କୋର୍ଟରୁ ଅଭିଯୁକ୍ତ ଚମ୍ପଟ୍‌

ସମ୍ବଲପୁର,୧୧ା୮(ବ୍ୟୁରୋ): ସମ୍ବଲପୁର କୋର୍ଟ ପରିସରରୁ ଗୁରୁବାର ସନ୍ଧ୍ୟାରେ ସୁନିଲ ନାଏକ ନାମକ ଜଣେ ଅଭିଯୁକ୍ତ ଚମ୍ପଟ୍‌ ମାରିଛନ୍ତି। ପୋଲିସ କର୍ମଚାରୀଙ୍କ ଅବହେଳା ଯୋଗୁ ଏଭଳି ଘଟଣା ଘଟିଥିବା କୁହାଯାଉଛି। ଏ ନେଇ ଟାଉନ ଥାନାରେ ଏକ ମାମଲା ରୁଜୁ ହୋଇଥିବା ବେଳେ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି।

ସୂଚନାଯୋଗ୍ୟ କତରବଗା ଥାନା ପୋଲିସ ଏକ ବାଇକ୍‌ ଚୋରି ମାମଲାରେ ସୁନିଲ ଓ ଅନ୍ୟ ୨ଜଣଙ୍କୁ ଗିରଫ କରିଥିଲା। ଗୁରୁବାର ଡାକ୍ତରୀ ମାଇନା ପରେ ସନ୍ଧ୍ୟାରେ ପୋଲିସ ୩ ଅଭିଯୁକ୍ତଙ୍କୁ ସମ୍ବଲପୁର କୋର୍ଟରେ ହାଜର କରିବାକୁ ଆଣିଥିଲା। କୋର୍ଟରେ ହାଜର ହେବା ଆଗରୁ ସୁନିଲ ଚମ୍ପଟ୍‌ ମାରିଥିଲେ। ଅନ୍ୟ ୨ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର ପରେ ଜେଲ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ବରଗଡ଼ ଗସ୍ତରେ କମିଶନର ରାମଚନ୍ଦ୍ର ଯାଦବ: କୁରୁଆଁ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟ କଲେ ପରିଦର୍ଶନ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ସଚିବ ସଚିନ ରାମଚନ୍ଦ୍ର ଯାଦବ ବୁଧବାର ବରଗଡ଼ ଜିଲା ଗସ୍ତରେ ଆସିଥିଲେ ।…

ବରଗଡ଼ର ଗୌରବ: ଆନ୍ତର୍ଜାତୀୟ ଚେସ୍ ‘ଫିଡେ ରେଟିଂ’ ହାସଲ କଲେ ରୋନକ୍ କୁମାର

ବରଗଡ,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ଜଣେ କୁନି ଚେସ୍ ଖେଳାଳି। ବରଗଡ଼ ଚେସ୍ ଆସୋସିଏସନ ତରଫରୁ ପରିଚାଳିତ ପ୍ରଶିକ୍ଷଣ କେନ୍ଦ୍ର…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri