Posted inଜାତୀୟ

ଅଭିଯୁକ୍ତ ଆଶିଷ କେଉଁଠି ତାହା ଆଇଜିଙ୍କୁ ବି ଅଜଣା…

ଲକ୍ଷ୍ନୌ,୭।୧୦: ଲକ୍ଷ୍ମୀପୁର ଖିରି କାଣ୍ଡର ମୁଖ୍ୟ ଅଭିଯୁକ୍ତ ରାଜ୍ୟ ଗୃହମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ର ଏବେ ପୋଲିସ ହାତ ପାଅନ୍ତାରେ ନାହାନ୍ତି। ସେ କେଉଁଠି ଅଛନ୍ତିା ତାହା ଆଇଜିଙ୍କୁ ମଧ୍ୟ ଅଜଣା। ପୋଲିସ କହିଛି ଯେ, ତାଙ୍କର ସନ୍ଧାନ ଜାରି ରହିଛି। ଖୁବ୍‌ ଶୀଘ୍ର ତାଙ୍କୁ ଗିରଫ କରାଯିବ। କିଛି ଦିନ ତଳେ ଆଶିଷ ମିଡ଼ିଆରେ  ସାକ୍ଷାତ୍‌କାର ଦେଉଥିବାବେଳେ ଏବେ କେଉଁଠି ଅଛନ୍ତି ତାହା ରାଜ୍ୟ ପୋଲିସ ଜାଣି ନ ଥିବା କହିଛି। ଆଶିଷଙ୍କ ବିରୋଧରେ ଏଫ୍‌ଆଇଆର୍‌ ରୁଜୁ କରାଯାଇଛି। ବହରାଇଚ ବାସିନ୍ଦା ଜଗଜିତ୍‌ ସିଂ ଏହା ରୁଜୁ କରିଛନ୍ତି। ଏଥିରେ ଉଲ୍ଲେଖ କରାଯାଇଛି ଆଶିଷ ଚାଷୀଙ୍କୁ ଗାଡ଼ିକୁ ଧକ୍କା ଦେବା ସହିତ ଫାୟାରିଂ ମଧ୍ୟ କରିଥିଲେ।

ଆଇଜିଙ୍କ ମନ୍ତବ୍ୟ ନେଇ ଏବେ ସାଧାରଣରେ ପ୍ରଶ୍ନ ଉଠୁଛି ଯେ, ପୋଲିସ ଜାଣିଶୁଣି ଏଭଳି କରୁଛି ନା ସତ କଥା କହୁଛି। ରାଜ୍ୟର ବଡ଼ ବଡ଼ ଅପରାଧୀଙ୍କୁ ଖୋଜି ଏନ୍‌କାଉଣ୍ଟର କରିଥିବା ପୋଲିସ ମନ୍ତ୍ରୀଙ୍କ ପୁଅକୁ ଖୋଜିବାରେ ଅସହାୟ କାହିଁକି ବୋଲି ବିରୋଧୀ ଦଳଙ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’

ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ...

ସମସ୍ତ ମୁସଲମାନଙ୍କୁ ଓବିସି ବର୍ଗରେ ସାମିଲ କରିବାକୁ ନେଇ କର୍ନାଟକ ସରକାରଙ୍କ ବୟାନରେ ସନ୍ତୁଷ୍ଟ ନୁହେଁ ଏନସିବିସି

ବେଙ୍ଗାଲୁରୁ,୨୫।୪: ନ୍ୟାସନାଲ କମିଶନ ଫର ବ୍ୟାକଓ୍ବାର୍ଡ କ୍ଲାସେସ (ଏନସିବିସି) ସଂରକ୍ଷଣ ସୁବିଧା ଯୋଗାଇବା ପାଇଁ କର୍ନାଟକର ସମସ୍ତ ମୁସଲମାନ ସମ୍ପ୍ରଦାୟକୁ ଓବିସି ବର୍ଗରେ ଅନ୍ତର୍ଭୁକ୍ତ କରିବାକୁ...

୨୦୨୪ ହେବାକୁ ଯାଉଛି ବିଶ୍ୱର ସବୁଠାରୁ ମହଙ୍ଗା ଇଲେକ୍ସନ, ୨୦୧୯ ତୁଳନାରେ ଖର୍ଚ୍ଚ ହେଉଛି ୨ ଗୁଣା ଅଧିକ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବ ରେକର୍ଡ ଭାଙ୍ଗିବା ଏବଂ ବିଶ୍ୱର ସବୁଠାରୁ ମହଙ୍ଗା ର୍ନିବାଚନ ଇଭେଣ୍ଟ ହେବାକୁ ଯାଉଛି। ଏନଜିଓ ସେଣ୍ଟର ଫର...

ଏହି ଲୋକ ସଭା ଆସନରେ ସ୍ବାମୀଙ୍କୁ ଟକ୍କର ଦେବେ ସ୍ତ୍ରୀ

ଲକ୍ଷ୍ନୌ,୨୫।୩୪: ଉତ୍ତରପ୍ରଦେଶର ଇଟାୱା ଲୋକ ସଭା ଆସନରେ ପ୍ରତିଯୋଗିତା ରୋଚକ ହୋଇଛି। ବର୍ତ୍ତମାନର ଏମ୍‌ପି ରାମ ଶଙ୍କର କ୍ୟାଥେରିଆଙ୍କ ଉପରେ ଆତ୍ମବିଶ୍ୱାସ ପ୍ରକାଶ କରି ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri