ଶ୍ରାବଣ ମାସରେ ଚମକିବ ଏହି ୩ ରାଶିର ବ୍ୟକ୍ତିଙ୍କ ଭାଗ୍ୟ; ଚାକିରି କ୍ଷେତ୍ରରେ ଆସିପାରେ ନୂଆ ଅଫର୍‌

ଆରମ୍ଭ ହୋଇଛି ଶ୍ରାବଣ ମାସ। ଜୁଲାଇ ୨୫ରୁ ଏହା ଆରମ୍ଭ ହୋଇଥିବା ବେଳେ ଅଗଷ୍ଟ ୨୨ରେ ଶେଷ ହେବ। ମାସଟି ଭଗବାନ ଶିବଙ୍କ ପ୍ରିୟ ମାସ ବୋଲି କୁହାଯାଏ। ଏଣୁ ଲୋକମାନେ ଭଗବାନଙ୍କୁ ପ୍ରସନ୍ନ କରିବାକୁ ବିଶେଷ ପୂଜାର୍ଚ୍ଚନା କରିଥାନ୍ତି। ଆଜି ଆମେ ଜାଣିବା ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଏହି ପବିତ୍ର ମାସ କେଉଁ ୩ ରାଶି ପାଇଁ ଶିବଙ୍କ କୃପା ଆଣିଦେବ।

ମେଷ ରାଶି: ଜ୍ୟୋତିଷଶାସ୍ତ୍ର ଅନୁଯାୟୀ ଏହି ରାଶିର ବ୍ୟକ୍ତିବିଶେଷଙ୍କ ଉପରେ ଶିବଙ୍କ ବିଶେଷକୃପା ରହିବ। ଚାକିରିର ନୂଆ ଅଫର ମିଳିପାରେ। ବ୍ୟବସାୟରେ ଉନ୍ନତି ହେବ। ବାକିଥିବା ଧନ ପୈଠ କରିେବେ। ତେବେ ମାସସାରା ମେଷ ରାଶି ଜାତକଧାରୀ ଶିବଲିଙ୍ଗ ଉପରେ ଜଳ ଢ଼ାଳନ୍ତୁ। ଏହାଦ୍ୱାରା ଭାଗ୍ୟ ପରିବର୍ତ୍ତନ ହେବ।

ମକର: ଅଗଷ୍ଟ ମାସରେ ମକର ରାଶିଧାରୀ ବିଶେଷ ଉପକୃତ ହେବେ। ଏହି ରାଶିରେ ଶନି ସାଢ଼େ ସାତି ଚାଲୁଛି। ହେଲେ ଏହି ମାସ ବହୁତ ଭଲ ରହିବ। ଶିବଙ୍କୁ ଆରାଧନା କରି କେହି ଶନିଙ୍କ ପ୍ରକୋପରୁ ରକ୍ଷା ପାଇପାରିବେ। ଚାକିରି କ୍ଷେତ୍ରରେ ମଧ୍ୟ ନୂଆ ସମ୍ଭାବନା ସୃଷ୍ଟି ହେବ। ରୋଜଗାର ବଢ଼ିବ।

କୁମ୍ଭ: ଶନିର ଏହି ରାଶି ଉପରେ ଶ୍ରାବଣ ମାସରେ ଭଗବାନ ଶିବଙ୍କ କୃପା ରହିବ। ଲାଭର ଅନେକ ଅବସର ପ୍ରାପ୍ତ ହେବ। ଆଶା ମୁତାବକ ଜାଗାରେ ଚାକିରି ମିଳିପାରେ। ଆୟ ବଢ଼ିବ। ଦୂର ଯାତ୍ରାର ମଧ୍ୟ ଯୋଗ ରହିଛି। ବ୍ୟବସାୟୀମାନେ ମଧ୍ୟ ଲାଭବାନ ହେବେ। ଶିବଙ୍କ ବିଶେଷ ପୂଜା କରିବା ଦ୍ୱାରା ଭାଗ୍ୟ ପରିବର୍ତ୍ତନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

‘ମହାପ୍ରଭୁ ଜଗନ୍ନାଥ’ ଚଳଚ୍ଚିତ୍ର ଉପରେ ଅଙ୍କୁଶ ଲଗାଇଲେ କୋର୍ଟ, ଅନ୍ୟାଦେଶ ପର୍ଯ୍ୟନ୍ତ…

କଟକ,୧୫l୭(ପ୍ରଭୁକଲ୍ୟାଣ ପାଲ): ଆନିମେଟେଡ୍ ଚଳଚ୍ଚିତ୍ର (ମହାପ୍ରଭୁ ଜଗନ୍ନାଥ) ମୁକ୍ତିଲାଭ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ଓଡ଼ିଶା ହାଇକୋର୍ଟ। ଅନ୍ୟାଦେଶ ପର୍ଯ୍ୟନ୍ତ ଚଳଚ୍ଚିତ୍ର ପ୍ରଦର୍ଶନ ନ କରିବାକୁ ହାଇକୋର୍ଟଙ୍କ…

ଚାଷୀ ପ୍ରତିନିଧି-ଅଧିକାରୀଙ୍କ ଦ୍ୱିପାକ୍ଷିକ ବୈଠକ, ପ୍ରତଶ୍ରୁତି ମିଳିବା ପରେ…

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉପତ୍ାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ମାତ୍ର ଏଠାରେ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଯାଇଛି। ରବିଧାନ ବିକ୍ରିବଟାରେ…

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

ଟିକେଟ୍ ବୁକିଂ ହେବ ସୁପରଫାଷ୍ଟ! ଲଞ୍ଚ ହେଲା IRCTCର ନୂଆ ୱେବସାଇଟ୍‌, ଯାତ୍ରୀଙ୍କୁ ମିଳିବ ଏହି ସବୁ ବଡ଼ ସୁବିଧା

ନୂଆଦିଲ୍ଲୀ,୧୫।୭: ଭାରତୀୟ ରେଳବାଇ ଏହାର ଅନଲାଇନ୍ ଟିକେଟ୍ ବୁକିଂ ସିଷ୍ଟମକୁ ଆଧୁନିକୀକରଣ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। IRCTC ଜନସାଧାରଣଙ୍କ ପାଇଁ ଏହାର ନୂତନ…

ବୋମାମାଡ଼ କରି ହତ୍ୟା ଉଦ୍ୟମ: ମାଷ୍ଟରମାଇଣ୍ଡଙ୍କ ସମେତ ୩ ଗଲେ ଜେଲ୍‌, ଅଭିଯୁକ୍ତଙ୍କ ନାଁରେ ରହିଛି କେସ୍‌ର ଲମ୍ବା ତାଲିକା

ଦିଗପହଣ୍ଡି,୧୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ୍‌.ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି ତାଙ୍କୁ ଏବଂ ତାଙ୍କ…

କଂସାମାରି ରାସ୍ତାକଡରେ ଜୁଆ ଖେଳ ବେଳେ ପୋଲିସର ଚଢଉ, ଜବତ ହେଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗାଁ ରାସ୍ତାକଡରେ ଜୁଆ ଖେଳ ଚାଲିଥିବା ବେଳେ ଚଢାଉ କଲା ପୋଲିସ । ବୁଧବାର ଅପରାହ୍ନ…

ନିର୍ମାଣ ହୋଇପାରିନି ଭୋଜନ ଗୃହ, ଖୋଲା ଆକାଶ ତଳେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ…

ରୁଷିଆରୁ ତେଲ କ୍ରୟ ଉପରେ ଆମେରିକାର ବଡ଼ ନିଷ୍ପତ୍ତି, ଭାରତ ଦେବ…

ଓ୍ବାଶିଂଟନ,୧୫।୭: ରୁଷିଆରୁ ତୈଳ କ୍ରୟ କରୁଥିବା ଦେଶମାନଙ୍କ ଉପରେ ୫୦୦ପ୍ରତିଶତ ଶୁଳ୍କ ଲାଗୁ କରିବାର ପ୍ରସ୍ତାବ ମଧ୍ୟରେ, ଭାରତ ଏବଂ ଚାଇନା ପାଇଁ ଏକ ଆଶ୍ବସ୍ତିକର ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri