ବନ୍ଧୁକ ସହ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୧୩ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ବାଇବାଲିର ପଞ୍ଚାନନ ନାଇକଙ୍କୁ ଏକ ହତ୍ୟା ଧମକ ମାମଲାରେ ଗିରଫ କରିଛନ୍ତି। ଏଥିସହ ତାଙ୍କଠାରୁ ପୋଲିସ ଏକ ଦେଶୀ ବନ୍ଧୁକ ଜବତ କରିଛି। ସାରେ ପଞ୍ଚାନନଙ୍କୁ ଭଞ୍ଜନଗର କୋର୍ଟ ଚାଲାଣ କରାଯାଇଛି।

ଘଟଣାରୁ ପ୍ରକାଶ ଯେ, ବାଇବାଲିର ଉଦୟ ନାଇକ ଓ ପଞ୍ଚାନନ ମଧ୍ୟରେ ପୂର୍ବରୁ ଉଦୟ ରହୁଥିବା ଘରକୁ ନେଇ ବିବାଦ ଥିଲା। ଗତକାଲି ପଞ୍ଚାନନ ଉଦୟଙ୍କ ଘରକୁ ବନ୍ଧୁକ ଧରି ଯାଇ ତାକୁ ଏବଂ ତାଙ୍କ ପରିବାରର ସଦସ୍ୟମାନଙ୍କୁ ହତ୍ୟା ଧମକ ଦେଇଥିଲେ। ଏଥିସହ ଘରୁ ବାହାରି ଯିବାକୁ ଧମକ ଦେଇଥିଲେ। ଯାହାକୁ ନେଇ ଉଦୟ ପରିବାର ଆତଙ୍କିତ ଅବସ୍ଥାରେ ଥିଲେ। ଏହାପରେ ଗତକାଲି ରାତିରେ ଉଦୟ ଭଞ୍ଜନଗର ଥାନାରେ ଘଟଣା ସମ୍ପର୍କରେ ଅଭିଯୋଗ କରିଥିଲେ। ଏନେଇ ପୋଲିସ ୩୮୫/୨୫ରେ ଏକ ମାମଲା ରୁଜୁ କରି ରବିବାର ଅଭିଯୁକ୍ତ ପଞ୍ଚାନନଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେହି ଶକ୍ତି ଦୁବେ: ଯିଏ ହେଲେ UPSC ଟପ୍ପର, ଜାଣନ୍ତୁ କେମିତି ଥିଲା ତାଙ୍କ ଯାତ୍ରା

ପ୍ରୟାଗରାଜ,୨୨।୪: UPSC ସିଭିଲ ସର୍ଭିସ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ଆଜି ପ୍ରକାଶ ପାଇଛି। ଶକ୍ତି ଦୁବେ UPSC ସିଭିଲ ସର୍ଭିସେସ ପରୀକ୍ଷା ୨୦୨୪ରେ ଶୀର୍ଷ ସ୍ଥାନ...

୧୬୦୦ କୋଟିର ମେଗା ପ୍ରକଳ୍ପ ସମୀକ୍ଷା କଲେ ସିଡିଓ: ଏଯାଏ ହୋଇନାହିଁ ପାଣି ଉଠାଇବା ସ୍ଥାନ ଚହ୍ନଟ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ବିଭାଗ ଅଧୀନରେ ପ୍ରାୟ ୧୬୦୦ କୋଟି ଟଙ୍କା ବ୍ୟୟରେ ମେଗା ପାନୀୟ ଜଳ...

UPSC ଫଳାଫଳ ପ୍ରକାଶିତ: ଜାଣନ୍ତୁ କେମିତି କରିବେ ଚେକ୍‌

ନୂଆଦିଲ୍ଲୀ,୨୨।୪:ଲୋକସେବା ଆୟୋଗ ଦ୍ୱାରା UPSC ଚୂଡ଼ାନ୍ତ ଫଳାଫଳ ଘୋଷଣା କରାଯାଇଛି। ପ୍ରୟାଗରାଜର ଶକ୍ତି ଦୁବେ ପ୍ରଥମ ସ୍ଥାନ ହାସଲ କରିଛନ୍ତି। ସମସ୍ତ ପ୍ରାର୍ଥୀ upsc.gov.in କୁ...

‘ସଂସଦ ସର୍ବୋଚ୍ଚ, ଏହା ଉପରେ କେହି ନୁହଁନ୍ତି’: ପୁଣି ସୁପ୍ରିମକୋର୍ଟକୁ ଟାର୍ଗେଟ୍‌ କଲେ ଉପରାଷ୍ଟ୍ରପତି

ନୂଆଦିଲ୍ଲୀ,୨୨।୪: ଉପରାଷ୍ଟ୍ରପତି ଜଗଦୀପ ଧନଖର ପୁଣି ଥରେ ଭାରତର ସମ୍ବିଧାନରେ ନିର୍ଦ୍ଦିଷ୍ଟ ଶାସନ ଢାଞ୍ଚାରେ ନ୍ୟାୟପାଳିକାର ଭୂମିକା ଏବଂ ସୀମା ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ...

ଗଞ୍ଜାମ ପୋଲିସର ସ୍ବତନ୍ତ୍ର ଅଭିଯାନ: ୩୪ ନିଖୋଜ ଶିଶୁ ଉଦ୍ଧାର

ଛତ୍ରପୁର,୨୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପୋଲିସ ଅଧୀନରେ ଚଳିତ ମାସ ୧୫ରୁ ନିଖୋଜ ପିଲାମାନଙ୍କୁ ଖୋଜିବା ଏବଂ ଉଦ୍ଧାର ପାଇଁ ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ...

ପ୍ରବଳ ଖରାରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଦହିପଣା ବଣ୍ଟନ

ଛତ୍ରପୁର,୨୨।୪,(ଦିଲ୍ଲୀପ ସାମଲ) : ଗ୍ରୀଷ୍ମ ପ୍ରବାହ ଯୋଗୁଁ ଚାରିଆଡେ ଜନ ଜୀବନ ଅସ୍ତ ବ୍ୟସ୍ତ ହୋଇପଡିଥିବା ବେଳେ ଗଞ୍ଜାମ ଜିଲାର ସଦର ମହକୁମା ଛତ୍ରପୁର ସହର...

ଅନ୍ୟାୟ, ଅତ୍ୟାଚାର ଅଭିଯୋଗ: ନ୍ୟାୟ ଦାବିରେ ସପରିବାର ଧାରଣା

ବରଗଡ଼,୨୨।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଦେବାହାଲ ଗ୍ରାମର ଲିପି ସାହୁଙ୍କ ପରିବାର ଉପରେ କିଛି ଲୋକ ଅନ୍ୟାୟ, ଅତ୍ୟାଚାର କରି ଚାଲିଥିବା ଅଭିଯୋଗ...

ଅତି ସହଜରେ ଘରେ ପ୍ରସ୍ତୁତ କରନ୍ତୁ ମ୍ୟାଙ୍ଗୋ କୁଲ୍‌ଫି; ଜାଣନ୍ତୁ ପ୍ରସ୍ତୁତି ପ୍ରଣାଳୀ…

ଖରାଦିନ ଆସିଲେ ଥଣ୍ଡା ଖାଇବାକୁ ମନ ବଳିଥାଏ। ସେ ଆଇସକ୍ରିମ ହେଉ ଅବା ଲସି ଘରେ ଘରେ ଏହାର ଚାହିଦା ବଢ଼ିଯାଇଥାଏ। ହେଲେ ଆଜିର ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri