ହାତ ଦେଖାରୁ ବୃଦ୍ଧଙ୍କୁ ଟାଙ୍ଗିଆରେ ହାଣି ହତ୍ୟା: ଅଭିଯୁକ୍ତ କୋର୍ଟ ଚାଲାଣ

ଜୁନାଗଡ଼,୧୭।୮(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ତଳଜାରିଙ୍ଗ ପଞ୍ଚାୟତର ଚେରମହୁଲ ଗ୍ରାମରେ ଶନିବାର ହାତ ଦେଖାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଥିଲା। ଏଥିରେ ଚେରମହୁଲ ଗ୍ରାମର ଯୁବକ ରତ୍ନା ମାଝୀ(୪୦) ତଲଜାରିଙ୍ଗ ଗ୍ରାମର ବୃଦ୍ଧ ରଥ କନ୍ଦପାନ(୬୦)ଙ୍କୁ ଟାଙ୍ଗିଆରେ ହାଣି ମୁଣ୍ଡରୁ ଗଣ୍ଡି ଅଲଗା କରିଥିଲେ। ମୃତ ବୃଦ୍ଧଙ୍କ ସ୍ତ୍ରୀ ପୂର୍ଣ୍ଣିମା ତାଙ୍କ ସ୍ବାମୀଙ୍କୁ ରତ୍ନା ହତ୍ୟା କରିଥିବା ନେଇ ଜୁନାଗଡ଼ ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ। ପରେ ପୋଲିସ ଏକ ମାମଲା (ନଂ.୫୫୨/୨୦୨୫) ରୁଜୁ କରିବା ସହ ହତ୍ୟା ମାମଲାରେ ଅଭିଯୁକ୍ତ ରତ୍ନା ମାଝୀଙ୍କୁ ଗିରଫ କରି ରବିବାର ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛି। ଏ ନେଇ ଜୁନାଗଡ଼ ଆଇଆଇସି ଶେଷଦେବ ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ଜଳାଶୟ ମାଟି କାମକୁ ନେଇ କଂଗ୍ରେସ – ବିଜେଡି ମୁହାଁମୁହିଁ: ପୌର ପରିଷଦ ଅଧ୍ୟକ୍ଷା, କାଉନସିଲର ପହଞ୍ଚିବା ପରେ ହଙ୍ଗାମା

ବଲାଙ୍ଗୀର, ୬।୬( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର କରଙ୍ଗାକଟା ଓ ନରସିଂହ ବନ୍ଧ ଆଡିରେ ଶନିବାର ସକାଳେ କଂଗ୍ରେସ ଓ ବିଜେଡି ମୁହାଁମୁହିଁ ହୋଇଛନ୍ତି। ବିଜେଡି…

ଭୟଙ୍କର ଦୁର୍ଘଟଣା :ବସ୍ ସହ ଲୁହାପଥର ବୋଝେଇ ଟ୍ରେଲର ଧକ୍କା

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଯୋଡା ଥାନା ଅନ୍ତର୍ଗତ ଏନ୍‌ଏଚ୍–୫୨୦ର ଲହଣ୍ଡା ନିକଟସ୍ଥ ରେଳୱେ ଅଣ୍ଡରପାସ୍‌ରେ ଏକ ଟ୍ରେଲର ଓ ଯାତ୍ରୀବାହୀ ବସ୍‌ ମଧ୍ୟରେ ଧକ୍କା…

୭୯ ଥର ରକ୍ତଦାନ କରି ସୃଷ୍ଟି କଲେ ରେକର୍ଡ: ଜନ୍ମଦିନରେ ବଞ୍ଚାଇଲେ ଶିଶୁର ଜୀବନ

ଭଞ୍ଜନଗର, ୬।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳର ଜଣାଶୁଣା ରକ୍ତଦାତା ତଥା ସାମାଜିକ କର୍ମୀ ଜୟକୃଷ୍ଣ ପଟ୍ଟନାୟକ ୭୯ ଥର ରକ୍ତଦାନ କରି ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri