Posted inଜାତୀୟ

ଅଭିଯୁକ୍ତ ସଞ୍ଜୟଙ୍କ ଭଉଣୀ ଦେଲେ ବଡ଼ ବୟାନ, ଯଦି ସେ ଭୁଲ କରିଛନ୍ତି…

କୋଲକାତା,୨୪।୮: କୋଲକାତାର ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଟ୍ରେନି ଡାକ୍ତରଙ୍କ ନିର୍ଦ୍ଦୟ ବଳାତ୍କାର ଓ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟଙ୍କୁ ସିବିଆଇ କଡା ନଜର ରଖିଛି। ଆଜି ତାଙ୍କର ପଲିଗ୍ରାଫ ଟେଷ୍ଟ ହେଉଛି। ତେବେ ଏସବୁ ଘଟଣା ଭିତରେ ସଞ୍ଜୟଙ୍କ ଭଉଣୀଙ୍କ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି, ସେ ସାଧାରଣ ଥିଲେ ଏବଂ ସେ ଏପରି କାମ କରି ନ ଥିବେ।

ମୁଁ ତାଙ୍କୁ ଦୀର୍ଘ ସମୟ ଧରି ଦେଖି ନାହିଁ, ତେଣୁ ସେ କିପରି ଏପରି ଅପରାଧ କରିପାରିବେ ମୁଁ ବୁଝିପାରୁ ନାହିଁ। ସେ ବହୁତ ସାଧାରଣ ଥିଲେ; ସେ ସେପରି କିଛି କରିପାରିବେ ନାହିଁ। କିନ୍ତୁ ଯଦି ସେ ଏପରି ଭୁଲ କରିଛନ୍ତି ତେବେ ସରକାର ଉଚିତ ପଦକ୍ଷେପ ନିଅନ୍ତୁ।

ସୂଚନାଥାଉ କି, କୋଲକାତାର ଏକ ସ୍ବତନ୍ତ୍ର କୋର୍ଟ ରୟଙ୍କ ଉପରେ ପଲିଗ୍ରାଫ ପରୀକ୍ଷା କରିବାକୁ ଅନୁମତି ଦେଇଛନ୍ତି। ପୂର୍ବତନ ମେଡିକାଲ କଲେଜ ପ୍ରିନ୍ସପାଲ ସନ୍ଦୀପ ଘୋଷ ଏବଂ ଅନ୍ୟ ଚାରିଜଣ ଡାକ୍ତରଙ୍କ ପାଇଁ ଲାଏ ଡିଟେକ୍ଟର ଟେଷ୍ଟକୁ ମଧ୍ୟ କୋର୍ଟ ଅନୁମୋଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର…

ଲଭ୍, ସେକ୍ସ ଓ ଧୋକା: ବନ୍ଧା ହେଲେ ଡାକ୍ତର

ଭୁବନେଶ୍ୱର, ୨୨।୬: ପ୍ରେମ ସମ୍ପର୍କର ଆଳରେ ଜଣେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ସହ ପ୍ରାୟ ୩୦ ଲକ୍ଷ ଟଙ୍କା ମୂଲ୍ୟର ସୁନା ଗହଣା ଠକି…

ନାବାଳିକାକୁ ଜଙ୍ଗଲକୁ ନେଇ କରିଥିଲେ ବଳାତ୍କାର, ଏବେ କୋର୍ଟ ଶୁଣାଇଲେ ସଜା, ଅଭିଯୁକ୍ତଙ୍କୁ…

କଟକ,୨୨।୬(ପ୍ରଭୁ କଲ୍ୟାଣ ପାଲ୍‌): ନୃଶଂସତାର ସୀମା ପାର୍‌ । ଗାଁ ଟିୱେଲ ମୂଳରୁ ଟେକି ନେଇ ଜଙ୍ଗଲରେ ବଳାତ୍କାର। ନାବାଳିକାକୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ସଜା ଶୁଣାଇଲେ…

ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍‌ କରିଛନ୍ତି। ଲାଲୁ…

ଟେଷ୍ଟ କ୍ରିକେଟ୍‌କୁ ଫେରିବେ କି ବିରାଟ କୋହଲି, ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୬: ପ୍ରଖ୍ୟାତ ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଆଘାତ ଯୋଗୁ ପଡ଼ିଆରୁ ବାଦ୍‌ ପଡ଼ିଛନ୍ତି। ଏଥିପାଇଁ ସେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସମ୍ପ୍ରତି ଅନୁଷ୍ଠିତ…

ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରଥମ ଥର ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୬: ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି,…

କେନ୍ଦ୍ର ସରକାରଙ୍କ ୧୨ ବର୍ଷ , ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ: ଏହି ବିଷୟ ଉପରେ କଲେ ଆଲୋଚନା

ରାଇକିଆ,୨୨।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ହରି ଓମ କଲ୍ୟାଣ ମଣ୍ଡପ ଠାରେ ସୋମବାର କେନ୍ଦ୍ର ସରକାରଙ୍କ ୧୨ ବର୍ଷ ଓ ରାଜ୍ୟ ସରକାରଙ୍କ ୨ ବର୍ଷ…

ପ୍ରକାଶ ପାଇଲା UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ, ରେଭେନ୍ସା ଆଗରେ

କଟକ,୨୨।୬: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇଛି। ଏଥିରେ ରେଭେନ୍‌ଶା ବିଶ୍ବବିଦ୍ୟାଳୟ ଆଗରେ ରହିଛି। ରେଭେନ୍‌ଶାରେ କଳା(ରାଜନୀତି ବିଜ୍ଞାନ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri