ନିଶା ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ନିଶା ସାମଗ୍ରୀ ବିକ୍ରି କାରବାରରେ ବୁଧବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ସେ ହେଲେ, ବରଗଡ଼ ହାଟପଦାର ଏମ୍‌ଡ଼ି ଅନସାରୀ(୩୨)। ତାଙ୍କ ପାଖରୁ ୩୦ଟି କଫ୍‌ ସିରପ୍‌, ୧ଷ୍ଟ୍ରିପ୍‌ ନାଇଟ୍ରୋସନ ଟାବଲେଟ୍‌ ଜବତ ହୋଇଥିବା ପୋଲିସ କହିଛି। ଏ ନେଇ ପୋଲିସ ଏକ ମାମଲା(ନଂ-୬୩/୨୫) ରୁଜୁ କରିଛି। ଏହି ମାମଲାରେ ପୂର୍ବରୁ ଅନ୍ୟଜଣେ ଅଭିଯୁକ୍ତ ବରଗଡ଼ ହାଟପଦାସ୍ଥିତ ପଠାନପଡ଼ାର ଏମ୍‌ଡ଼ି ଆଲମ(୨୦) ଗିରଫ ହୋଇଥିବା ନେଇ ପୋଲିସ ସୂଚନା ଦେଇଛି। ସେହିପରି ବରଗଡ଼ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ବରଗଡ଼ ବ୍ଲକ କଟାଟିକ୍ରା ଗ୍ରାମରୁ ୪କି.ଗ୍ରା ୩୦୦ ଗ୍ରାମ ଗଞ୍ଜେଇ ଜବତ ହୋଇଛି। ଏଥି ସହିତ ଅଭିଯୁକ୍ତ ଦ୍ରୋତା ଖମାରୀଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀର CNG ପମ୍ପରେ ବଡ଼ ଧରଣର ବିସ୍ଫୋରଣ, ୩ମୃତ

ନୂଆଦିଲ୍ଲୀ,୧୯।୮: ରାଜଧାନୀ ଦିଲ୍ଲୀର ଟିକରୀ କଲାଁ ଅଞ୍ଚଳରେ ଥିବା ଏକ CNG ପମ୍ପରେ ଭୟଙ୍କର ବିସ୍ଫୋରଣ ହୋଇଛି । ଗ୍ୟାସ୍‌ ରିଫିଲିଂ ସମୟରେ ଏହି ଅଘଟଣ ହୋଇଥିବା…

କାଉନସିଲ୍‌ ନିର୍ବାଚନରେ ଜିତିଲେ ମମତା ବାର୍ନାଜୀ; ଭାଜପାକୁ କଲେ ଚିତ୍‌ପଟାଙ୍ଗ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୧୯।୮: ପ୍ରଥମେ ବିଧାନସଭା ନିର୍ବାଚନରେ ​​ପରାଜୟ, ପରେ ବିଧାୟକମାନଙ୍କ ବିଦ୍ରୋହ ଏବଂ ଶେଷରେ କିଛି ସାଂସଦ ମଧ୍ୟ ସାଥ୍ ଛାଡ଼ିବା ଏସବୁ ପରିସ୍ଥିତିର ସାମ୍ନା କରିଛି ମମତା…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ଶ୍ରାବଣ ଶେଷ ସୋମବାରରେ ୩ଟି ଶୁଭ ଯୋଗ, ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ପ୍ରଚୁର ଧନ-ସମ୍ପତ୍ତି

ଶ୍ରାବଣ ମାସର ଶେଷ ସୋମବାର ବ୍ରତ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ମନେକରାଯାଏ। ଏହି ଦିନ ଭଗବାନ ଶିବଙ୍କର ବିଶେଷ ପୂଜାର୍ଚ୍ଚନା କରାଯାଏ। ଚଳିତ ଶ୍ରାବଣର…

ବାରମ୍ବାର ପୋଷ୍ଟ ଅଫିସ୍ ଯିବା ଦରକାର ନାହିଁ! ୨ ମିନିଟ୍‌ରେ ଜମା ହେବ ସୁକନ୍ୟା ଟଙ୍କା, ଜାଣନ୍ତୁ ପ୍ରୋସେସ୍…

ନୂଆଦିଲ୍ଲୀ,୧୯।୮: ଯଦି ଆପଣ ଆପଣଙ୍କ ଝିଅର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ସୁକନ୍ୟା ସମୃଦ୍ଧି ଯୋଜନା (SSY) ଅଧୀନରେ ଏକ ଆକାଉଣ୍ଟ ଖୋଲିଛନ୍ତି, ତେବେ ଆପଣଙ୍କୁ ଆଉ…

ଭାରତକୁ ପୁଣି ସାହାଯ୍ୟ ମାଗିଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୧୯।୮: ଗତ କିଛି ମାସ ଧରି ବାଂଲାଦେଶ ଏବଂ ଭାରତ ମଧ୍ୟରେ ଦେଖାଦେଇଥିବା ଉତ୍ତେଜନା ପ୍ରାରମ୍ଭରେ ତାରିକ ରହମାନ ସରକାରଙ୍କୁ ପଛକୁ ପକାଇ ଦେଇଥିଲା। ତଥାପି, ବାଂଲାଦେଶ…

ଗିରଫ ହେବେ ଟିଏମପି ଏମପି ମହୁଆ ମୋଇତ୍ରା? ହେଟ ସ୍ପିଚ ମାମଲାରେ…

ନୂଆଦିଲ୍ଲୀ,୧୯।୮: ପଶ୍ଚିମବଙ୍ଗର ରାଜନୈତିକ ଦୃଶ୍ୟପଟରୁ ଏକ ପ୍ରମୁଖ ଖବର ସାମ୍ନାକୁ ଆସିଛି। ନାଦିଆ ଜିଲାର ଏକ କୋର୍ଟ ହେଟ୍‌ ସ୍ପିଚ ମାମଲା ସମ୍ପର୍କରେ ଜାରି କରିଥିବା ସମନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri