ଫେସବୁକରେ ପ୍ରେମିକାଙ୍କ ଫଟୋ ଛାଡ଼ି ଗିରଫ ହେଲେ ବିବାହିତ

କୋକସରା,୧୧।୧୦(ଡି.ଏନ.ଏ): ନିଜ ଫେସବୁକ ଆକାଉଣ୍ଟରେ ଜଣେ ନାବାଳିକାଙ୍କ ସହ ନିଜ ଫଟୋକୁ ଏଡିଟ୍‌ କରି ସୋସିଆଲ ମିଡିଆରେ ଶେୟାର କରିଛନ୍ତି ଜଣେ ବିବାହିତ ଯୁବକ। ପୋଷ୍ଟରେ ଯୁବକ ଜଣଙ୍କ ନାବାଳିକାଙ୍କୁ ପ୍ରେମିକା ବୋଲି କ୍ୟାପସନରେ ଲେଖିଛନ୍ତି। ଏହି ଫଟୋଟି ଭାଇରାଲ ହେବା ପରେ ନାବାଳିକାଙ୍କ ପରିବାର ପକ୍ଷରୁ କୋକସରା ଥାନାରେ ରବିବାର ଅଭିଯୋଗ କରିଥିଲେ। ଏ ନେଇ କୋକସରା ଥାନା କେଶ ନମ୍ବର ୨୧୨/୨୧ ରେ ଏକମାମଲା ରୁଜୁ ହୋଇଥିଲା । କୋକସରା ପୋଲିସ ତ୍ୱରିତ ପଦକ୍ଷେପ ନେଇ ଅଭିଯୁକ୍ତକୁ ଗିରଫ କରିବା ପରେ ସୋମବାର କୋର୍ଟ ଚାଲାଣ କରିଛି। ଏ ନେଇ କୋକସରା ଥାନାଧିକାରୀ ରମଣୀ ରଞ୍ଜନ ଦଲେଇ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱର ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଟପିଲା

ବାଲେଶ୍ୱର ଅଫିସ,୧୫ା୫: ବାଲେଶ୍ୱର ଜିଲାରେ ଶୁକ୍ରବାର ଆଉ ୧୨ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦୨ରେ ପହଞ୍ଚିଛି। ଆଜି ଚିହ୍ନଟ...

ଚିଙ୍ଗୁଡି ଘେରି ଉଚ୍ଛେଦ ମାମଲା: ପକ୍ଷଭୁକ୍ତ ହେଲା ମତ୍ସ୍ୟଜୀବୀ ସମବାୟ ସମିତି

କଟକ ଅଫିସ, ୭ା୧- ଚିଙ୍ଗୁଡ଼ି ଘେରି ଉଚ୍ଛେଦ ମାମଲାରେ ସ୍ଥିତି ସମ୍ପର୍କିତ ରିପୋର୍ଟ ଦାଖଲ କରିବାକୁ ହାଇକୋର୍ଟଙ୍କ ପକ୍ଷରୁ ଜିଲାପାଳମାନଙ୍କୁ ଆଦେଶ ହୋଇଛି। ଆସନ୍ତା ୨୭...

ବଢୁଛି ଚୋରି: ସାହି ଜଗିବ ଠେଙ୍ଗା

ବନ୍ତଳା,୩୧।୭(ଡି.ଏନ.ଏ.)-ଅନୁଗୋଳ ଜିଲା ବନ୍ତଳା ଥାନା ଅଞ୍ଚଳରେ ଚୋରି ଘଟଣା ବୃଦ୍ଧି ପାଉଛି। ପୋଲିସ ଗ୍ରାମାଞ୍ଚଳବାସଙ୍କ ଧନଜୀବନ ରକ୍ଷା ଉପରେ ଗୁରୁତ୍ୱ ଦେଉ ନ ଥିବାରୁ ଗଁା...

ଟଙ୍କା ପାଇଁ ଭାରୋତ୍ତୋଳକ ସାଜିଲେ ଦିନମଜୁରିଆ

ମାଲକାନଗିରି,୨୪ା୧୦ (ଡି.ଏନ.ଏ.): ଦିନେ ରାଜ୍ୟ ତଥା ଜିଲା ପାଇଁ ଗୌରବ ଆଣିଥିବା ଯୁବକ ଆଜି ପାଲଟିଛନ୍ତି ଦିନ ମଜୁରିଆ । ଅର୍ଥାଭାବରୁ ତାଙ୍କ ପ୍ରତିଭା ଅନ୍ଧାରରେ...

ମୃତବ୍ୟକ୍ତିଙ୍କ ନମୁନା ପଜିଟିଭ୍‌: ଗ୍ରାମବାସୀ ଭୟଭୀତ

ଚୌଦ୍ୱାର,୨୩।୮(ଡି.ଏନ୍‌.ଏ.): ଚୌଦ୍ୱାର ପୌରପାଳିକା ୨ନଂ. ୱାର୍ଡ କୁମ୍ଭାରସାହିରେ ଗୁରୁବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିଲା। ପରିବାର ଲୋକେ ସାହିପଡ଼ିଶାଙ୍କ ସହାୟତାରେ ତାଙ୍କର ଅନ୍ତିମ ସଂସ୍କାର ସ୍ଥାନୀୟ...

୮ଦିନରେ ବଦଳିଗଲା ବ୍ଲଡ୍‌ଗ୍ରୁପ

ବୌଦ୍ଧ,୧୯।୬ (ସ୍ବ.ପ୍ର.): ବୌଦ୍ଧ ଜିଲା ମୁଖ୍ୟ ଚିକିତ୍ସାଳୟରେ ପରୀକ୍ଷାଗୁଡିକ ଖାମଖିଆଲିଭାବେ କରାଯାଉଛି। ଏହାର ଏକ ଉଦାହରଣ ଶନିବାର ଦେଖିବାକୁ ମିଳିଛି। ଏହି ହସ୍ପିଟାଲରେ ବୌଦ୍ଧ ବ୍ଲକ...

ଆଶ୍ରମ ସ୍କୁଲରେ ଶିକ୍ଷକ ଅଭାବ: ସ୍କୁଲ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ

ଲୋଇସିଂହା,୨୦।୩(ଡ.ଏନ୍‌.ଏ.)-ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଦୁମଦୁମିସ୍ଥିତ ଆଶ୍ରମ ସ୍କୁଲରେ ଶିକ୍ଷକ ଅଭାବ ସହ ହଷ୍ଟେଲରେ ବିଭିନ୍ନ ସମସ୍ୟା ଲାଗି ରହିଛି। ଶିକ୍ଷକ ଅଭାବରୁ ପାଠପଢା ବ୍ୟାଘାତ...

ଅଡୁଆ କରିଛି ଏଏସ୍‌ଆଇ ନିୟମ

ଢେଙ୍କାନାଳ ଅଫିସ, ୧୫ା୧୧: ଐତିହାସିକ କୀର୍ତ୍ତିରାଜିର ସଂରକ୍ଷଣ ଦାୟିତ୍ୱ ନେଇଛି ଆର୍କିଓଲୋଜିକାଲ ସର୍ଭେ ଅଫ୍‌ ଇଣ୍ଡିଆ (ଏଏସ୍‌ଆଇ)। ସର୍ବଭାରତୀୟସ୍ତରରେ କାର୍ଯ୍ୟ କରୁଥିବା ଏହି ଜାତୀୟସଂସ୍ଥା ପରିଚାଳନାରେ...

Advertisement
Archives

Model This Week