ଭିଜିଲାନ୍ସ ଜାଲରେ ଫସିଲେ ଏସିଏଫ୍‌

ସମ୍ବଲପୁର,୬।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ଏସିଏଫ୍‌ ରେବତୀ ରମଣ ଯୋଶୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଏକକାଳୀନ ୯ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଥିବା ସୂଚନା ମିଳିଛି।

ଦୁର୍ନୀତି ନିବାରଣ ବିଭାଗର ୩ ଜଣ ଭିଏସପି, ୧୦ ଜଣ ଇନ୍ସପେକ୍ଟର ଓ ଅନ୍ୟ କର୍ମଚାରୀଙ୍କ ପକ୍ଷରୁ ସ୍ବତନ୍ତ୍ର ଭିଜିଲାନ୍ସ ବିଚାରପତି, ସମ୍ବଲପୁରଙ୍କ ଦ୍ବାରା ଜାରି ସର୍ଚ୍ଚ ୱାରେଣ୍ଟ ବଳରେ ସମ୍ବଲପୁର ଓ ବରଗଡ଼ର ବିଭିନ୍ନ ସ୍ଥାନରେ ଚଢାଉ ଜାରି ରହିଛି। ସେଥିମଧ୍ୟରେ ଯୋଶୀଙ୍କ ସମ୍ବଲପୁରର ଡିଅର ପାର୍କରେ ଥିବା ସରକାର କ୍ୱାର୍ଟର୍ସ, ସମ୍ବଲପୁର କାର୍ଯ୍ୟାଳୟ ଚାମ୍ବର, ସମ୍ବଲପୁରର ଅଇଁଠାପାଲିସ୍ଥିତ ତାଙ୍କର ତିନି ମହଲା କୋଠା, ସମ୍ବଲପୁର ବ୍ରିଜଧାମମ ହାଉସିଂ ସୋସାଇଟି, କାହ୍ନେୟା ବ୍ଲକରେ ସ୍ଥାନ ଫ୍ଲାଟ ନମ୍ବର ଜି-୫, ଓ ଜି-୬, ସମ୍ବଲପୁର ଫାର୍ମ ରୋଡ, ସିଟି ପ୍ରାଇଡ ଆପାର୍ଟମେଣ୍ଟ ବିଲଡିଂ ଫ୍ଲାଟ ନମ୍ବର ଏ-୪୦୬, ସମ୍ବଲପୁର-ଝିରସୁଗୁଡା ରାସ୍ତା ସମ୍ବଲପୁରର ମାଲିପାଲିରେ ଏକ ମହଲା ବିଶିଷ୍ଟ ବ୍ୟବସାୟିକ କୋଠା, ବରଗଡ଼ ଜିଲା ପଦ୍ମପୁରର ଥିବା ଏକ ମହଲା କୋଠା, ବରଗଡ଼ ଜିଲା ବିଜେପୁର ବଲଣ୍ଡା ଯୋଶୀଙ୍କ ପୈତୃକ ଘର ଅନ୍ତର୍ଭୁକ୍ତ। ଚଢ଼ାଉ ବେଳେ ପ୍ରାଥମିକ ପର୍ଯାୟରେ ଯୋଶୀଙ୍କ ସମ୍ବଲପୁରର ଡିଅର ପାର୍କସ୍ଥିତ ସରକାର କ୍ୱାର୍ଟର୍ସରୁ ନଗଦ ୧୪.୫ ଲକ୍ଷ ଟଙ୍କା ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…

IRCTC ଆକାଉଣ୍ଟର ପାସୱାର୍ଡ ଭୁଲି ଯାଇଛନ୍ତି କି? ଏହି ସହଜ ଷ୍ଟେପ୍ସ ଆପଣାଇ କେଇ ମିନିଟ୍‌ରେ କରନ୍ତୁ ରିସେଟ୍‌

ନୂଆଦିଲ୍ଲୀ,୨୧।୬:ଭାରତରେ ପ୍ରତିଦିନ ହଜାର ହଜାର ଟ୍ରେନ ଚାଲୁଛି। କୋଟି କୋଟି ଲୋକ ଏଥିରେ ଯାତ୍ରା କରୁଛନ୍ତି। ପୂର୍ବରୁ ଲୋକେ ଟିକେଟ କାଉଣ୍ଟରକୁ ଯାଇ ଲମ୍ବା ଲାଇନରେ ଛିଡ଼ା…

ଦିଲ୍ଲୀ ଏୟାରପୋର୍ଟରେ ୪୫ ମିନିଟ୍‌ ଅଟକି ରହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୧ା୬: ରବିବାର ଅପରାହ୍ନରେ ଦିଲ୍ଲୀ ଏୟାରପୋର୍ଟରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୁରନ୍ତ ତାଙ୍କ ବାସଭବନକୁ ଯିବା ପରିବର୍ତ୍ତେ ବିମାନବନ୍ଦରରେ ଅପେକ୍ଷା କରିବାକୁ ନିଷ୍ପତ୍ତି ନେଇଥିଲେ।…

କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ: କୃଷି କାର୍ଯ୍ୟର ସମୀକ୍ଷା କରି କହିଲେ ଅସ୍ବାଭାବିକ ମୌମୁମୀ ପରିସ୍ଥିତିର ସମ୍ଭାବନାକୁ…

କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରବିବାର କେନ୍ଦୁଝର ଜିଲା ଗସ୍ତ କରି ବିଭିନ୍ନ କୃଷି…

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri