ଗଜପତି ପାଇଁ ଗୌରବ ଆଣିଲେ ଯାଜ୍ଞସେନୀ: ପ୍ରବନ୍ଧ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରି ମୁଖ୍ୟମନ୍ତ୍ରୀଙ୍କଠୁ ପାଇଲେ ପୁରସ୍କାର

ମୋହନା,୧୫।୪( ମନ୍ମଥ ମିଶ୍ର ): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ସରକାର ପକ୍ଷରୁ ଓଡ଼ିଆ ସାହିତ୍ୟ ପକ୍ଷ ୨୦୨୬ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ ରାଜ୍ୟରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି ଯାଜ୍ଞସେନୀ। ମୋହନା ହିଲ ଟପ ମହାବିଦ୍ୟାଳୟ +୩ ର ଛାତ୍ରୀ ଯାଜ୍ଞସେନୀ ବେହେରା ପ୍ରଥମେ ମହାବିଦ୍ୟାଳୟ ଓ ଜିଲାରେ ପୁରସ୍କୃତ ହୋଇ ଗତ ୧୧ ତାରିଖରେ ଭୁବନେଶ୍ୱର ବିଜେବି ମହାବିଦ୍ୟାଳୟରେ ଆୟୋଜିତ ଯୁବ ଲେଖକ ଦିବସ /ଅମୃତ ପିଢି ସାରସ୍ବତ କର୍ମଶାଳାରେ ରାଜ୍ୟସ୍ତରୀୟ ପ୍ରବନ୍ଧ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଛନ୍ତି। ଭୁବନେଶ୍ବର ଓ ୟୁଟି ସମ୍ମିଳନୀ କକ୍ଷରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ଆଇନ ମନ୍ତ୍ରୀ, ଉଚ୍ଚଶିକ୍ଷା ମନ୍ତ୍ରୀ, ମୁଖ୍ୟ ସଚିବ ପ୍ରମୁଖ ଉପସ୍ଥିତ ରହି ଯାଜ୍ଞସେନୀଙ୍କୁ ପୁରସ୍କୃତ କରିଛନ୍ତି। ଯାଜ୍ଞସେନୀଙ୍କୁ ନିଜ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା,ନିଜ ପରିବାର ଓ ଗଜପତି ଜିଲାବାସୀ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri