ଗୋଟିଏ ପରିବାରର ୪ଜଣଙ୍କୁ ହତ୍ୟା, ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ

ବରଗଡ଼ ଅଫିସ,୨୩।୫: ବରଗଡ଼ ଜିଲା ଭଟଲି ଥାନା ଅଧୀନ ଝିକିଝିକି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଗୋଟିଏ ପରିବାରର ୪ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକମାନେ ହେଲେ, ଗ୍ରାମର ଗୁରୁଦେବ ବାଗ(୫୫) ଏବଂ ତାଙ୍କର ସ୍ତ୍ରୀ ଶିବାଗ୍ରୀ(୪୮), ପୁଅ ଚୂଡାମଣି(୧୫) ଓ ଝିଅ ଶ୍ରାବଣୀ(୧୦) । ହତ୍ୟା ପରେ ମୃତଦେହକୁ ଏକ ଗୁହାଳରେ ଅଭିଯୁକ୍ତ ଲୁଚାଇ ରଖିଥିଲେ। ତେବେ ପୋଲିସ ମଙ୍ଗଳବାର ସକାଳେ ଘଟଣାସ୍ଥଳକୁ ପହଞ୍ଚି ଘଟଣାର ଛାନଭିନ୍‌ ଚଲାଇଛି। ଅନ୍ୟପକ୍ଷେ ଅଭିଯୁକ୍ତ ଜଣକ ପୋଲିସ ପାଖରେ ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି। ଅଭିଯୁକ୍ତ ଜଣକ ହେଲେ, ଉକ୍ତ ଗ୍ରାମର ଶିବ ବାଗ(୫୮)। ସେ ମୃତକଙ୍କ ଜଣେ ସମ୍ପର୍କୀୟ ହୋଇ ଥିବାବେଳେ ପାରିବାରିକ ବିବାଦରୁ ଏହି ହତ୍ୟାକାଣ୍ଡ ହୋଇଥିବାସାଧାରଣରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ‘ସମ୍ରାଟ’ ଯୁଗ ଆରମ୍ଭ: ବୁଧବାର ଶପଥ ଗ୍ରହଣ

ପାଟନା,୧୪।୪: ନୀତୀଶ କୁମାର ମଙ୍ଗଳବାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଶେଷ କ୍ୟାବିନେଟ ବୈଠକ କରି ରାଜ୍ୟପାଳଙ୍କ ସହ ସାକ୍ଷାତ କରି ଇସ୍ତଫା ପତ୍ର…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ବିହାରରେ ‘ନୀତୀଶ ଯୁଗ’ ଶେଷ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା , କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ?

ପାଟନା,୧୪।୪: ଆଜି ବିହାର ରାଜନୀତିରେ ଏକ ଐତିହାସିକ ଯୁଗର ଅନ୍ତ ହୋଇଛି। ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri