ପାଇଖାନା ଟାଙ୍କିରେ କାମ କରୁଥିବା ବେଳେ ଅଘଟଣ: ଶ୍ବାସରୁଦ୍ଧା ହୋଇ ୩ ଜୀବନ ଗଲା

ଖଇରା,୮।୬(ଉତ୍କଲବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ବ୍ଲକ ଝିଙ୍କିରିଆ ପଞ୍ଚାୟତ ଅଧୀନ ଗଗନଧୂଳି ଗ୍ରାମରେ ରବିବାର ପାଇଖାନା ଟାଙ୍କିରେ କାମ କରୁଥିବା ବେଳେ ଅଭାବନୀୟ ଘଟଣା ଘଟଛି । ଶ୍ବାସରୁଦ୍ଧ ହୋଇ ୩ ବ୍ୟକ୍ତି ମୃତ୍ୟୁ ବରଣ କରିଛନ୍ତି । ମୃତକମାନେ ହେଲେ ଗଗନଧୂଳି ଗ୍ରାମର ବାବାଜୀ ମାଝୀ(୪୩), ହରେକୃଷ୍ଣ ଦାସ ଏବଂ ବଡଜୟିପୁର ତେନ୍ତୁଳିଆ ଗ୍ରାମର ନରହରି ବେହେରା(୫୮)। ନରହରି ଏବଂ ବାବାଜୀ ହରେକୃଷ୍ଣଙ୍କ ସହ ମିଶି ହରେକୃଷ୍ଣଙ୍କ ପାଇଖାନା ଟାଙ୍କିରେ ସେଣ୍ଟରିଂ ଖୋଲୁଥିବା ବେଳେ ହଠାତ ଶ୍ବାସରୁଦ୍ଧ ହୋଇ ପଡିବାରୁ ସଜ୍ଞାହୀନ ହୋଇ ପଡିଥିଲେ। ନରହରିଙ୍କୁ ବାରାପୁର ଗ୍ରାମର ଏକଘରୋଇ କ୍ଲିନିକ, ବାବାଜୀ ଏବଂ ହରେକୃଷ୍ଣଙ୍କୁ ଚିକିତ୍ସା ପାଇଁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା । ସମସ୍ତଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ କୋଠରିରେ ଚାଲିଛି ୪୭ ବର୍ଷର ବିଦ୍ୟାଳୟ: ଅନୁଦାନ ମିଳୁ ନ ଥିବାରୁ ବଦଳୁନାହିଁ ସ୍ଥିତି

ହାଟଡ଼ିହୀ,୧୧l୯ (ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କୁଆଡ଼ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥା ଦେଇ ଗତି କରୁଛି। ଗୋଟିଏ ଶ୍ରେଣୀ କକ୍ଷରେ ଶିଶୁ ବାଟିକାରୁ ୫ମ…

ନନ୍ଦନକାନନରେ କେମିତି କଟୁଛି ଓରଙ୍ଗ୍‌ଉଟାନଙ୍କ ଜୀବନ: କିଏ କଣ୍ଢେଇ ଧରି ଶୋଉଛି ତ ଆଉ କାହାକୁ ଜ୍ୱର, ଦେଖନ୍ତୁ Video

ବାରଙ୍ଗ/ ତ୍ରିଶୁଳିଆ, ୧୧ା୯ (ଲିଙ୍ଗରାଜ ରାଉତ/ ତୁଷାରକାନ୍ତ ବେହରା):ମା’ଠାରୁ ଅଲଗା ହେବା ପରେ ବାଲେଶ୍ୱର ଜିଲା ରଣକଠା ସଂରକ୍ଷିତ ଜଙ୍ଗଲରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ୫…

ରତ୍ନଭଣ୍ଡାର ଗଣତି-ମଣତିକୁ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ: ତାଲିକା ସାର୍ବଜନୀନ ହେବନି

ଭୁବନେଶ୍ୱର, ୧୦।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି-ମଣତି ଏବଂ ଅଳଙ୍କାର ତାଲିକାଭୁକ୍ତ ପ୍ରକ୍ରିୟାକୁ ନେଇ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ରତ୍ନଭଣ୍ଡାରରୁ…

ରାଜ୍ୟର ୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ କଲେ… 

କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ…

ଆଫଗାନିସ୍ତାନ-ଭାରତ ପ୍ରଥମ ମ୍ୟାଚ୍‌କୁ ନେଇ ହଟିଲା ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ,୧୦ା୯: ରାଜଧାନୀରେ ବ୍ରିକ୍ସ ସମିଟ କାରଣରୁ ଆସନ୍ତା ୧୩ରେ ଆଫଗାନିସ୍ତାନ ଓ ଭାରତ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି୨୦ ମ୍ୟାଚ୍‌କୁ ଦିନକ ପାଇଁ ସ୍ଥଗିତ ରଖାଯିବାର…

BDAର ୩୫ ବର୍ଷରୁ ଊର୍ଦ୍ଧ୍ୱ ଜମି ବିବାଦରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ୨୦୦ ହିତାଧିକାରୀଙ୍କୁ ଆଶ୍ୱସ୍ତି, ଦୂର ହେଲା…

ଭୁବନେଶ୍ୱର,୧୦।୯(ରବିନାରାୟଣ ଜେନା): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ଠାରୁ ଦୀର୍ଘ ୩୫ ବର୍ଷ ତଳେ ପ୍ଲଟେଡ୍‌ ସ୍କିମରେ ନେଇଥିବା ୨୦୦ରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ଏବେ ଆଶ୍ୱସ୍ତି ମିଳିଛି। ରାଜସ୍ବ ପର୍ଷଦ…

ଅକ୍ଟୋବର ୨ରୁ ଭୁବନେଶ୍ୱରରୁ ବ୍ୟାଙ୍କକ୍‌କୁ ପୁଣି ଉଡ଼ିବ ବିମାନ, ସପ୍ତାହକୁ ଦୁଇଥର…

ଭୁବନେଶ୍ୱର,୧୦ା୯(ବନ୍ଦନା ସେଠୀ) – ଭୁବନେଶ୍ୱରରୁ ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକ୍‌କୁ ସିଧାସଳଖ ବିମାନ ସେବା ପୁଣି ଆରମ୍ଭ ହେବ। ଅକ୍ଟୋବର ୨ରୁ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ବ୍ୟାଙ୍କକ୍‌…

ଘର ସାମ୍ନାରେ ଯୁବକଙ୍କୁ ଦଳି ଦେଲା ହାତୀ

ଜି.ଉଦୟଗିରି,୧୦ା୯(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଓ ଟିକାବାଲି ବ୍ଲକ୍‌ ସୀମାନ୍ତରେ ଜଣେ ଯୁବକଙ୍କୁ ଦନ୍ତାହାଦୀ ଦଳି ଦେଇଛି। ସେ ହେଲେ ପିକରଡ଼ି ପଞ୍ଚାୟତ କାମ୍ବାନାଯୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri