ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା : ଆସିଲା ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ବହୁଚର୍ଚ୍ଚିତ ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ କିଛିଦିନ ପୂର୍ବରୁ ଡିଏଫଓ ସଂଗ୍ରାମ କେଶରୀ ବେହେରା, ରୋଷେୟା ମନ୍ମଥ କୁମ୍ଭ ଓ ସୌମ୍ୟଙ୍କ ସ୍ତ୍ରୀ ବିଦ୍ୟାଭାରତୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ କରାଯାଇଥିଲା। ତେବେ ବୁଧବାର ୩ ଜଣଙ୍କ ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ ଆସିଛି। ଏହି ରିପୋର୍ଟ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଥିବା ବେଳେ ତର୍ଜମା ଆରମ୍ଭ ହୋଇଛି। ପୂର୍ବ ବୟାନ ଓ ଲାଏ ଡିଟେକ୍ସନ ରିପୋର୍ଟର ତାଳମେଳ କରୁଛି କ୍ରାଇମବ୍ରାଞ୍ଚ। ସୌମ୍ୟ ମୃତ୍ୟୁ ପଛର ପ୍ରକୃତ କାରଣ କ’ଣ, ଆଉ ଏହା ପଛରେ କିଏ କିଏ ସମ୍ପୃକ୍ତ ଅଛନ୍ତି। ତାହା ଆଗାମୀ ଦିନରେ ସ୍ପଷ୍ଟ ହୋଇଯିବ ବୋଲି କ୍ରାଇମବ୍ରାଞ୍ଚ ଏଡିଜି ସୂଚନା ଦେଇଛନ୍ତି। ଏଥିସହ ଆବଶ୍ୟକ ପଡ଼ିଲେ ଅଧିକ ତଦନ୍ତ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ…

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ…

ବିଳମ୍ବିତ ରାତିରେ ପୁଣି ୨ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସର ଏନ୍‌କାଉଣ୍ଟର

ଵ୍ରହ୍ମପୁର, ୨୬।୫:(ସୁବାସ ଚନ୍ଦ୍ର ପାଢ଼ୀ): ଆଉ ଅପରାଧୀଙ୍କୁ ତ୍ରାହି ନାହିଁ । ଵ୍ରହ୍ମପୁର ପୋଲିସ ବିଗତ କିଛି ଦିନ ହେବ ଅପରାଧୀଙ୍କୁ ଏନକାଉଣ୍ଟର ଜାରି ରଖିଛି ।…

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri