର

ଖୁଣ୍ଟା,୧୦ା୩(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଧୀନ ଖୁଣ୍ଟା-ବାରିପଦା ରାଜ୍ୟ ରାଜପଥର ଟିଟିଆ ଛକଠାରେ ଶୁକ୍ରବାର ଦୁର୍ଘଟଣାରେ ବାପାଙ୍କ ମୃତ୍ୟୁ ହୋଇଥିବା ବେଳେ ପୁଅ ଗୁରୁତର ହୋଇଛନ୍ତି। ମୃତକ ହେଲେ ଭୁପଡ଼ ଗ୍ରାମର ଗୁଡରା ସୋରେନ(୮୦)। ଗୁରୁତର ଲସ ସୋରେନଙ୍କୁ ଚିକିତ୍ସା ପାଇଁ ପିଆର୍‌ଏମ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ, ଲସ ତାଙ୍କ ବାପା ଗୁଡରାଙ୍କୁ ବାଇକ୍‌ରେ ବସାଇ ଡୁକୁରା ସ୍ବାସ୍ଥ୍ୟକେନ୍ଦ୍ରରୁ ସନ୍ଧ୍ୟାରେ ଘରକୁ ଫେରୁଥିବା ବେଳେ ଟିଟିଆ ଛକଠାରେ ପଛପଟୁ ଆସୁଥିବା ଏକ କାର୍‌ ତାଙ୍କୁ ଧକ୍କା ଦେଇଥିଲା। ସ୍ଥାନୀୟ ଲୋକେ ବାପ, ପୁଅଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଖୁଣ୍ଟା ଡାକ୍ତରଖାନାକୁ ପଠାଇଥିଲେ। ସେଠାରେ ଡାକ୍ତର ଗୁଡରାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀବାହୀ ବସ୍‌ରେ ନିଆଁ: ଯୁବତୀ ଆହତ

ତିହିଡ଼ି,୭।୩(ଡି.ଏନ୍‌.ଏ.): ଭଦ୍ରକ-ଚାନ୍ଦବାଲି ରାସ୍ତାର ନନ୍ଦପୁର ବଜାରରେ ଏକ ଯାତ୍ରୀବାହୀ ବସ୍‌ରେ ଶନିବାର ନିଆଁ ଲାଗିଛି। ବ୍ୟାଟେରି ଜଳିଯିବାରୁ ଜଣେ ଯୁବତୀ ସାମାନ୍ୟ ଆହତ ହୋଇଛନ୍ତି। ତାଙ୍କୁ...

ନିଶାସକ୍ତ ଯୁବକଙ୍କ ଠେଙ୍ଗା ମାଡ଼ରେ: ମହିଳା ଗୁରୁତର

ସୋରଡ଼ା,୧୨ା୧୦(ଡି.ଏନ.ଏ.)-ସୋରଡ଼ା ବ୍ଲକ ଗୋପାଳପୁର ଶାସନ ହାତିପଡ଼ା ଗ୍ରାମର ବିଦେଶୀ ଗୌଡ଼ଙ୍କ ସ୍ତ୍ରୀ ନୟନୀଙ୍କୁ ଶୁକ୍ରବାର ଜଣେ ନିଶାସକ୍ତ ଯୁବକ ଠେଙ୍ଗାରେ ଆକ୍ରମଣ କରିଛନ୍ତି। ନୟନୀ ଅପରାହ୍ନରେ...

ପୌରକେଲାରୁ ନୂଆଦିଲ୍ଲୀ: ସେଦିନର ଫାର୍ମ ଲେବର, ଏବେ ଜେଏନ୍‌ୟୁର ଛାତ୍ର ସଂସଦ ସଭାପତି ପ୍ରାର୍ଥୀ

କର୍ଲାମୁଣ୍ଡା,୩୧।୮(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ଗ୍ରାମର ଜିତେନ୍ଦ୍ର ସୁନା (୨୯) ନାମକ ଯୁବକ ଏବେ ଜବାହାରଲାଲ ନେହେରୁ ଜାତୀୟ ବିଶ୍ୱ ବିଦ୍ୟାଳୟ ଛାତ୍ର...

ନକଲି ଡାକ୍ତରଙ୍କ ଚିକିତ୍ସାରେ ୨ ମୃତ୍ୟୁ ଅଭିଯୋଗ

ମହାକାଳପଡ଼ା,୪।୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଉପକୂଳ ଅଞ୍ଚଳରେ ନକଲି ଡାକ୍ତରଙ୍କ ପ୍ରାଦୁର୍ଭାବ ବଢ଼ି ଚାଲିଛି। ସୁନୀତି ପଞ୍ଚାୟତ ଓ କେବୀ ଦାଣ୍ଡୁଆ ପଞ୍ଚାୟତ...

କରୋନା ବୁଡ଼ାଇଲା କୌଳିକ ବୃତ୍ତି : ସଙ୍କଟରେ ବାଉଁଶ କାରିଗର

କେନ୍ଦୁଝର, ୨୮ା୫(ସ୍ବ.ପ୍ର.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ବର୍ତ୍ତମାନ ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ ଚାଲିଛି। କଟକଣା ଯୋଗୁ ଲୋକଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି। ସାଧାରଣ...

ବ୍ଲାକରୋଜ ବୁଡ଼ିକୁ ୧୦ବର୍ଷ : ଶୀତଳଭଣ୍ଡାରରେ ସିବିଆଇ ତଦନ୍ତ

ପାରାଦୀପ,୯।୯(ସ୍ବ.ପ୍ର.): ପାରାଦୀପ ବନ୍ଦର ଇତିହାସରେ କଳଙ୍କର ଛାପ ଛାଡ଼ିଥିବା ଏମ୍‌ଭି ବ୍ଲାକରୋଜ ବୁଡ଼ି ଘଟଣାକୁ ସୋମବାର ୧୦ବର୍ଷ ପୂରିଛି। ଏହି ୧୦ବର୍ଷ ମଧ୍ୟରେ ମଙ୍ଗୋଲିଆର ସେହି...

କଟକରୁ ୮୫ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ, ୧୨।୮-କଟକ ସହରରୁ ବୁଧବାର ୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଣ୍ଟେନମେଣ୍ଟ ଜୋନରୁ ୨୪ ଜଣ, କ୍ୱାରାଣ୍ଟାଇନରୁ ୪୦ ଜଣ ଆକ୍ରାନ୍ତ...

‘ଭ୍ରଷ୍ଟାଚାର ବିରୋଧରେ ଲୋକଙ୍କୁ ସଚେତନ କରାଇବା ଲକ୍ଷ୍ୟ’

ଭଦ୍ରକ ଅଫିସ,୯।୧୧: ଭଦ୍ରକରେ ମଙ୍ଗଳବାର କଂଗ୍ରେସ ପକ୍ଷରୁ ଭାରତ ଯୋଡ଼ୋ ଯାତ୍ରା କରାଯାଇଛି। ଜିଲା ସଭାପତି ସୁବ୍ରତ ଦାସ ଏହାର ନେତୃତ୍ୱ ନେଇଥିଲେ। ପିସିସି ସଭାପତି...

Advertisement
Archives

Model This Week