ହତ୍ୟା କରି ଥାନାରେ ଆତ୍ମସମର୍ପଣ

ଉମରକୋଟ, ୨୧।୮(ସ୍ବ.ପ୍ର.): ପୂର୍ବ ଶତ୍ରୁତାକୁ ନେଇ ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଞ୍ଚଳରେ ରବିବାର ଜଣଙ୍କୁ ତାଙ୍କ ସମ୍ପର୍କୀୟ ଭାଇ ଓ ଦାଦା ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି। ଘଟଣାରେ ମୃତକଙ୍କ ସ୍ତ୍ରୀ ଗୁରୁତର ହୋଇଛନ୍ତି। ହତ୍ୟାକାଣ୍ଡ ପରେ ଅଭିଯୁକ୍ତମାନେ ଥାନାରେ ଆତ୍ମସମର୍ପଣ କରିଛନ୍ତି। ମୃତକ ହେଲେ ଉମରକୋଟ ସହର ୧ ନଂ. ୱାର୍ଡ ଦର୍ଗାଗୁଡା ଗ୍ରାମର ସମଦାସ ପୂଜାରୀ। ଅଭିଯୁକ୍ତମାନେ ହେଲେ ସମଦାସଙ୍କ ସମ୍ପର୍କୀୟ ଭାଇ ତୁଳାରାମ ପୂଜାରୀ, ଚନ୍ଦନ ପୂଜାରୀ, ଦେବେନ୍ଦ୍ର ପୂଜାରୀ ଓ ଦାଦା ଅର୍ଜୁନ ପୂଜାରୀ। ପୋଲିସ ଏକ ମାମଲା (ନଂ.୩୧୧/୨୨) ରୁଜୁ କରି ଅଧିକ ତଦନ୍ତ କରୁଥିବା ଥାନା ଅଧିକାରୀ ଦୀପକ କୁମାର ଜେନା କହିଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ମୃତଦେହକୁ ସ୍ବାମୀ ଏକାକୀ ବୋହିବା ଘଟଣା: ୨ ନିଲମ୍ବିତ, ଜଣେ ବହିଷ୍କୃତ

ଫୁଲବାଣୀ ଅଫିସ,୨।୭: କନ୍ଧମାଳ ଜିଲା ଫୁଲବାଣୀରେ ଥିବା ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ତ୍ରୀଙ୍କ ମୃତଦେହକୁ ସ୍ବାମୀ ଏକାକୀ ବୋହି ଗାଡ଼ିରେ ରଖିବା ଘଟଣାରେ ବିଭିନ୍ନ ମହଲରୁ...

କଣ୍ଟାପୀଢ଼ା ଯାତ୍ରା, କନ୍ଧୁଣୀ ଦେବୀ ମହୋତ୍ସବ ପ୍ରସ୍ତୁତି ବୈଠକ

ସୋରଡ଼ା,୧୫।୮(ଡି.ଏନ୍‌.ଏ.)-ଗଞ୍ଜାମ ପ୍ରସିଦ୍ଧ ମା’ କନ୍ଧୁଣୀ ଦେବୀଙ୍କ କଣ୍ଟାପୀଢ଼ା ଯାତ୍ରା ଓ କନ୍ଧୁଣୀ ଦେବୀ ମହୋତ୍ସବ ପାଇଁ ବୁଧବାର ବଡ଼କାଳି ମନ୍ଦିର ପରିସରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ...

ପୋଲ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କେନ୍ଦୁଝର,୨୭।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନା ଅଧୀନ ଜଙ୍ଘିରା ପଞ୍ଚାୟତ ବାହୁଟିଆ ଗ୍ରାମସ୍ଥ ଏକ ପୋଲ ନିକଟରୁ ଜଣେ ଯୁବକଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର...

ହାତୀ ଆକ୍ରମଣରେ ପୁଣି ଜଣେ ଯୁବକ ଗୁରୁତର

ଛେଣ୍ତିପଦା, ୨।୧୦(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ତିପଦା ବନାଞ୍ଚଳ ପାଟ୍ଟକୁମୁଣ୍ତା ଗ୍ରାମରେ ପୁଣି ହାତୀ ଆକ୍ରମଣରେ ବୁଧବାର ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣକ...

ଭୋକ ଉପାସରେ ୧୦ ଦୃଷ୍ଟିହୀନ

ସୋର, ୧୧।୯(ଡି.ଏନ.ଏ.)-ଭୋକ ପାଇଁ ଡହଳବିକଳ ହେଉଛନ୍ତି ୧୦ଜଣ ଦୃଷ୍ଟିହୀନ ଯୁବତୀଯୁବକ। କୋଭିଡ୍‌ କଟକଣା ଯୋଗୁ ସେମାନେ ନାହଁି ନ ଥିବା ସମସ୍ୟାରେ ଘାଣ୍ଟି ହେଉଛନ୍ତି। ଓଡ଼ିଶାର...

ସୂର୍ଯ୍ୟମୁଖୀ ଚାଷୀଙ୍କୁ ମିଳୁନି ପ୍ରୋତ୍ସାହନ

କେନ୍ଦୁଝର, ୧୨ା୪ ରାଜ୍ୟ ସରକାର କୃଷି ଓ କୃଷକର ବିକାଶ ନିମନ୍ତେ ଯୋଜନା ପରେ ଯୋଜନା ପ୍ରଣୟନ କରି କୋଟି କୋଟି ଟଙ୍କାର ଅର୍ଥ ଖର୍ଚ୍ଚ...

କୁଟୁରା ମାଂସ ଖାଇବା ଆଶାରେ ରହିଗଲା

ଠାକୁରମୁଣ୍ଡା,୪ା୪: ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଅଧୀନ କେନ୍ଦୁମୁଣ୍ଡି ସଂରକ୍ଷିତ ଜଙ୍ଗଲ(୨)ରୁ କୁଟୁରା ଶିକାର ଅଭିଯୋଗରେ ବନ ବିଭାଗ ୬ଜଣ ଶିକାରୀଙ୍କୁ ଗିରଫ...

ଚିକିତ୍ସା ଅବହେଳାରୁ ପ୍ରସୂତୀଙ୍କ ମୃତ୍ୟୁ ଅଭିଯୋଗ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ବାରିପଦା ଅଫିସ,୧୪।୬: ଚିକିତ୍ସା ଅବହେଳାରୁ ବାରିପଦା ମେଡିକାଲ କଲେଜରେ ଜଣେ ପ୍ରସୂତୀଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଶୁକ୍ରବାର ଅଭିଯୋଗ କରିଛନ୍ତି। ଏ ନେଇ ମହିଳାଙ୍କ...

Advertisement
Archives

Model This Week