ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଚାଞ୍ଚଲ୍ୟକର ବୟାନ ଦେଲେ ରାତି ଜଗୁଆଳି, କହିଲେ ରାତିରେ ସୌମ୍ୟଙ୍କ ଘରକୁ ଯାଆନ୍ତି ଡିଏଫ୍‌ଓ

ଗଜପତି,୪ା୯(ଡି.ଏନ୍‌.ଏ.): ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲା ଯେତିକି ବିଳମ୍ବ ହେଉଛି ସେତିକି ଅଡୁଆ ବଢୁଛି। ମୃତ୍ୟୁ ମାମଲାର ତଦନ୍ତ ପ୍ରଥମେ ପୋଲିସ ଏବଂ ପରେ କ୍ରାଇମବ୍ରାଞ୍ଚ କରୁଥିବା ବେଳେ ଏବେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ସୌମ୍ୟଙ୍କ ମୃତ୍ୟୁର ୫୦ଦିନ ପରେ ଡିଏଫ୍‌ଓ କାର୍ଯ୍ୟାଳୟର ପୂର୍ବତନ ରାତି ଜଗୁଆଳି ଗଙ୍ଗା ପ୍ରଧାନ ଗଣମାଧ୍ୟମ ସମ୍ମୁଖରେ ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି  । ସେ କହିଛନ୍ତି, ରାତିରେ ସୌମ୍ୟଙ୍କ ଘରକୁ ଡିଏଫଓ ସଂଗ୍ରାମ କେଶରୀ ବେହେରା ଯିବାର ସେ ଦେଖିଛନ୍ତି। ରାତି ୧୨ରୁ ୧୨.୩୦ ଭିତରେ ଯିବାର ସେ ନିଜେ ଦେଖିଛନ୍ତି।

ଅନ୍ୟପକ୍ଷରେ ଡିଏଫ୍‌ଓ ସଂଗ୍ରାମ ବେହେରାଙ୍କର ବିଦ୍ୟାଭାରତୀଙ୍କ ସହିତ ଅନୈତିକ ସମ୍ପର୍କ ଥିବା ନେଇ ବାରମ୍ବାର ଅଭିଯୋଗ କରିଆସୁଛନ୍ତି ମୃତ ସୌମ୍ୟଙ୍କ ପରିବାର ଲୋକେ। ଏବେ ଜଗୁଆଳିଙ୍କ ଏପରି ଚାଞ୍ଚଲ୍ୟକର ବୟାନ ପରେ ଘଟଣାରୁ ପରଦା ହଟିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପରୀକ୍ଷା ଫଳ: ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ…

ବଲାଙ୍ଗୀର,୫।୬(ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସ୍ନାତକ, ସ୍ନାତକୋତ୍ତର ଓ ଇଣ୍ଟ୍ରିଗେଟେଡ ବିଏଡ-ଏମଏଡ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ, ସ୍ନାତକ…

ଗୋଟିଏ ପଟେ ପ୍ରଶାସନିକ ଦାୟିତ୍ୱ: ଅନ୍ୟପଟେ ପରିବେଶ ପ୍ରତି ଅନୁରାଗ, ’ପ୍ରକୃତି ମିତ୍ର’ ସମ୍ମାନରେ ସମ୍ମାନିତ ହେଲେ ଦୁର୍ଗପତିସାରଦା ପ୍ରସାଦ ଦାସ

ଗଞ୍ଜାମ,୫।୬(ଅନାଥ ତରାଇ/ବିଦ୍ୟାଧର ସାହୁ ): ବିଶ୍ୱ ପରିବେଶ ଦିବସ ଅବସରରେ ଗଞ୍ଜାମ ଅଷ୍ଟମ ବାଟାଲିୟନର ଦୁର୍ଗପତି ସାରଦା ପ୍ରସାଦ ଦାସଙ୍କୁ ଜିଲାସ୍ତରୀୟ ସମ୍ମାନଜନକ ପ୍ରକୃତି ମିତ୍ର ପୁରସ୍କାର…

ଅଚାନକ ଡାକ୍ତରଖାନାରେ ପହଞ୍ଚିଲେ ସିଡିଏମ୍‌ଓ

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ):ସୁନ୍ଦରଗଡ଼ ଜିଲା ବଡ଼ଗାଁ ସ୍ଥିତ ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର(ସିଏଚସି )ରେ ଲାଗି ରହିଥିବା ବିଭିନ୍ନ ସମସ୍ୟାକୁ ନେଇ ବୁଧବାର ଗ୍ରାମବାସୀମାନେ ସିଏଚସି ଅଧିକାରୀଙ୍କୁ ସାକ୍ଷାତ…

ହଟିବ ବେଆଇନ ନିର୍ମାଣ

କେନ୍ଦୁଝର,୫ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ତହସିଲ ମୋଚିଗାଁ ମୌଜା ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱ ନୟନଯୋରୀ ଜବରଦଖଲ ହୋଇ ବେଆଇନ ଭାବେ ଦୋକାନ ଘର…

ମନୋଜ ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ): ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରୁନଗାଁର ମନୋଜ କୁମାର ଦାନୀଙ୍କୁ ଶୁକ୍ରବାର…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

TMCକୁ ଆଉ ଏକ ଧକ୍କା, ମେୟର ପଦରୁ ଇସ୍ତଫା ଦେଲେ ମମତାଙ୍କ ନିକଟତମ

କୋଲକାତା,୫।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଦେଖାଦେଇଥିବା ଅନ୍ତର୍ଦ୍ୱନ୍ଦ୍ୱ ଏବଂ ବିଭାଜନ ମଧ୍ୟରେ, ଦଳର ବରିଷ୍ଠ ନେତା ଏବଂ ପୂର୍ବତନ…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri