ଶିକାରୀ ସନ୍ଦେହରେ ପିଟିପିଟି ହତ୍ୟା ଅଭିଯୋଗ: ବନବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି ବିକ୍ଷୋଭ

କପ୍ତିପଦା,୨୩ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ରେଞ୍ଜ ପୋଡ଼ାଡିହା ଫରେଷ୍ଟ ବିଟ୍‌ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ମୃତଦେହ ରଖି ବିକ୍ଷୋଭ କରାଯାଇଛି। ମୃତକ ଜଣକ ହେଲେ କପ୍ତିପଦା ଥାନା ନଛିପୁର ଗ୍ରାମର ଗଜେନ୍ଦ୍ର ନାଏକ।
ସୂଚନାଯୋଗ୍ୟ, ଗତ ୯ ତାରିଖରେ ଗଜେନ୍ଦ୍ର ଜଙ୍ଗଲକୁ ଯାଇଥିଲେ। ମାତ୍ର ସେ ଆଉ ଘରକୁ ଫେରି ନ ଥିଲେ। ପରିବାର ଲୋକେ ୩ ଦିନ ତାଙ୍କୁ ଖୋଜିଥିଲେ ସୁଦ୍ଧା ତାଙ୍କର ପତ୍ତା ପାଇ ନ ଥିଲେ। ପରେ ଗଜେନ୍ଦ୍ର ଗୁରୁତର ହୋଇ ବାରିପଦା ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ପରିବାର ଲୋକଙ୍କୁ ଖବର ଦେଇଥିଲେ ପୋଡ଼ାଡିହା ବନ ବିଭାଗର କର୍ମଚାରୀ। ପରେ ତାଙ୍କୁ କଟକ ନେଇ ଚିକିତ୍ସା କରାଇଥିବା ବେଳେ ଗୁରୁବାର ତାଙ୍କର ମୃତ୍ୟୁ ଘଟିଥିଲା। ବନ ବିଭାଗ କର୍ମଚାରୀ ଗଜେନ୍ଦ୍ରଙ୍କୁ ବାଡ଼େଇ ବାଡ଼େଇ ଗୁରୁତର କରିବାରୁ ତାଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ କରି ଗ୍ରାମବାସୀ ଏବଂ ପରିବାର ଲୋକେ କ୍ଷତିପୂରଣ ଦାବି କରି ମୃତଦେହ ରଖି ବିକ୍ଷୋଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri