ଏଭଳି ନାରୀ ଜୀବନସାଥୀଙ୍କ ପାଇଁ ହୋଇଥାନ୍ତି ବେଶ୍‌ ଭାଗ୍ୟବାନ; ବିବାହ ପରେ ଚମକିଥାଏ ଭାଗ୍ୟ

ବିବାହ ପୂର୍ବରୁ ବରବଧୂଙ୍କର ଜାତକ ମିଶାଯାଇଥାଏ। ଏହାଦ୍ୱାରା ଜଣେ ଅନ୍ୟଜଣଙ୍କ ପାଇଁ ଠିକ୍‌ କି ନାହିଁ ତାହା ଦେଖାଯାଏ। ତେବେ ବିବାହ ପରେ ହଠାତ୍‌ ଅନେକଙ୍କ ଭାଗ୍ୟ ବଦଳିବାର ନଜିର ରହିଛି। ଏହା ପଛରେ ଜୀବନସାଥୀଙ୍କ ଶୁଭ ଗ୍ରହ-ନକ୍ଷତ୍ର ଥିବା କୁହାଯାଏ। ଜୀବନସାଥୀଙ୍କ ଯୋଗୁ ତାର ପାର୍ଟନରର ଉନ୍ନତି ହୋଇଥାଏ। ଆସନ୍ତୁ ଜ୍ୟୋତିଷଶାସ୍ତ୍ର ଅନୁଯାୟୀ ସେଭଳି ଯୁବତୀଙ୍କ ବିଷୟରେ ଜାଣିବା ଯେଉଁମାନେ ପାର୍ଟନରଙ୍କ ଭାଗ୍ୟ ବଦଳାଇଥାନ୍ତି।

କୁହାଯାଏ ଯେଉଁ ଯୁବତୀଙ୍କ ନାମ ‘ଏ’ ଅକ୍ଷରରୁ ଆରମ୍ଭ ହୋଇଥାଏ, ତାଙ୍କର ଧନବାନ ହେବାର ଯୋଗ ଥାଏ। ଏମାନେ ଜୀବନରେ କୌଣସି ଅସୁବିଧାର ସମ୍ମୁଖୀନ ହୋଇ ନ ଥାନ୍ତି। ଯଦି ବିପଦ ଆସେ ସେ ଶୀଘ୍ର ସେଥିରୁ ମୁକୁଳିଯାଇଥାନ୍ତି। ବିଶେଷକରି ସେମାନେ ସ୍ବାମୀଙ୍କ ପାଇଁ ବହୁତ ଭାଗ୍ୟଶାଳୀ ହୋଇଥାନ୍ତି। ଯେଉଁ ପୁଅ ଏହି ଅକ୍ଷରର ନାମ ଥିବା ଯୁବତୀଙ୍କୁ ବିବାହ କରିଥାନ୍ତି,ତାଙ୍କ ଭାଗ୍ୟ ଚମକି ଥାଏ।

ସେହିଭଳି ‘ଏଲ୍‌’ ଅକ୍ଷରରୁ ଆରମ୍ଭ ହୋଇଥିବା ନାମଧାରୀ ଯୁବତୀ ସ୍ବାମୀଙ୍କ ପାଇଁ ବହୁତ ଭାଗ୍ୟବାନ ହୋଇଥାନ୍ତି। ଏମାନଙ୍କ ଉପରେ ଲକ୍ଷ୍ମୀଙ୍କର ବିଶେଷ କୃପା ରହିଥାଏ। ଏମାନେ ଜୀବନରେ ଧନ ସମ୍ବନ୍ଧୀୟ ଅସୁବିଧାର ସମ୍ମୁଖୀନ ହୋଇ ନ ଥାନ୍ତି। ଜୀବନରେ ସୁଖ ସୁବିଧାର ଅଭାବ ରହି ନ ଥାଏ।

ସେହିଭଳି ‘ଡି’ ଅକ୍ଷରରୁ ଆରମ୍ଭ ହେଉଥିବା ନାମଧାରୀ ଯୁବତୀ ସ୍ବାମୀଙ୍କ ପାଇଁ ଭାଗ୍ୟବାନ ହୋଇଥାନ୍ତି। ଏମାନେ ଜୀବନସାଥୀଙ୍କୁ ଖୁସି ରଖିବାକୁ ଯଥା ସମ୍ଭବ ଚେଷ୍ଟା କରିଥାନ୍ତି। ଏମାନଙ୍କର ଆର୍ଥିକ ଅବସ୍ଥା ଭଲ ରହିଥାଏ। ବିବାହ ପରେ ସ୍ବାମୀଙ୍କ ଭାଗ୍ୟ ଚମକେ। କ୍ୟାରିୟରରେ ମଧ୍ୟ ଭଲ ସଫଳତା ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ…

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?