ସଲମାନଙ୍କ ଘର ଉପରକୁ ଗୁଳିମାଡ଼ କରିଥିବା ଅଭିଯୁକ୍ତଙ୍କ ଆତ୍ମହତ୍ୟା

ମୁମ୍ବାଇ,୧ା୫: ବି’ ଟାଉନ୍‌ର ଭାଇଜାନ ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଲମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ ଗୁଳିମାଡ଼ କରିଥିବା ଜଣେ ଅଭିଯୁକ୍ତ ଆତ୍ମହତ୍ୟା କରିଛନ୍ତି। ପୋଲିସ କହିଛି ଯେ, ସଲମାନଙ୍କ ଘର ଉପରକୁ ଜଣେ ଅଭିଯୁକ୍ତ ପୋଲିସ ହେପାଜତରେ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିଲା। ଆତ୍ମହତ୍ୟା କରିଥିବା ଅଭିଯୁକ୍ତଙ୍କ ନାମ ଅନୁଜ ଥାପନ, ଯିଏ ଗୁଳି ଚଳାଇଥିବା ଏବଂ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଅଭିଯୋଗ ହୋଇଛି।

ମୁମ୍ବାଇ ପୋଲିସ ସୂତ୍ରରୁ ପ୍ରକାଶ ଯେ, ଅଭିଯୁକ୍ତ ଅନୁଜ ଥାପନ ଏକ ସିଟ୍‌ ସହିତ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିଲେ। ଆମେ ଆପଣଙ୍କୁ କହିରଖୁଛୁ, ଏହା ପୂର୍ବରୁ ମୁମ୍ବାଇର ଏକ ସ୍ବତନ୍ତ୍ର କୋର୍ଟ ସୋମବାର ବାନ୍ଦ୍ରାସ୍ଥିତ ଅଭିନେତା ସଲମାନଙ୍କ ଘର ବାହାରେ ଗୁଳିମାଡ଼ ଘଟଣାରେ ଗିରଫ ହୋଇଥିବା ତିନିଜଣ ଅଭିଯୁକ୍ତଙ୍କୁ ପୋଲିସ ହେପାଜତକୁ ପଠାଇଥିଲା।

ମହାରାଷ୍ଟ୍ର କଣ୍ଟ୍ରୋଲ ଅଫ୍‌ ଅର୍ଗାନାଇଜଡ୍‌ କ୍ରାଇମ ଆକ୍ଟର ସ୍ବତନ୍ତ୍ର ଜଜ୍‌ ଏମ ପାଟିଲ ଅଭିଯୁକ୍ତ ବିକି ଗୁପ୍ତା (୨୪), ସାଗର ପାଲ (୨୧) ଏବଂ ଅନୁଜ ଥାପନ (୩୨)ଙ୍କୁ ପୋଲିସ ହେପାଜତକୁ ପଠାଇଛନ୍ତି ଏବଂ ସୋନୁ କୁମାର ଚାନ୍ଦର୍‌ ବିଷ୍ଣୁ (୩୭)ଙ୍କୁ ମେଡିକାଲରେ ନ୍ୟାୟିକ ହେପାଜତକୁ ପଠାଯାଇଛି। ପୋଲିସ ଶନିବାର ଗୁଳି ଚଳାଇଥିବା ଗୁପ୍ତା ଏବଂ ପାଲ ତଥା ବିଷ୍ଣୁ ଏବଂ ଥାପାନଙ୍କ ବିରୋଧରେ କଡ଼ା ଆଇନ ଅନୁଯାୟୀ ମାମଲା ରୁଜୁ କରିଥିଲା। ବିଷ୍ଣୁ ଏବଂ ଥାପନ ଦୁଇଟି ଅସ୍ତ୍ରଶସ୍ତ୍ର ଏବଂ କାର୍ଟ୍ରିଜ ଯୋଗାଇଥିବା ଅଭିଯୋଗ ହୋଇଛି। ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୁ ଏବଂ ତାଙ୍କ ଭାଇ ଅନମୋଲଙ୍କୁ ଅଭିଯୁକ୍ତ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri