ଅଭିଯୁକ୍ତ ଏଏସ୍‌ଆଇ ଗୋପାଳଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଝାରସୁଗୁଡ଼ା ଅଫିସ,୩୦।୧: ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଗୁଳିକାଣ୍ଡ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ସୋମବାର କ୍ରାଇମବ୍ରାଞ୍ଚ ଅଧିକାରୀ ଅଭିଯୁକ୍ତ ଏଏସ୍‌ଆଇ ଗୋପାଳ ଦାସଙ୍କୁ ପଚରାଉଚରା ଆରମ୍ଭ କରିଛନ୍ତି। ସୁନ୍ଦରଗଡ଼ ପୋଲିସ ରିଜର୍ଭ ଅଫିସରେ ଅଭିଯୁକ୍ତ ଗୋପାଳଙ୍କୁ ଜେରା କରାଯାଉଛି। ଗୁଳିକାଣ୍ଡର କାରଣ ଜଣାପଡ଼ି ନ ଥିବା ବେଳେ ଏଏସ୍‌ଆଇ ଏକାକୀ ଗୁଳି କରିଥିବା ଜଣାପଡ଼ିଛି।

ମିଳିଥିବା ସୂଚନା ମୁତାବକ, ବ୍ରଜରାଜନଗର ଗାନ୍ଧୀଛକଠାରେ ଏକ ଦଳୀୟ କାର୍ଯ୍ୟକ୍ରମରେ ମନ୍ତ୍ରୀ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେବାକୁ ଯାଉଥିଲେ। ସଭାସ୍ଥଳ ୧୦୦ ମିଟର ଥିବାବେଳେ ସମର୍ଥକମାନେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ କାର୍‌ରୁ ପାଛୋଟି ନେବା ସମୟରେ ମନ୍ତ୍ରୀଙ୍କ ପୂର୍ବତନ ପିଏସ୍‌ଓ ତଥା ବ୍ରଜରାଜନଗର ଗାନ୍ଧୀଛକ ପୋଲିସ ଫାଣ୍ଡି ଅଧିକାରୀ ଗୋପାଳକୃଷ୍ଣ ଦାସ ଅତି ନିକଟରୁ ତାଙ୍କ ଉପରକୁ ଗୁଳି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଗରକର ଜଣେ ଅହଙ୍କାରୀ ଚୟନକର୍ତ୍ତା, ଖେଳାଳିଙ୍କ ଜୀବନ ବରବାଦ କରିଛନ୍ତି: ସାମିଙ୍କ ଅବସର ପରେ ବର୍ଷିଲେ…

ନୂଆଦିଲ୍ଲୀ,୭।୧୧: ଭାରତୀୟ କ୍ରିକେଟ୍ ଦଳର ଅନ୍ୟତମ ଶ୍ରେଷ୍ଠ ଦ୍ରୁତ ବୋଲର ମହମ୍ମଦ ସାମି ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ଦୀପାବଳିର ଠିକ୍ ଦୁଇ ଦିନ ପୂର୍ବେ,…

ଅତିରିକ୍ତ ୨ ବର୍ଷ କାର୍ଯ୍ୟ ଶେଷ ପରେ ନିୟମିତ ପାଇଁ ଯୋଗ୍ୟ ହେବେ ଅଗ୍ନିବୀର

ନୂଆଦିଲ୍ଲୀ,୭ା୧୧: ଅତିରିକ୍ତ ୨ ବର୍ଷ କାର୍ଯ୍ୟକାଳ ଶେଷ କରିବା ପରେ ସମସ୍ତ ଅଗ୍ନିବୀର ଚାହିଁଲେ ନିୟମିତ ସୈନ୍ୟ ଭାବେ ପଞ୍ଜୀକୃତ ହେବା ପାଇଁ ଯୋଗ୍ୟ ବିବେଚିତ ହେବେ…

ପାରିବାରିକ କଳହ ନା ଚାକିରୀ ଚାପ? ଛୁଟିରୁ ଫେରିବା ପରେ କ୍ୱାର୍ଟରରୁ ମିଳିଲା ଅମ୍ବାଦଳା ଥାନା SIଙ୍କ ଝୁଲନ୍ତା ମୃତଦେହ, ଉଠିଲା ପ୍ରଶ୍ନ

ଆମ୍ବଦଳା,୭।୧୧(ରବିନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଆମ୍ବଦଳା ଥାନାରେ କାର୍ଯ୍ୟରତ ଏସ୍‌ଆଇ ଅଶୋକ ପ୍ରଧାନଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ଥାନା ପରିସରସ୍ଥିତ ସରକାରୀ କ୍ୱାର୍ଟରର ବନ୍ଦ…

କୋଟିଆରୁ ଆନ୍ଧ୍ର ସମିତିସଭ୍ୟ ନିର୍ବାଚିତ

ପଟ୍ଟାଙ୍ଗି,୭ା୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆ ପଞ୍ଚାୟତରେ ଆନ୍ଧ୍ର ନିର୍ବାଚନକୁ ନେଇ ୨ ରାଜ୍ୟ ମଧ୍ୟରେ ଛକାପଞ୍ଝା ଲାଗି ରହିଥିଲା। ଏହା ସତ୍ତ୍ୱେ…

ମରୈଗାଁ-ବଳିପୁର ରାସ୍ତା ନିର୍ମାଣ ଓ ନଦୀବନ୍ଧ ସମ୍ପୂର୍ଣ୍ଣ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କଲେ ବିଶ୍ୱନାଥ

ହାଟଡିହୀ/ଛେନାପଦୀ, ୭।୧୧ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ରାଜ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଭିନ୍ନ ଜନସମସ୍ୟା ଓ ଅସମ୍ପୂର୍ଣ୍ଣ ଉନ୍ନୟନମୂଳକ…

ଚିନ୍ତା ବଢ଼ାଉଛି ପ୍ରଦୂଷଣ, ଦୀପାବଳି ପୂର୍ବରୁ ଦିଲ୍ଲୀ ବିଶ୍ୱର ସବୁଠୁ ପ୍ରଦୂଷିତ ସହର

ନୂଆଦିଲ୍ଲୀ,୭ା୧୧: ଆଲୋକର ପର୍ବ ଦୀପାବଳି ପୂର୍ବରୁ ଶନିବାର ଦିଲ୍ଲୀ ବିଶ୍ୱର ସବୁଠୁ ପ୍ରଦୂଷିତ ବୃହତ୍‌ ସହର ଥିଲା ବୋଲି ସୁଇସ୍‌ ଗ୍ରୁପ୍‌ ଆଇକ୍ୟୁଏୟାରର ଲାଇଭ୍‌ ର଼୍ୟାଙ୍କିଙ୍ଗ୍‌ରୁ ଜଣାପଡ଼ିଛି।…

ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ଭାଗ ନେବେ ଜଳନିଧି ସ୍କୁଲ ଝିଅ, ୧୧ଟି ଦଳକୁ ପଛରେ ପକାଇ …

ଗୁଡ଼ାରି, ୭।୧୧ (ପ୍ରମୋଦ କୁମାର ପତି): ଆସନ୍ତା ୧୩ ଓ ୧୪ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି ୨୦୨୬” ରେ…

ଦିଗପହଣ୍ଡି ବନାଞ୍ଚଳରେ ହାତୀ ଭୟ: ଆକାଶରୁ ଡ୍ରୋନ୍ ରଖୁଛି ନଜର, ଫଟୋ-ଭିଡିଓ ନଉଠାଇବାକୁ…

ଦିଗପହଣ୍ଡି, ୭।୧୧ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ତିଳେଶ୍ୱର, ବଳଧିଆ ଖଇର ପଦର, ସିଙ୍ଗପୁର, ହରିଣା, ସୁମନ୍ତପୁର, ଗଙ୍ଗାପୁର, ଗୁଣ୍ଡୁରିଗୁଡ଼ା, ଆଦିକନ୍ଦପୁର, ସୁନାଖଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?