ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣାରେ ଶନିବାର ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ ପକ୍ଷରୁ ACF ସୂର୍ଯ୍ୟକାନ୍ତ ବେହେରାଙ୍କୁ ନିଲମ୍ବିତ କରାଯାଇଅଛି। ସୂର୍ଯ୍ୟ କାନ୍ତ ବେହେରା ଜାନୁୟାରୀ ୫ ତାରିଖରେ ବେଲଘର ବନାଞ୍ଚଳର ମୁଣ୍ଡୁଟି ଜଙ୍ଗଲରେ ହାତୀ ମୃତ ଘଟଣାର ତଦନ୍ତ ପାଇଁ ଯାଇ ଡିଏଫଓମଙ୍କୁ ଭୁଲ ରିପୋର୍ଟ ପ୍ରଦାନ କରିଥିଲେ। ହାତୀ ମୃତ ଘଟଣା ଏକ ଗୁଜବ ଏଥିରେ କୌଣସି ସତ୍ୟତା ନଥିବା ରିପୋର୍ଟ ରେ ଲେଖିଥିଲେ।

ପଢ଼ନ୍ତୁ ➡️ ଆଜି ମାଟି ତଳୁ କଢ଼ାଯିବ ରାମୁ ହାତୀର କଙ୍କାଳ

 

ଗଣମାଧ୍ୟମ ରେ ଖବର ପ୍ରକାଶ ପାଇବା ପରେ ଡିଏଫଓ ଘନଶ୍ୟାମ ମହାନ୍ତ ନିଜେ ବେଲଘର ଯିବା ପରେ ଘଟଣା ସତ୍ୟ ରିପୋର୍ଟ ପ୍ରଦାନ କରିଥିଲେ। ଏହା ପରେ ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ ତରଫରୁ ରେଞ୍ଜର ବିନୟ କୁମାର ବିଶିଙ୍କୁ ନିଲମ୍ବିତ କରିଥିବା ବେଳେ ଭୁଲ ରିପୋର୍ଟ ପ୍ରଦାନ କରିଥିବା ଅଭିଯୋଗରେ ଏସିଏଫ ସୂର୍ଯ୍ୟକାନ୍ତ ବେହେରାଙ୍କୁ ନିଲମ୍ବିତ କରଯାଇଥିବା ଜଣାପଡିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri