Posted inଜାତୀୟ

ଜେଲରେ ଅଭିଯୁକ୍ତ ସଞ୍ଜୟ ରୟଙ୍କୁ ପସନ୍ଦ ଆସିଲାନି ରୁଟି-ତରକାରୀ, ଡିମାଣ୍ଡ କଲେ ଏହି ଖାଇବା, ଯାହାକୁ ଶୁଣି…

କୋଲକାତା,୩୧।୮: କୋଲକାତା ଆର୍‌.ଜି କର ହସ୍ପିଟାଲ ମହିଳା ଟ୍ରେନିି ଡାକ୍ତରଙ୍କ ବଳାତ୍କାର-ହତ୍ୟା ମାମଲାରେ ସିବିଆଇ ତଦନ୍ତ କରୁଛି। ଶୁକ୍ରବାର ସିବିଆଇ ଟିମ କୋଲକାତାର ଆର୍‌.ଜି କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କୁ ପଚରାଉଚରା କରିଛି। ସନ୍ଦୀପ ଘୋଷଙ୍କ କ୍ରମାଗତ ୧୪ ଦିନ ଧରି ସିବିଆଇ ପଚରାଉଚରା କରିଛି। ଅନ୍ୟପଟେ, ବଳାତ୍କାର ଓ ହତ୍ୟା ମାମଲାରେ ଅଭିଯୁକ୍ତ ସଞ୍ଜୟ ରୟଙ୍କ ଏବେ ଜେଲରେ ଅଛନ୍ତି।

ଜେଲ ସୂତ୍ର ଅନୁଯାୟୀ, ଅଭିଯୁକ୍ତଙ୍କୁ ଜେଲରେ ଦିଆଯାଉଥିବା ଖାଦ୍ୟକୁ ପସନ୍ଦ କରୁନାହାନ୍ତି। ସଞ୍ଜୟ ଜଣେ ଜେଲ କର୍ମଚାରୀଙ୍କୁ ପଚାରିଥିଲେ ଆଜି ରାତିରେ ଖାଇବା କଣ? ଉତ୍ତରରେ କର୍ମଚାରୀ ଜଣଙ୍କ କହିଲେ ରୁଟି ଆଉ ତରକାରୀ। ଯାହାକୁ ଶୁଣି ସଞ୍ଜୟ ରୟ ନିଜର କ୍ରୋଧ ପ୍ରକାଶ କରିଥିଲେ ଏବଂ ତାଙ୍କୁ ରାତିରେ ଅଣ୍ଡା ଚାଉମିନ ଖାଇବାକୁ ଦିଆଯିବାକୁ ସେ ଦାବି କରଥିଲେ। ତେବେ ଜେଲ ନିୟମ ଅନୁଯାୟୀ ସମସ୍ତ ବନ୍ଦୀଙ୍କୁ ସେମାନଙ୍କ ପାଇଁ ପ୍ରସ୍ତୁତ ସମାନ ଖାଦ୍ୟ ଖାଇବାକୁ ପଡ଼ିବ। ତେଣୁ ସଞ୍ଜୟଙ୍କୁ ମଧ୍ୟ ସେହି ରୁଟି, ତରକାରୀ ଦିଆଗଲା। ହେଲେ ଏଥିରେ ସେ ରାଗି ଯାଇ ଜେଲ କର୍ମଚାରୀଙ୍କ ଗାଳିଗୁଲଜ କରିଥିଲେ। ଆଉ ପରେ ସେ ଖାଦ୍ୟ ଖାଇଥିଲେ।

ଅଗଷ୍ଟ ୮ ତାରିଖ ରାତିରେ ଅଭିଯୁକ୍ତ ସଞ୍ଜୟ ରୟ କୋଲକାତାର ଆର.ଜି କର ହସ୍ପିଟାଲରେ ଜଣେ ଟ୍ରେନି ଡାକ୍ତରଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ। ଏହି ଘଟଣା ସାମ୍ନାକୁ ଆସିବା ପରେ ସାରା ଦେଶରେ ଡାକ୍ତରମାନେ ଧର୍ମଘଟ କରି ଡାକ୍ତରଙ୍କ ସୁରକ୍ଷା ଦାବି କରୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କ ପାଇଁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri