ମମିତା ମେହେର ହତ୍ୟା ମାମଲା: ଘୁଞ୍ଚିଲା ଗୋବିନ୍ଦଙ୍କ ଜାମିନ ଆବେଦନର ଶୁଣାଣି

ବଲାଙ୍ଗୀର ଅଫିସ,୬।୧୨: ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଜାମିନ ଆବେଦନର ଶୁଣାଣି ଘୁଞ୍ଚିଛି । ସୋମବାର କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ଗୋବିନ୍ଦଙ୍କ ଜାମିନ ଆବେଦନର ଶୁଣାଣି ଥିଲା । ମାତ୍ର କୋର୍ଟ ଜାମିନ ଶୁଣାଣିର ତାରିଖ ଘୁଞ୍ଚାଇ ଦେଇଛନ୍ତି । ଗୋବିନ୍ଦଙ୍କ ଓକିଲ କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ଜାମିନ ନେଇ ଆବେଦନ କରିଥିଲେ । କୋର୍ଟ ସୋମବାର ଶୁଣାଣି ତାରିଖ ଧାର୍ଯ୍ୟ ରଖିଥିଲେ । ପୂର୍ବରୁ ବଙ୍ଗୋମୁଣ୍ଡା ଜେଏମ୍‌ଏଫସି କୋର୍ଟରେ ଜାମିନ ଖାରଜ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇଲ ଭିତରେ ଚପିଯାଇଛି ମୌଳିକ ଦାବି

ବେଗୁନିଆ,୨।୨(ଡି.ଏନ୍‌.ଏ.): ସରକାରୀ ଯୋଜନାକୁ ଲୋକାଭିମୁଖୀ କରିବା ସହ ସାଧାରଣ ଲୋକଙ୍କ ବିକାଶଧାରାକୁ ତ୍ୱରାନ୍ବିତ କରିବା ପାଇଁ ରାଜ୍ୟ ସରକାରଙ୍କ ମହତ୍‌ ଉଦ୍ଦେଶ୍ୟଟି ସାଧିତ ହୋଇପାରୁ ନାହିଁ।...

ଗୁରୁତର ଅବସ୍ଥାରେ ଅଜଣା ଯୁବକଙ୍କୁ ଉଦ୍ଧାରକଲା ଅଗ୍ନିଶମ ବିଭାଗ

ଆନନ୍ଦପୁର,୧୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ୫୩ ନଂ. ରାଜ୍ୟ ରାଜପଥ ବଞ୍ଚୋ ଛକ ନିକଟରେ ଶନିବାର ଜଣେ ଅଜଣା ଯୁବକ ଦୁର୍ଘଟଣାଗ୍ରସ୍ତ ହୋଇ...

ସପ୍ତାହକରେ ଗଲାଣି ୧୧ ଜୀବନ

ମାଲକାନଗିରି/ମାଥିଲି,୧୦।୯(ଡି.ଏନ.ଏ): ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଟେମୃପାଲି ପଞ୍ଚାୟତର ହଳଦୀକୁଣ୍ଡ ଗ୍ରାମରେ ଅଜଣା ରୋଗରେ ଗତ ସପ୍ତାହକ ମଧ୍ୟରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି।...

ପୁରୀ ସେବାୟତଙ୍କ ୩ୟ ପର୍ଯ୍ୟାୟ କୋଭିଡ ଟେଷ୍ଟ ଆରମ୍ଭ

ପୁରୀ ଅଫିସ,୧୧।୭: ଶେଷ ହୋଇଛି ରଥଯାତ୍ରା। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପ୍ରକାରେ ରଥଯାତ୍ରା କିଭଳି ଭାବେ ସମ୍ପର୍ଣ୍ଣ ହୋଇଛି ସେ ନେଇ ରାଜ୍ୟ ସରକାର ସର୍ବୋଚ୍ଚ ନ୍ୟାୟାଳୟଙ୍କୁ...

ନୂଆପଡ଼ା ଏଡିଏମ୍‌ କରୋନା ଆକ୍ରାନ୍ତ

ନୂଆପଡ଼ା ଅଫିସ,୧୯ା୮-ନୂଆପଡ଼ା ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି। ଜଣକ ପରେ ଜଣେ ପ୍ରଶାସନିକ ଅଧିକାରୀ, ସରକାରୀ କର୍ମଚାରୀ ସଂକ୍ରମଣର ଶିକାର...

ଦିଗପହଣ୍ଡିରେ ଧର୍ମଘଟ ପ୍ରଭାବ: ଦୋକାନ ବଜାର ବନ୍ଦ , ପ୍ରତିବାଦ ସଭା

ଦିଗପହଣ୍ଡି,୨୬।୧୧(ଡି.ଏନ.ଏ.): କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ମାରଣ ନୀତି ବିରୋଧରେ ଗୁରୁବାର ସର୍ବଭାରତୀୟ ଶ୍ରମିକ ସଙ୍ଗଠନ ସମୂହ ପକ୍ଷରୁ ଡ଼ାକରା ଦିଆଯାଇଥିବା ଧର୍ମଘଟ ପ୍ରଭାବରେ...

ବାହୁଡ଼ାଯାତ୍ରା ନୀତି ପାଇଁ ପ୍ରଶାସନର ପ୍ରସ୍ତୁତି

ପୁରୀ ଅଫିସ,୬।୭: ବାହୁଡ଼ାଯାତ୍ରା ନୀତି ସଅଳ କରିବା ପାଇଁ ମଙ୍ଗଳବାର ଦଇତାପତି ନିଯୋଗ ସହ ଜିଲାପାଳଙ୍କ ବୈଠକ ହୋଇଛି। ଜୁଲାଇ ୮ ସା ଦର୍ଶନ ଦିନ...

ରକ୍ତରଞ୍ଜିତ ହେଲା ସୁନାମୁଖୀ ପୀଠ

ଭବାନୀପାଟଣା,୨୧।୧: କଳାହାଣ୍ଡି ଜିଲା ମା’ ମାଣୀକେଶ୍ୱରୀଙ୍କ ଛତରଯାତ୍ରା ପରେ ଅଲାତରାର ସୁନାମୁଖୀ ଯାତ୍ରାରେ ବଳି ପଡିବା ପ୍ରଥା ବହୁ ପ୍ରାଚୀନ। ମଦନପୁର ରାମପୁର ବ୍ଲକ ଅନ୍ତର୍ଗତ...

Advertisement
Archives

Model This Week