Posted inଜାତୀୟ

ସମସ୍ତଙ୍କ ପାଇଁ ଖୋଲିଲା ଆଚାର୍ଯ୍ୟ ରଜନୀଶଙ୍କ ଓଶୋ ଆଶ୍ରମ…

ମୁମ୍ବାଇ, ୨୨।୮ : ପୁଣେରେ ଆଚାର୍ଯ୍ୟ ରଜନୀଶ ଓଶୋଙ୍କ ଆଶ୍ରମ ବର୍ତ୍ତମାନ ସମସ୍ତଙ୍କ ପାଇଁ ଖୋଲା ଯିବ। ଓଶୋଙ୍କ ସମାଧୀସ୍ଥାନ ଏବଂ ତାଙ୍କର ଉତ୍ତରାଧିକାରୀଙ୍କ ସୁରକ୍ଷା ପାଇଁ ଆଗେଇ ଆସିଥିବା ଶିଷ୍ୟଙ୍କ ପ୍ରବେଶ ବହୁ ବର୍ଷ ଧରି ଏଠାରେ ପ୍ରବେଶ ବାରଣ କରାଥିଲା।

ବମ୍ବେ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ଯେ ଓଶୋଙ୍କ ଶିଷ୍ୟମାନେ ଏଣିକି ତାଙ୍କ ଆଶ୍ରମ ପରିଦର୍ଶନ କରିପାରିବେ ଏବଂ କୌଣସି ପ୍ରତିବନ୍ଧକ ବିନା ସମାଧୀ ଦର୍ଶନ କରିପାରିବେ। ଜଷ୍ଟିସ ଏମଜେ ଜାମଦାର ଏବଂ ଜଷ୍ଟିସ ଏସ.ଭି ଗଙ୍ଗାପୁରୱାଲାଙ୍କ ଏକ ବେଞ୍ଚ ତାଙ୍କ ରାୟରେ କହିଛନ୍ତି ଯେ ତାଙ୍କ ଶିଷ୍ୟମାନଙ୍କ ପାଇଁ ଓଶୋ ସମାଧୀ ଖୋଲାଯିବା ଉଚିତ। ଯଦି କାହାକୁ ସମାଧୀ ନିକଟକୁ ଯିବାକୁ ବାରଣ କରାଯାଏ, ତେବେ ଏହା କୋର୍ଟଙ୍କ ଆଦେଶର ଅବମାନନା କରାଯାଉଥିବା କୁହାଯିବ।

ଅଗଷ୍ଟ ୧୧ ରେ ଆବେଦନକାରୀ ଯୋଗେଶ ଠାକୁର ଓରଫ ସ୍ବାମୀ ପ୍ରେମଜିତଙ୍କ ଆବେଦନ ଶୁଣାଣି ବେଳେ ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ ଅର୍ଡରର କପି ବର୍ତ୍ତମାନ ଗ୍ରହଣ କରାଯାଇଛି।

ସ୍ବାମୀ ଚୈତନ୍ୟ କୀର୍ତ୍ତି କହିଛନ୍ତି ଯେ ଏହା ସହିତ ଓଶୋ ସମ୍ପତ୍ତି ଯାଞ୍ଚ ପାଇଁ ଏକ କମିଟି ଗଠନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଓଶୋ ଆଶ୍ରମ ସହିତ ଜଡିତ ସୁନୀଲ ମିରପୁରୀ କହିଛନ୍ତି ଯେ ଗତ ବର୍ଷ ୨୦୨୧ ରେ ଏହି ଆବେଦନ କରାଯାଇଥିଲା। ଆମେ ଖୁସି ଯେ ବର୍ତ୍ତମାନ ଆମ ସମସ୍ତେ ଓଶୋ ସମାଧୀ ଦର୍ଶନ କରିପାରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଏହା କେଉଁ ସଙ୍କେତ? ଏପ୍ରିଲରେ ପଡୁଛି ବରଫ, ପର୍ଯ୍ୟଟକ ଖୁସିରେ ବିଭୋର

ଜମ୍ମୁ,୧୮।୪: ଏପ୍ରିଲ ମାସରେ ଜମ୍ମୁ କଶ୍ମୀରରେ ପୁଣି ଥରେ ଶୀତ ଭଳି ପାଗ ଫେରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜମ୍ମୁ କଶ୍ମୀରର ଉତ୍ତର, ଦକ୍ଷିଣ ଏବଂ…

ଭେଷଜ ବିଶେଷଜ୍ଞ ଡାକ୍ତର ପି.ସି ଦାସଙ୍କ ପରଲୋକ

କେନ୍ଦୁଝର,୧୮।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ପ୍ରତିଷ୍ଠିତ ଭେଷଜ ବିଶେଷଜ୍ଞ ଡାକ୍ତର ପି.ସି ଦାସଙ୍କ ଶନିବାର ପରଲୋକ ହୋଇଯାଇଛି। ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ତାଙ୍କ…

ଇରାନ-ଚାଇନା ହେଲେ ନିକଟତର, ବଢିଲାଣି ଆମେରିକାର ଟେନସନ!

ତେହରାନ,୧୮।୪: ଇରାନ ଏବଂ ଚାଇନା ମଧ୍ୟରେ ବଢୁଥିବା ଘନିଷ୍ଠତା ଆମେରିକାର ଚିନ୍ତାକୁ ବୃଦ୍ଧି କରିଛି। ରିପୋର୍ଟ ଅନୁଯାୟୀ, ଗତ ତିନି ଦଶନ୍ଧି ଧରି, ଇରାନ ଚାଇନାର ବୈଷୟିକ…

୨୦ରୁ ୨୨ ବନ୍ଦ ରହିବ ଏହି ଜିଲାର ସମସ୍ତ ସରକାରୀ-ବେସରକାରୀ ସ୍କୁଲ, ଜିଲାପାଳ କହିଲେ ଆଗକୁ ଆହୁରି…

ସମ୍ବଲପୁର,୧୮ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଜାରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ…

ପୁଣି ହର୍ମୁଜ ପ୍ରଣାଳୀ ବନ୍ଦ କଲା ଇରାନ, ଆମରିକା ଉପରେ ଲଗାଇଲା ସାଂଘାତିକ ଅଭିଯୋଗ

ତେହରାନ,୧୮।୪: ଇରାନ ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବାର ନିଷ୍ପତ୍ତିକୁ ତୁରନ୍ତ ପ୍ରତ୍ୟାହାର କରିଛି। ଏହି ପଦକ୍ଷେପ ଦ୍ୱାରା ଏହାର ଅବରୋଧ ହଟିବ ନାହିଁ ବୋଲି ଆମେରିକା କହିବା…

ମହିଳା ସଂରକ୍ଷଣ ବିଲ୍‌ ପାସ୍‌ ନ ହେବା ପରେ କାହିଁକି ଦେଶକୁ ସମ୍ବୋଧିତ କରିବେ ମୋଦି? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୮।୪: ଦେଶରେ ମହିଳା ସଂରକ୍ଷଣ ବିଲକୁ ନେଇ ତୀବ୍ର ରାଜନୈତିକ ଉତ୍ତେଜନା ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତି ୮ଟା ୩୦ରେ ଦେଶକୁ ସମ୍ବୋଧିତ କରିବାକୁ…

ହଟିବେ ହେଡ କୋଚ?କେଭିନ ପିଟରସନଙ୍କ ବଡ଼ ଦାବି, ମ୍ୟାକକୁଲମ ହେବେ KKRର ପ୍ରଶିକ୍ଷକ

ନୂଆଦିଲ୍ଲୀ,୧୮।୪: କୋଲକାତା ନାଇଟ ରାଇଡର୍ସ (କେକେଆର) ୨୦୨୬ ଆଇପିଏଲ ସିଜିନରେ ଏପର୍ଯ୍ୟନ୍ତ ସବୁଠାରୁ ବଡ ସଙ୍କଟର ସମ୍ମୁଖୀନ ହେଉଛି। ୧୭ ଏପ୍ରିଲ ଶୁକ୍ରବାର, ଦଳ ଗୁଜୁରାଟ ଟାଇଟାନ୍ସ…

ହଠାତ୍‌ ନୀତିଶଙ୍କ ପୁଅଙ୍କୁ ମିଳିଲା ଉପମୁଖ୍ୟମନ୍ତ୍ରୀଙ୍କ ଭଳି ‘Z’ ସୁରକ୍ଷା, ବିହାର ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୧୮।୪: ବିହାରରେ ସୁରକ୍ଷା ବ୍ୟବସ୍ଥାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରାଯାଇଛି। ପୂର୍ୱତନ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ପୁଅ ନିଶାନ୍ତ ଏବଂ ପୂର୍ୱତନ ମନ୍ତ୍ରୀ ଶ୍ରବଣ କୁମାରଙ୍କ ସୁରକ୍ଷାକୁ ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri